Sign in
Sign in
Recover your password.
A password will be e-mailed to you.
ଜେଏନୟୁ ଓଡ଼ିଶା ଆଲୁମ୍ନି ସଂଘର ବାର୍ଷିକ ସମ୍ମିଳନୀରେ ଯୋଗ ଦେଲେ ରାଜ୍ୟପାଳ
ଆଗାମୀ ପିଢ଼ିକୁ ମାର୍ଗଦର୍ଶନ କରିବାରେ ପୂର୍ବତନ ଛାତ୍ର ସଂଘର ବିଶେଷ ଭୂମିକା ରହିଛି: ରାଜ୍ୟପାଳ
ଭୁବନେଶ୍ୱର: ଆଗାମୀ ପିଢ଼ିକୁ ମାର୍ଗଦର୍ଶନ କରିବାରେ ପୂର୍ବତନ ଛାତ୍ର ସଂଘର ବିଶେଷ ଭୂମିକା ରହିଛି ଏବଂ ସେମାନଙ୍କର ଅଭିଜ୍ଞତା, ଜ୍ଞାନ ଓ ଦୃଷ୍ଟିକୋଣ ଯୁବ ଛାତ୍ରଛାତ୍ରୀଙ୍କ ପାଇଁ ଅମୂଲ୍ୟ!-->!-->!-->…
ଓଡ଼ିଶା ଲୋକ ଭବନରେ ବିହାର ରାଜ୍ୟର ପ୍ରତିଷ୍ଠା ଦିବସ ପାଳିତ : ବିଭିନ୍ନ ପରମ୍ପରା ପ୍ରତି ପାରସ୍ପରିକ ସମ୍ମାନ ଜାତୀୟ…
ଭୁବନେଶ୍ୱର : ବିଭିନ୍ନ ପରମ୍ପରା ପ୍ରତି ପାରସ୍ପରିକ ସମ୍ମାନ ଜାତୀୟ ଏକତାକୁ ସୁଦୃଢ କରେ ବୋଲି ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି କହିଛନ୍ତି। ରବିବାର ଦିନ ଲୋକ ଭବନର ନୂତନ ଅଭିଷେକ ହଲରେ ବିହାର ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ଉତ୍ସବରେ ଉଦବୋଧନ ଦେଇ ରାଜ୍ୟପାଳ ଏହା!-->…
କଳାବାଘ ଛାଲ ଜବତ, ୨ ଗିରଫ
ମୟୁରଭଞ୍ଜ : ଶିମିଳିପାଳରେ କଳା ବାଘ ଶିକାର । ଶିକାର କରି ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ବାଘ ଛାଲ ଜବତ୍ କରିବା ସହ ଘଟଣା ସ୍ଥଲରୁ ୨ ଜଣଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଥିଲା ବନ ବିଭାଗ । ବାରିପଦା ବନଖଣ୍ଡ ଅଧୀନସ୍ଥ କୁଳିଅଣା ନିକଟରୁ ଗୋଟିଏ!-->…
ରେଡିଓ ମାଲ୍ୟବନ୍ତର ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ପିରାମଲ ଫାଉଣ୍ଡେସନର ଉଚ୍ଚ ପ୍ରଶଂସା
ମାଲକାନଗିରି ଜିଲ୍ଲା ସଦର ମହାକୁମାସ୍ଥିତ କୁମୁଟିଗୁଡାଠାରେ ସ୍ଥାପିତ 'ରେଡିଓ ମାଲ୍ୟବନ୍ତ' ଗୋଷ୍ଠୀ ବେତାର କେନ୍ଦ୍ର ପରିଦର୍ଶନ କରି ଏହାର ଭିତ୍ତିଭୂମି ଓ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଛନ୍ତି ପିରାମଲ ଫାଉଣ୍ଡେସନର ବରିଷ୍ଠ ଅଧିକାରୀ। ପିରାମଲ ଫାଉଣ୍ଡେସନ ମୁମ୍ବାଇ ମୁଖ୍ୟ!-->…
ଓଡ଼ିଆ ଗାୟିକା ଦିପ୍ତୀରେଖାଙ୍କ ୟୁଟ୍ୟୁବ ଲିଙ୍କକୁ ସୋସିଆଲ ମିଡିଆରେ ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଆ ଗାୟିକା ଦୀପ୍ତିରେଖା ପାଢୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା । ଦୀପ୍ତିରେଖାଙ୍କ ଏକ ଭଜନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରି ନିଜ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି । ମାଆ ଦୁର୍ଗତି ନାଶିନୀଙ୍କ ଉପରେ ଦୀପ୍ତିରେଖା ଗାୟିଥିବା ଏକ!-->…
