Sign in
Sign in
Recover your password.
A password will be e-mailed to you.
ଲୋକସଭା ନିର୍ବାଚନ ପାଇଁ ଖୁବଶୀଘ୍ର ପ୍ରାର୍ଥୀଙ୍କ ନାମ ଘୋଷଣା କରିବ ବିଜେପି
ଭୁବନେଶ୍ୱର : ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ କମିସନ ତାରିଖ ଘୋଷଣା କରିବା ପୂର୍ବରୁ ଲୋକସଭା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବିଜେପି । ଆସନ୍ତା ଗୁରୁବାର ଦଳ ପକ୍ଷରୁ ଶହେ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବାର ସମ୍ଭାବନା ରହିଛି । ତାଲିକାରେ!-->…
୬୬୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ କ୍ରୀଡ଼ା କ୍ଷେତ୍ରରେ ଆଉ ଏକ ଇତିହାସ । ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ା କ୍ଷେତ୍ରକୁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଥିବା ବେଳେ ଆଜି ଏଥିରେ ଆଉ ଏକ ଅଧ୍ୟାୟ ଯୋଡ଼ି ହୋଇଛି ।
ବିଶ୍ଵର!-->!-->!-->…
୫୫୪ଟି ରେଳ ଷ୍ଟେସନର ହେବ ପୁନଃବିକାଶ, ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଦେଶର ରେଳ ଭିତ୍ତିଭୂମିରେ ବୃହତ୍ତର ପରିବର୍ତ୍ତନ ଆଣିବାକୁ କେନ୍ଦ୍ର ସରକାର ନିରନ୍ତର ଭାବେ ଏ ଦିଗରେ କାର୍ଯ୍ୟ କରିଆସୁଛନ୍ତି। ଏହି କ୍ରମରେ ଐତିହାସିକ ପଦକ୍ଷେପ ସ୍ୱରୂପ ଆସନ୍ତା ୨୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୫୪ଟି ରେଳ ଷ୍ଟେସନ ଏବଂ ୧୫୦୦ ଆରଓବି/ଆରୟୁବି!-->…
ଏକାମ୍ର କ୍ଷେତ୍ର ପ୍ରକଳ୍ପର ସମୀକ୍ଷା କଲେ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍
ଭୁବନେଶ୍ବର : ଏକାମ୍ର କ୍ଷେତ୍ର ପ୍ରକଳ୍ପର ସମୀକ୍ଷା କଲେ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ସକାଳୁ ସକାଳୁ ଗ୍ରାଉଣ୍ଡରେ ପହଞ୍ଚିଥିଲେ । ଏକାମ୍ର କ୍ଷେତ୍ର ପ୍ରକଳ୍ପ ପରିଦର୍ଶନ କରିଛନ୍ତି । ନୂଆବର୍ଷ ସୁଦ୍ଧା ସରିବ ପ୍ରକଳ୍ପ କାମ । ଏଥିପାଇଁ କାମକୁ ଜୋରସୋରରେ ତ୍ବରାନ୍ବିତ!-->…
ବିଜେପି ଛାଡ଼ି ବିଜେଡିରେ ଯୋଗଦେଲେ ମନୋରଞ୍ଜନ ସେଠୀ
ବେତନଟୀ : ମୟୂରଭଂଜ ଜିଲ୍ଲା ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି। ମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ସହ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କା, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ!-->…
ଲୋକସେବା ଭବନ ଘେରିବ କଂଗ୍ରେସ
ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି!-->…
ଅଗ୍ନିଶମ କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ
ଆନ୍ଦୋଳନରୁ ଓହରିଲେ ଅଗ୍ନିଶମ କର୍ମଚାରୀ । ଦୁଇ ଦଫା ଦାବି ନେଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିବା ଅଗ୍ନିଶମ କର୍ମଚାରୀ ଆଜିଠାରୁ କାର୍ଯ୍ୟରେ ଯୋଗଦେଉଛନ୍ତି । ଆନ୍ଦୋଳନ ପ୍ରତ୍ୟାହୃତ ନେଇ ସୂଚନା ଦେଲେ ମୁଖ୍ୟ ଆଗ୍ନିକ ଅକ୍ଷୟ ପ୍ରଧାନ । ରାଜ୍ୟରେ ଏସମା ଓ ବାଧ୍ୟତାମୂଳକ ଅବସର ଚେତାବନୀ ପାଇଁ!-->…
ରାଜଧାନୀରୁ ହଟିବ ଦଳୀୟ ପୋଷ୍ଟର ଓ ବ୍ୟାନର
ଭୁବନେଶ୍ବର: ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ଓ ବ୍ୟାନର । କାନ୍ଥବାଡ଼ରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନ ମଧ୍ୟ ହଟାଯିବ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଏମସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ କରିଦେଇଛି ଭୁବନେଶ୍ୱର ମହାନଗର ନିଗମ ।
ଆଉ!-->!-->!-->…
ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ବିମ୍ ମରାମତି କାମ
ପୁରୀ: ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ ଥିବା ବିମ୍ କାମ। ଦିନ ଗୋଟାଏରୁ ସନ୍ଧ୍ୟା ୭ଟା ଯାଏ ASI ଟିମ୍ କାମ କରିବେ। ମାର୍ଚ୍ଚ ୨୦ ପୂର୍ବରୁ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। କାମ ଚାଲିବା ବେଳେ କୌଣସି ବଡ଼ ନୀତି ହେବ ନାହିଁ। ଏନେଇ ନିକଟରେ ଶ୍ରୀମନ୍ଦିର ପ୍ରଶାସନ,!-->…
ବଢିଲା ସ୍ଵାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ, ୪ ହଜାରରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି
ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରଙ୍କ ପାଇଁ ଖୁସି ଖବର । ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪ ହଜାର ଟଙ୍କା ଥିବାବେଳେ, ନୂତନ!-->…