Sign in
Sign in
Recover your password.
A password will be e-mailed to you.
ଚିକିତ୍ସା ଅବହେଳା ଯୋଗୁଁ ପ୍ରସୂତିଙ୍କ ମୃତ୍ୟୁ, ମେଡିକାଲରେ ଉତ୍ତେଜନା
ଭଦ୍ରକ: ଡାକ୍ତରଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ମୁଖ୍ୟ ଚିକିତ୍ସାଳରେ । ଏହି ଘଟଣା ପରେ ମେଡିକାଲରେ ଉତ୍ତେଜନା ଦେଖାଦେଇଛି ।
ସୂଚନା ମୁତାବକ, ଆଗରପଡା ଥାନା ଅନ୍ତର୍ଗତ ଅଣିଜ ଗାଁର ଶାନ୍ତିଲତା ଘଡେଇଙ୍କ ପ୍ରସବ!-->!-->!-->…
ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ; ୩ ମୃତ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଓସ୍ତପୁର ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣଙ୍କ ମୃତ୍ୟୁହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ବୋଲେରୋରେ ଡ୍ରାଇଭରକୁ ମିଶାଇ ମୋଟ ୭ ଜଣ ସଦସ୍ୟ ଥିଲେ । ଏଯାବତ୍!-->…
ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
ଭୁବନେଶ୍ୱର: ଯୌତୁକ ଜୁଇରେ ଆଉ ଜଣେ ବଧୂ । ଯୌତୁକ ପାଇଁ ଶାଶୁ ଘର ଲୋକେ ଜଣେ ବୋହୂକୁ ମାରି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ । ମୃତ ମହିଳାଙ୍କ ନାଁ ଝିଲି ସେଠୀ ।
ଅଭିଯୋଗ ଅନୁସାରେ, ସାମନ୍ତରାପୁରର ଚନ୍ଦନ ସେଠୀଙ୍କୁ ଝିଲି ଗତ ୩ ବର୍ଷ ତଳେ!-->!-->!-->…
ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଷଷ୍ଠ ବାର୍ଷିକ ଉତ୍ସବ…
ଫୁଲବାଣୀ : ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଷଷ୍ଠ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ଆୟୋଜିତ ହୋଇଯାଇଛି | ପରିଚାଳନା ସମିତିର ସଭାପତି ପୁରୁଷୋତ୍ତମ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଲିଗୁଡାର ମାନ୍ୟବର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ଯୋଗଦେଇ!-->!-->!-->…
ପଞ୍ଚୁଦଣ୍ଡ ପରିଚାଳନା ସମିତିର ନୂତନ କର୍ମକର୍ତ୍ତା ମନୋନୀତ…
ବାଲିଗୁଡା,୨୬/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତିର ନୂତନ କର୍ମକର୍ତ୍ତା ମନୋନୟନ ସ୍ଥାନୀୟ ମା'ପାଟଖଣ୍ଡା ମନ୍ଦିରର ସମ୍ମିଳନୀ କକ୍ଷରେ ରାଜକିଶୋର ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୨୦୨୩ ବର୍ଷ ର ଆୟ ବ୍ୟୟ ହିସାବ ସମ୍ପର୍କରେ ଆଲୋଚନା!-->…
ଉଦ୍ଭିଦ ବିଜ୍ଞାନ ବିଭାଗର ଜାତୀୟ ଆଲୋଚନା ଚକ୍ର…
ଫୁଲବାଣୀ :କନ୍ଧମାଳ ଜିଲ୍ଲା, ଟିକାବାଲି ଏ. ଏମ. ସି.ଏସ ମହାବିଦ୍ୟାଳୟ ରେ ଉଦ୍ଭିଦ ବିଜ୍ଞାନର ଜାତୀୟ ଆଲୋଚନା ଚକ୍ର କଲେଜ ପରିଚାଳନା ପରିଷଦର ସଭାପତି ଲଳିତେନ୍ଦୁ ପ୍ରଧାନଙ୍କ ସଭାପତିତ୍ୱରେ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ଅତିଥିଙ୍କୁ ସ୍ୱାଗତ!-->!-->!-->…
କାଲିର ମାଫିଆ ଆଜି ଧୋବ ଧୋବୁଲୁଆ ପୋଷାକ ରେ ସଜ୍ଜିତ : କାଳେ ଟିକଟ ଟି ମିଳିଯିବ କି….!
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ଏବେ କାଲିର ଭାଇ ମାନେ ଆଜି ଧୋବ ଧୋବୁଲୁଆ ପୋଷାକ ପିନ୍ଧି ସଭା ସମିତିରେ ଅଧିକାଂଶ ଦେଖିବାଳୁ ମିଳୁଛନ୍ତି। ଗଞ୍ଜାମ ଜିଲ୍ଲା ରେ କିଛି ବର୍ଷ ହେଲା ରାଜନୈତିକ ଦଳରେ ବହୁ ଭାଇ ମାନଙ୍କ ଆବିର୍ଭାବ ଦେଖିବାକୁ ମିଳିଛି। କଳାଧନ ଉତ୍ପାର୍ଜନ କରି ଧଳା କରିବା ଓ!-->…
ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…
ବ୍ରହ୍ମପୁର : ତା ୨୬/୦୨- ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ!-->…
ବିଦ୍ୟୁତ ଉପଭୋକ୍ତା ଓ କର୍ମଚାରୀ ଶୋଷଣ ବିରୁଦ୍ଧରେ ସାଉଥ-କୋ ଘେରାଉ ।
ବ୍ରହ୍ମପୁର :ଓଡ଼ିଶା ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ଦକ୍ଷିଣାଞ୍ଚଳ ଶାଖା ତରଫରୁ ଆଜି ବ୍ରହ୍ମପୁର ସ୍ଥିତ ସାଉଥ-କୋ ର ମୁଖ୍ୟ କାର୍ଯ୍ୟାଳୟ ଟି.ପି.ଏସ.ଓ.ଡି.ଏଲ(TPSODL)କୁ ଘେରାଉ କରାଯାଇଥିଲା । ଶହ ଶହ ବିଦ୍ୟୁତ କର୍ମଚାରୀ ମଡିକାଲ ଛକରୁ ବାହାରି ଏକ ଶୋଭାଯାତ୍ରାରେ ଟାଟା!-->!-->!-->…
ମୋହନାରେ ବିଜେଡି ସାଂସଦ ଆଶାୟୀ ପ୍ରାର୍ଥୀଙ୍କ ବାଇକ୍ ଶୋଭଯାତ୍ରା…
ଆର,ଉଦୟଗିରି/୨୬/୨/–ଗଜପତି ଜିଲ୍ଲା ମୋହନା ଠାରେ ଶନିବାର ବିଜେଡି ପକ୍ଷରୁ ଏକ ବାଇକ ଶୋଭାଯାତ୍ରା ଏବଂ ପଥପ୍ରାନ୍ତ ସଭାର ଆୟୋଜନ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ବିଜେଡି ରାଜ୍ୟ ସମ୍ପାଦକ ତଥା ଆଗାମୀ ନିର୍ବାଚନ ପାଇଁ ବିଜେଡି ର ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ରୁ ସାଂସଦ ପ୍ରାର୍ଥୀ!-->!-->!-->…