ଏଣିକି ବଡ଼ଦାଣ୍ଡରେ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି
ଭୁବନେଶ୍ୱର: ଏଣିକି ବଡ଼ଦାଣ୍ଡରେ ଖୋଲି ପାରିବେନି ମଦ ଦୋକାନ। ପୁରୀ ଶ୍ରୀମନ୍ଦିର ୧ କି.ମି. ପରିଧି ବଡ଼ଦାଣ୍ଡରେ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇ ପାରିବ ନାହିଁ। ଏହି ପରିଧି ମଧ୍ୟରେ ମଦ ଦୋକାନ ଖୋଲିବାକୁ କୌଣସି ସ୍ବତନ୍ତ୍ର ନିୟମ ନାହିଁ। ଏହାକୁ ଅବକାରୀ ବିଭାଗ କଡ଼ାକଡ଼ି ଭାବେ ପାଳନ!-->…
ମୋବାଇଲ୍ ବ୍ୟବହାର କ୍ଷେତ୍ରରେ ଷଷ୍ଠ ସ୍ଥାନରେ ରହିଛି ଓଡିଶା: ’ଟ୍ରାଇ’
ଭୁବନେଶ୍ୱର: ଦିନକୁ ଦିନ ମୋବାଇଲର ଚାହିଦା ବଢିବଢି ଚାଲିଛି। ବର୍ତମାନ କୁନି ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତଙ୍କ ହାତରେ ମୋବାଇଲ ରହୁଛି । କାହା କାହା ହାତରେ ୨ଟି ମୋବାଇଲ ରହିଥିବା ମଧ୍ୟ ଦେଖିବାକୁ ମିଳୁଛି। ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ!-->…
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନର ପ୍ରାକ ପ୍ରସ୍ତୁତି ବୈଠକ : ୧୩ ଦଣ୍ଡ ଥଳ ଅଧିକାରୀଙ୍କ ସମ୍ମତି ପ୍ରକାଶ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଆୟୋଜନ ହେବ l ଏହି ପରିପ୍ରେକ୍ଷୀରେ ସମିତି ର ମୁଖ୍ୟ ପରିଚାଳକ ରାଜ କିଶୋର ଦାସ ଙ୍କ ଆବାହକତ୍ୱରେ ଏକ ମିଳିତ ପ୍ରାକ!-->…
ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ସାମିଲ ହେଲେ ୭ଟି ନିର୍ବାଚନ ମଣ୍ଡଳୀର ତୁଙ୍ଗ ନେତା ଓ କର୍ମୀ
ଯାଜପୁର : ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ । ଚଣ୍ଡିଖୋଲ ନିକଟ ଧର୍ମଶାଳା ଭଵନରେ ଓଡ଼ିଶା ଜନତା କଂଗ୍ରେସ ବ୍ୟାନରରେ ପ୍ରଥମ ସମାବେଶ ତଥା ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ!-->…
ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ
ଭୁବନେଶ୍ୱର : ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ-୨୦୨୬ ଉଦଘାଟିତ । ଏହି ଅବସରରେ ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ ଓ ୩୨୦ କୋଟିର ୧୨୪ ଟି ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଜଳ ସୁରକ୍ଷା ହେଉଛି!-->…