Sign in
Sign in
Recover your password.
A password will be e-mailed to you.
ପ୍ରଗତି ସ୍ପୋର୍ଟିଂସ୍କୁ ୫୮ ରନ୍ରେ ହରାଇଲା ବଜରଙ୍ଗ୍ କ୍ରିକେଟ୍ କ୍ଲବ୍
ଦେବଗଡ,୨୮|୨ ଗତ ୨୪ ତାରିଖରୁ ସ୍ଥାନୀୟ ମହୁଲଢିପା ସାହି ନାଳ ପଡିଆରେ ମହାବୀର କ୍ଲବ୍ ତରଫରୁ ଚାଲିଥିବା ଅଲ୍ ଓଡିଶା ବଜରଙ୍ଗ କପ୍ କ୍ରିକେଟ୍ ଟୁର୍ଣ୍ଣାମେଂଟ୍ ର ୫ମ ଦିନରେ ପହଂଚି ଯାଇଛି । କ୍ଲବ୍ ସମ୍ପାଦକ ରାଜୀବ ଗଡନାୟକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ୧୫ ଓଭର୍ ବିଶିଷ୍ଟ ମ୍ୟାଚରେ ଅନଗୁଳ!-->…
କଣ୍ଡିରା ଗ୍ରାମର ତାରିଣୀ ମନ୍ଦିର ଛକରେ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି ଵ୍ରିଜ୍
ରାଜନଗର : ରାଜ୍ୟ ସରକାର ଜନସାଧାରଣଙ୍କ ଵିକାଶ ପାଇଁ ବହୁଵିଧ ଯୋଜନା ମାଧ୍ୟମରେ ସଫଳତାର ପାହାଚ ଅତିକ୍ରମ କରି ଵିକାଶର ମାନଚିତ୍ର ସୃଷ୍ଟି କରି ଚାଲିଛନ୍ତି। ସେଥିପାଇଁ କୋଟି କୋଟି ଟଙ୍କାର ଅନୁଦାନ ମୁଖ୍ୟମନ୍ତ୍ରୀ ଯୋଗାଇ ଦେଇ ସାଢେ ଚାରିକୋଟି ଜନତାଙ୍କର ପ୍ରିୟ ଭାଜନ ହୋଇ ପାରିଛନ୍ତି ।!-->…
ରାଇରଂଗପୁରରେ ‘ହୋଲିଡେ ହୋମ୍’ର ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଇରଂଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ମୟୂରଭଂଜ ଜିଲ୍ଲାର ରାଇରଂଗପୁରରେ ‘ହୋଲିଡେ ହୋମ୍’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର୍ଯ୍ୟନ୍ତ ୨୨୦ ନଂ ଜାତୀୟ!-->…
ଶଙ୍ଖ ଭବନରେ ବୈଠକ ପରେ ନବୀନ ନିବାସ ଗଲେ ଦୁଇ ବିଧାୟକ
ଭୁବନେଶ୍ବର: ପୁରୀ ଜିଲ୍ଲା ସତ୍ୟବାଦୀକୁ ନେଇ ଦୁଇ ବିଧାୟକଙ୍କ ମଧ୍ୟରେ ଉପୁଜିଥିବା ବିବାଦ ନବୀନ ନିବାସରେ ପହଞ୍ଚିଛି। ସ୍ଥାନୀୟ ଶଙ୍ଖ ଭବନର ଆୟୋଜିତ ବୈଠକ ପରେ ବିଧାୟକ ଉମା ସାମନ୍ତରାୟ ଓ ସଂଜୟ ଦାସବର୍ମାଙ୍କ ସହିତ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନବୀନ ନିବାସକୁ ଯାଇଛନ୍ତି।
!-->!-->!-->…
ବିଲ୍ ଗେଟସ୍ଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ
ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟସ୍ଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍ ଗେଟସ୍ଙ୍କୁ ଏହି ସମ୍ମାନ ପ୍ରଦାନ!-->…
ବାଲେଶ୍ୱରର ଶଙ୍ଖାରିରେ ମନ୍ମଥ-ମନୋଜ ସ୍ମୃତି ପୀଠ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉଭୟ ମନ୍ମଥ ଦାସ ଓ ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି!-->…
ମାର୍ଚ୍ଚ ୧ରେ କଂଗ୍ରେସର ‘ନବୀନ ହଟାଓ, ଓଡ଼ିଶା ବଞ୍ଚାଓ’ ଅଭିଯାନ
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ର। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଓ!-->…
ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ
ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ତିନି ଜିଲ୍ଲାର ଜିଲ୍ଲାପାଳ । ଆଜି ଜିଲ୍ଲାପାଳ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏଥିସହ କଟକ ମହାନଗର ନିଗମକୁ ମିଳିଛି ନୂଆ କମିସନର ।
!-->!-->!-->…
ପୌରପରିଷଦ କାର୍ଯ୍ୟନିର୍ବାହୀଙ୍କୁ ବାରମ୍ବାର ବଦଳି ଯୋଗୁ ସାଧାରଣ ଜନତା ହନ୍ତସନ୍ତ
ଉମରକୋଟ : ନିର୍ବାଚନ ଯେତେ ପାଖେଇ ଆସୁଛି ନେତା ମାନଙ୍କ ଭିତରେ ସେତେ ଗଣ ଦୌଡ ଦେଖିବାକୁ ମିଳୁଛି,ସମସ୍ତ ନେତାମାନଙ୍କ ଆଖି କେବଳ ଭୋଟବାକ୍ସ ଉପରେ, ଅଫିସ ଅଦାଲତରେ କଣ ହେଉଛି ତାହା ଆଉ ଦେଖିବାର ସମୟ ନାହିଁ | ସୂଚନା ପ୍ରକାରେ ଉମରକୋଟ ପୌର ପରିଷଦ ଅଫିସ ରେ ଦେଖିବାକୁ ମିଳିଛି ଏକ ବଡ଼!-->…
ଖିଚିଂରେ ମହାମହିମ; ମା’ କିଚକେଶ୍ବରୀଙ୍କୁ କଲେ ପୂଜାର୍ଚ୍ଚନା
ଭୁବନେଶ୍ବର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା!-->…