Sign in
Sign in
Recover your password.
A password will be e-mailed to you.
ରତ୍ନଭଣ୍ଡାର ଅଳଙ୍କାର ତଦାରଖ ପାଇଁ ଗଠନ ହେଲା କମିଟି; ଜଷ୍ଟିସ ପଶାୟତ ଅଧ୍ୟକ୍ଷ
ଭୁବନେଶ୍ବର : ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ତାଲିକା ପ୍ରସ୍ତୁତିର ତଦାରଖ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି। ଏହି କମିଟିରେ ଅଧ୍ୟକ୍ଷଙ୍କ ସହ!-->…
ସ୍ୱାସ୍ଥ୍ୟ ବିଭାଗର ୬ ପ୍ରସ୍ତାବ ସମେତ ୮ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ବର :ରାଜ୍ୟ କ୍ୟାବିନେଟର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ସମେତ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଜଳସମ୍ପଦ, ମହିଳା ଓ ଶିଶୁ ବିକାଶ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ଏଥିରେ ସାମିଲ ଅଛି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ!-->…
ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଧରିଲା କମିଶନରେଟ୍ ପୁଲିସ୍
ଭୁବନେଶ୍ବର : ଏକ ଆନ୍ତଃରାଜ୍ୟ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଧରିଛି କମିଶନରେଟ ପୁଲିସ। ଏହି ଗ୍ୟାଙ୍ଗର ୯ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସର ସ୍ପେଶାଲ ସ୍କ୍ୱାଡ୍। ସେମାନଙ୍କଠାରୁ ନଗଦ ୩ ଲକ୍ଷ ୨୦ ହଜାର ଟଙ୍କା, ଦେଢ଼ କେଜି ପାଖାପାଖି ରୁପା ଅଳଙ୍କାର, କିଛି ସୁନା ଅଳଙ୍କାର, ୪ଟି!-->…
ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା
ଭୁବନେଶ୍ବର : ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତା’ ସହିତ ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ବଢ଼ିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏହି ଘୋଷଣା। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି!-->…
ବିଜେପିରେ ମିଶିଲେ ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁଁ
ଭୁବନେଶ୍ବର : ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ଆଜି ବିଜେପିରେ ମିଶିଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଦଳରେ ସାମିଲ ହୋଇଥିଲେ। ଦଳର ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା!-->…
ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ ଟ୍ଯାପ , ପକ୍କା ରାସ୍ତା, ସ୍ୱେରେଜ୍!-->…
ଖଲ୍ଲିକୋଟ ବିଧାୟିକାଙ୍କ ଲେଖା ଛିଡ଼େଇ ବାକୁ ଅଣ୍ଟା ଭିଡ଼ିଲେ ବିରୋଧୀ…
ଦଳ ମୁଖିଆଙ୍କ ପାଖରେ ହେଲେ ଫେରାଦ....
ବ୍ରହ୍ମପୁର : ସାଧରଣ ନିର୍ବାଚନ ପୂର୍ବରୁ ଗଞ୍ଜାମ ଜିଲ୍ଲାରେ ଉଗ୍ର ରୂପ ନେଲାଣି ବିଜେଡ଼ି ରେ ଗୋଷ୍ଟି କନ୍ଦଳ। ଗଞ୍ଜାମ ଜିଲ୍ଲାରେ ଶାସକ ଦଳ ଭିତରେ ପାଣିପାଗ ଭଲ ନଥିବା ନେଇ ଚର୍ଚ୍ଚା ହୋଇ ଆସୁଛି। ନିସର୍ତ୍ତ ରେ ରୀତିମତ ଖବର ପ୍ରକାଶ ହୋଇଛି।!-->!-->!-->!-->!-->…
‘୧୭ ଲକ୍ଷ ନକଲି ଭୋଟର’ଙ୍କ ତାଲିକା ଦାଖଲ କଲେ ଶୁଭେନ୍ଦୁ ଅଧିକାରୀ
କୋଲକାତା : ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ତଥା ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟରେ ଥିବା ପ୍ରାୟ ୧୭ ଲକ୍ଷ ତଥାକଥିତ ନକଲି ଭୋଟରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ନକଲି ଭୋଟରଙ୍କ ନାଁ,ଗାଁ ଓ ଠିକଣା ରହିଥିବା ତାଲିକାଗୁଡ଼ିକୁ ସେ ବ୍ୟାଗରେ ଭର୍ତ୍ତି କରି!-->…
ପୁଣି ଜାତିସଂଘରେ ଅପମାନିତ ହେଲା ପାକିସ୍ତାନ, କଶ୍ମୀର ପ୍ରସଙ୍ଗ ଉଠାଇବାରୁ ପାଇଲା କଡ଼ା ଜବାବ
ନୂଆଦିଲ୍ଲୀ : ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୫ତମ ଅଧିବେଶନରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଥିବା ପାକିସ୍ତାନକୁ କଡା ଜବାବ ଦେଇଛି ଭାରତ। ଜାତିସଂଘ ମାନବ ଅଧିକାର ପରିଷଦର ପ୍ରଥମ ସଚିବ ଅନୁପମା ସିଂହ ପାକିସ୍ତାନକୁ ଭାରତର!-->…
ମନଇଚ୍ଛା ଗୁରମିତ ରାମ ରହିମକୁ ପାରୋଲରେ ଛାଡ଼ି ପାରିବେନି ସରକାର
ଚଣ୍ଡୀଗଡ଼ : ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହଙ୍କୁ ହରିଆଣା ସରକାର ବାରମ୍ବାର ଜେଲରୁ ପାରୋଲରେ ଛାଡ଼ି ଦେଉଛନ୍ତି।ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏବେ ପଞ୍ଜାବ ଓ ହରିଆଣା ହାଇକୋର୍ଟ ଏହି!-->…