୩୬ଟି ସ୍ଥାନରେ ନିର୍ବାଚନୀ ପ୍ରଚାର କରିବେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଚଳିତ ସାଧାରଣ ନିର୍ବାଚନ ପାଇଁ ଆଜି ପ୍ରଚାର ଆରମ୍ଭ କରିଦେଇଛନ୍ତି।‌ ସେ ଆସନ୍ତା ମେ’ ମାସ ୨୯ ତାରିଖ ଭିତରେ ମୋଟ୍‌ ୩୬ଟି ସ୍ଥାନରେ ନିର୍ବାଚନ ପ୍ରଚାର କରିବେ। ରାଜ୍ୟର ୨୧ଟି ଲୋକସଭା କ୍ଷେତ୍ର ଓ ଏହାର…

ମେ’ ୬ ରୁ ଓଜେଇଇ

ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ର ଛାତ୍ରଛାତ୍ରୀ ଆସନ୍ତା ୨୭ ତାରିଖରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ଏ ନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ସୂଚୀ ପ୍ରକାଶ ପାଇଛି । ଓଜେଇଇ ପରୀକ୍ଷା ଆସନ୍ତା ମେ’ ୬ ତାରିଖରୁ ଆରମ୍ଭ ହୋଇ ୧୦ ମେ ରେ ଶେଷ ହେବ ।…

ରାହୁଲ ନୁହେଁ ଅମେଠିରୁ ନିର୍ବାଚନ ଲଢ଼ିବେ ରବର୍ଟ ଭଦ୍ରା!

ଲୋକସଭା ନିର୍ବାଚନ ପାଇଁ ଜାରି ରହିଛି ଜୋରଦାର ପ୍ରଚାର। ପ୍ରାୟ ସମସ୍ତ ଆସନରେ ବିଭିନ୍ନ ରାଜନୈତିକ ଦଳମାନେ ନିଜ ନିଜ ପ୍ରାର୍ଥୀ ଘୋଷଣା କରିସାରିଲେଣି। ହେଲେ ଉତ୍ତରପ୍ରଦେଶର ଅମେଠିରୁ କିଏ ହେବ କଂଗ୍ରେସର ପ୍ରାର୍ଥୀକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ଆସନରୁ କଂଗ୍ରେସ ସାଂସଦ ରାହୁଲ…

ସ୍କୁଲରେ ମଦ ପିଇ ପଡି ରହିଲେ ଶିକ୍ଷକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ବଲାଙ୍ଗୀର: ସ୍କୁଲରେ ମଦ ପିଇ ମାତାଲ ଅବସ୍ଥାରେ ପଡିରହିଲେ ଶିକ୍ଷକ । ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅନ୍ତର୍ଗତ ଟେଙ୍ଗେରାପଥର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ବିଦ୍ୟାଳୟରେ ଶିକ୍ଷକ ମଦ ପିଇ ମାତାଲ ହୋଇଥିବା ଭିଡିଓ ଏବେ…

ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିରୋଧିଙ୍କୁ କଲେ ଟାର୍ଗେଟ

ବ୍ରହ୍ମପୁର : ଆଜି ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ । ଏହି ଅବସରରେ ଭୋଟରଙ୍କୁ 5T ରୂପାନ୍ତରଣ ଗ୍ୟାରେଣ୍ଟି ଉପରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଶାଳ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଏକ ସଶକ୍ତ ଓ ସମୃଦ୍ଧ ଓଡିଶାର…

ବାଲିଗୁଡାରେ ନିର୍ବାଚନକୁ ନେଇ ଚଳଚଞ୍ଚଳ : ବିଭିନ୍ନ ଦଳର ଅସନ୍ତୋଷ କର୍ମୀ ଓ ନେତାଙ୍କ ଉପରେ ସମସ୍ତଙ୍କ ନଜର

