୪୩.୮ ଡିଗ୍ରୀ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କମିଲା ତାତି, ଆଉ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି | ଆଜି ୧୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଉପରେ ଥିବାବେଳେ ୪୩.୮ ଡିଗ୍ରୀ ସେଲ୍ସିୟସ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ହୋଇଛି | ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା…

ପ୍ରତିଦିନ ଡାକ୍ତରଙ୍କ ସହ କଥା ହେବାକୁ ଚାହୁଁଥିଲେ କେଜ୍ରିୱାଲ, ଅନୁମତି ଦେଲେନି କୋର୍ଟ

ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟକା ଲାଗିଛି। ସେ ମଧୁମେହ ରୋଗୀ ହୋଇଥିବାରୁ ଦୈନିକ ଭିଡିଓ କନଫରେନ୍ସିଂ ଜରିଆରେ ତାଙ୍କ ପାରିବାରିକ ଡାକ୍ତରଙ୍କ ସହ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବାକୁ ଚାହୁଁଥିଲେ। ହେଲେ ଏଥିପାଇଁ…

ଇସ୍ତଫା ଦେଲେ ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକର ଅଧ୍ୟକ୍ଷ

ଗଞ୍ଜାମ: ଇସ୍ତଫା ଦେଲେ ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକର ଅଧ୍ୟକ୍ଷ । ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା ଓ କବିସୂର୍ଯ୍ୟନଗର ବ୍ଲକ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ସ୍ବାଇଁ ଇସ୍ତଫା ଦେଇଛନ୍ତି । ଇସ୍ତଫା ପଛର କାରଣ ବ୍ୟକ୍ତିଗତ ବୋଲି ଉଭୟ ଉଲ୍ଲେଖ କରିଛନ୍ତି । ଦୈତାରୀ ବେହେରା ହେଉଛନ୍ତି…

ଏପ୍ରିଲ ୨୮ ଏବଂ ମେ ୩ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ଵର: ଓଡିଶା ଆସିବେ ରାହୁଲ ଗାନ୍ଧୀ । କରିବେ ନିର୍ବାଚନୀ ପ୍ରଚାର । ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ । ଏହାରି ଭିତରେ ରାହୁଲ ଗାନ୍ଧୀଙ୍କ ଗସ୍ତ…

ବିଜେପିରେ ଯୋଗଦେଲେ ବିଜେଡିର ବହୁ କାର୍ଯ୍ୟକର୍ତ୍ତା

ବ୍ରହ୍ମପୁର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକାଭିମୁଖୀ ଯୋଜନା ସହ ମୋଦିଙ୍କ ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଏବଂ ସବକା ପ୍ରୟାସ ଗୁରୁମନ୍ତ୍ରରେ ଅନୁପ୍ରାଣିତ ହୋଇ କମାପଲ୍ଲୀ ଅଞ୍ଚଳ ୱାର୍ଡ଼ ନଂ ୩୪ ର ବିଜୁ ଜନତା ଦଳର ବହୁ କାର୍ଯ୍ୟକର୍ତ୍ତା ବିଜେପିର ଯୁବ ନେତା…

କେକରେ ସାକାରିନ ମାତ୍ରା ଅଧିକ ଥିବାରୁ ଚାଲିଯାଇଥିଲା ମାନବୀଙ୍କ ଜୀବନ

ପଟିଆଲା: ପଞ୍ଜାବର ପଟିଆଲାରେ କେକ୍ ଖାଇବା ପରେ ୧୦ବର୍ଷୀୟ ବାଳିକାଙ୍କ ମୃତ୍ୟୁ ହୋଇଥିଲା | ଏହି ଘଟଣା ପରେ ନ୍ୟୁ ଇଣ୍ଡିଆ ବେକେରୀ ମାଲିକଙ୍କ ସମେତ ଚାରିଜଣଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରିଥିଲା | ଏହି ମାସ ଆରମ୍ଭରୁ ଏଭଳି ଘଟଣା ଘଟିଥିବା ବେଳେ ଏବେ ଏହା ପଛର କାରଣ ସାମ୍ନାକୁ ଆସିଛି |…

ପ୍ରଚାର ବେଳେ ବିଜେଡି ନେତା ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ: ପୁରୀ ଲୋକସଭା ଆସନ ପାଇଁ ବିଜୁ ଜନତା ଦଳର ପ୍ରାର୍ଥୀ ଅରୂପ ପଟ୍ଟନାୟକ ପିପିଲିରେ ପ୍ରଚାର କରୁଥିବା ବେଳେ ଅସୁସ୍ଥ ହୋଇପଡିଛନ୍ତି। ପ୍ରବଳ ଗରମ ଏବଂ ଆର୍ଦ୍ରତା ତାଙ୍କ ହଠାତ୍ ଅସୁସ୍ଥତାର ସମ୍ଭାବ୍ୟ କାରଣ ବୋଲି କୁହାଯାଇଛି। ପୂର୍ବରୁ ମୁମ୍ବାଇ ପୋଲିସ କମିଶନର ଭାବେ ଦାୟିତ୍ୱ…

୪ କୋଟି ଟଙ୍କାର ବେଆଇନ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ବାଲିଗୁଡା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ବେଆଇନ୍ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣା ସ୍ଥଳରୁ ୪୦ କ୍ବିଣ୍ଟାଲ୍ ୬୫୦ ଗ୍ରାମ୍ ଗଞ୍ଜେଇ…

ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟ ଘେରାଉ, ଦାବି ପୂରଣ ନହେଲେ ଦ୍ୱିତୀୟ ଥର ପାଇଁ ଭୋଟ ବର୍ଜନ ଚେତାବନୀ

କନ୍ଧମାଳ : ରାସନ ସାମଗ୍ରୀ ଯୋଗାଣ ନେଇ ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳକୁ ଘେରାଉ କଲେ ଉତ୍ତ୍ଯକ୍ତ ଲୋକେ। ଫିରିଙ୍ଗିଆ ବ୍ଲକର ସୁମେର ବନ୍ଧ ପଞ୍ଚାୟତ ଅଧୀନରେ ଥୂବା ଦୁଇଟି ୱାର୍ଡ ଦଶ ଓ ଏଗାର ଅଧୀନରେ ଥିବା ବଜେଡି, ରିବିଲଦା, ଗାଗଡ଼ ପଦର, କଡାଉ, ସୁଫୁଲା ଓ ଡଙ୍ଗରି ସାହିର ଶତାଧିକ ବାସିନ୍ଦା…

କୋର୍ଟ ଝଟକା ପରେ ରାଗିଲେ ଦିଦି

ଶିକ୍ଷକ ନିଯୁକ୍ତି ମାମଲାରେ କଲିକତା ହାଇକୋର୍ଟ ଝଟକା ଦେବା ପରେ ରାଗି ଯାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଜେପି ନେତାମାନେ ନ୍ୟାୟିକ ବ୍ୟବସ୍ଥା ଓ କୋର୍ଟଙ୍କ ରାୟକୁ ପ୍ରଭାବିତ କରୁଛନ୍ତି ବୋଲି ସେ ଅଭିଯୋଗ ଆଣିଛନ୍ତି। କଲିକତା ହାଇକୋର୍ଟ ୨୦୧୬ରେ ବେଙ୍ଗଲ ସରକାର…