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ବାତାବରଣ ସରଗରମ ହୋଇ ଉଠିଲାଣି । ଅନ୍ୟ ନିର୍ବାଚନ ମଣ୍ଡଳୀ ଅପେକ୍ଷା ଏହି ନିର୍ବାଚନ ମଣ୍ଡଳୀ ରେ ରାଜନୀତି ଗଣିତ କିଛି ଅଲଗା ରହିଥାଏ । ଚଳିତ ନିର୍ବାଚନରେ ବିଜେଡି ,ବିଜେପି ଓ କଂଗ୍ରେସ ତିନି ପ୍ରମୁଖ ଦଳ…

ଚିକେନ ବ୍ୟବସାୟୀଙ୍କୁ ସଂଘବଦ୍ଧ ଆକ୍ରମଣ

ହିଞ୍ଜିଳିକାଟୁ (୨୩।୪): ହିଞ୍ଜିଳି ଥାନା ନନ୍ଦିକ ଗ୍ରାମରେ ଜଣେ ଚିକେନ ବ୍ୟବସାୟୀଙ୍କ ଉପରେ କିଛି ଯୁବକ ସଂଘବଦ୍ଧ ଆକ୍ରମଣ କରି ମୋବାଇଲ ଓ ୧୦ ହଜାର ରୁ ଉର୍ଦ୍ଧ୍ୱ ଟଙ୍କା ଜୋର ଜବରଦସ୍ତି ନେଇଯାଇଥିବା ବେଳେ ବାଇକକୁ ଲୁହା ରଡରେ ପିଟି ଭାଙ୍ଗି ଦେଇଛନ୍ତି। ଏଥି ନେଇ ହିଞ୍ଜିଳି ଥାନାରେ…

କାଲି ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ହିଞ୍ଜିଳିରୁ ଆରମ୍ଭ ହେବ ଶଙ୍ଖନାଦ

ହିଞ୍ଜିଳିକାଟୁ (୨୩/୦୪) : ଆସନ୍ତା କାଲି ହିଞ୍ଜିଳି ଆସୁଛନ୍ତି ଓଡ଼ିଶାର ଷ୍ଟାର ପ୍ରଚାରକ ଵିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ସାରୁ ଓ ସମରଝୋଳ ଛକ ମଧ୍ୟରେ‌ ଥିବା ମେଘମାଳ ତୋଟା ରେ ଏକ ସାଧାରଣ ସଭା ରେ ଯୋଗ ଦେଇ ଜନତାଙ୍କୁ ଉଦବୋଧନ ଦେବେ ।ହିଞ୍ଜିଳିରୁ…

ବିଜେପିରେ ମିଶିଲେ ବିଧାୟିକା ସୀମାରାଣୀ ନାୟକ

ଭୁବନେଶ୍ବର: ଗତକାଲି ବିଜେଡି କାଟିଥିଲା ଟିକେଟ। ଆଜି ବିଜେପିରେ ଯୋଗ ଦେଲେ ବିଧାୟିକା ସୀମାରାଣୀ ନାୟକ। ଲଗାତାର ଦୁଇ ଥର ହିନ୍ଦୋଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା ସୀମାରାଣୀଙ୍କୁ ଏଥର ଟିକେଟ ଦେଇନି ବିଜେଡି। ତାଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ ହିନ୍ଦୋଳରୁ ପ୍ରାର୍ଥୀ…

ଓଡ଼ିଶା ବିଜେପି ମହିଳା ବିରୋଧୀ, ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି ଧର୍ମେନ୍ଦ୍ର ପ୍ରଧାନ: ବିଜେଡ଼ି

ଭୁବନେଶ୍ୱର: ଓଡ଼ିଶା ବିଜେପି ସର୍ବଦା ମହିଳା ବିରୋଧୀ। ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏପ୍ରିଲ ୨୦୨୪ରେ ଏସଏଚଜି ମା’ମାନଙ୍କ ଦୁବାଇ ଗସ୍ତ ବାତିଲ କରାଇଛନ୍ତି ଧର୍ମେନ୍ଦ୍ର।ଏନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ…