୩୯ତମ ବାର୍ଷିକ ଉତ୍ସବ ସହ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆରମ୍ଭ

ବାଲିଗୁଡା : କନ୍ଧମାଳ ଜିଲ୍ଲାର ଜଳେଶପଟ୍ଟା ସ୍ଥିତ ପ୍ରସିଦ୍ଧ ଜଳେଶ୍ଵର ଶୈବପୀଠ ଶଙ୍କରଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିସରରେ ୩୯ତମ ବାର୍ଷିକ ଉତ୍ସବ ସହ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଓ ଅଷ୍ଟପ୍ରହରି ନାମଯଜ୍ଞ ଆରମ୍ଭ ହୋଇଯାଇଛି । ଏହା ମାଘ ଶୁକ୍ଳ ତ୍ରୋୟଦୋଶୀ ଠାରୁ ଆରମ୍ଭ ହୋଇ

ବାଲିଗୁଡ଼ା ଏନ୍ଏସିରେ ହିତାଧିକାରୀଙ୍କୁ ଆବାସ କାର୍ଯ୍ୟାଦେଶ ବଣ୍ଟନ

ବାଲିଗୁଡ଼ା : ସହରାଞ୍ଚଳରେ ସମସ୍ତଙ୍କ ପାଇଁ ଗୃହ ନୀତି ଓଡ଼ିଶା ପକ୍ଷରୁ ଲାଗୁ ହେବା ପରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହ ଠାରେ ହିତାଧିକାରୀଙ୍କୁ ଆବାସ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ଏହି ଅବସରରେ ଉପଜିଲ୍ଲାପାଳ ତଥା ଏନ୍ଏସି କାର୍ଯ୍ୟନିର୍ବାହୀ

ମାର୍ଚ୍ଚ ୧୩ ପରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ

ମାର୍ଚ୍ଚ ୧୩ ପରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ ଘୋଷଣା କରାଯିବ ବୋଲି

ବିଜେଡ଼ିର ମିଶ୍ରଣ ପର୍ବ : ସାମିଲ୍ ହେଲେ ୧୦୦ ରୁ ଉର୍ଦ୍ଧ୍ଵ ମହିଳା

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ରେ ବିଜେଡ଼ିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଅଜୟ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ କୋଟଗଡ଼ ବ୍ଲକ୍ ସାଂସଦ ପ୍ରତିନିଧି ମନୋଜ

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡା କଲ୍ୟାଣ ମଣ୍ଡପ, ପରିସରରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ କନ୍ଧମାଳ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କନ୍ଧମାଳ ଜିଲ୍ଲାର ନିର୍ମାଣ ଜିଲ୍ଲାର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଏକ ସହାୟତା ରାଶି ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଫୁଲବାଣୀ ବିଧାୟକ

ଏନୱାଇକେ ପକ୍ଷରୁ ଭୋଟର ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ : ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହ ଠାରେ ଭୋଟର ସଚେତନତା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ଯକ୍ରମକୁ ମୁଖ୍ୟ ଅତିଥି ଭାବରେ ବି ଏ ସି ନର୍ସିଂ କଲେଜର ଅଧ୍ୟାପକ ମିତlଞ୍ଜଳି ରଥ ଯୋଗ ଦେଇଥିବା ବେଳେ

ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ; ବାପା ପୁଅ ମୃତ, ଖବର ପାଇ ହୃଦଘାତରେ ଚାଲିଗଲେ ଦାଦା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ଦୁଇଟି ଜୀବନ । ମୃତକଙ୍କ ଘର ଘଟଗାଁ ଥାନା ଅଧୀନ ବାରିଗାଁରେ ବୋଲି ଜଣାପଡିଛି । ତେବେ ଉଭୟ ସମ୍ପର୍କରେ ବାପା ପୁଅ ହେବେ ବୋଲି

ହରିୟାଣା ସରକାରଙ୍କ ବଡ଼ ଘୋଷଣା; କୃଷି ଋଣ ଉପରୁ କଲେ ସୁଧ ଛାଡ଼

ଏମଏସ୍‌ପି ଗ୍ୟାରେଣ୍ଟି ଦାବିରେ ଶମ୍ଭୁ ବର୍ଡର ଓ ଖାନାଉରି ବର୍ଡରରେ ହଜାର ହଜାର ସଂଖ୍ୟାରେ ଚାଷୀ ଜୋରଦାର ଆନ୍ଦୋଳନ ଚଳାଇଛନ୍ତି। ଦାବି ପୂରଣ ନ ହେଲା ଯାଏ ପଛକୁ ହଟିବାର ପ୍ରଶ୍ନ ଉଠୁନି ବୋଲି ବି ସଫା ସଫା ଶୁଣାଇ ଦେଇଛନ୍ତି। ଏପରି ସମୟରେ ରାଜ୍ୟ ବଜେଟରେ ଚାଷୀଙ୍କ ପ୍ରତି କୋହଳ ମନୋଭାବ ପୋଷଣ

ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କଲେ ନକ୍ସଲ..

ମାଲକାନଗିରି :ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ସୁକୁମା ଜିଲ୍ଲାରେ ପୁଣି ମାଓବାଦୀଙ୍କ ବର୍ବରତା ସାମନାକୁ ଆସିଛି। ଜିଲ୍ଲାର ମାଓ ପ୍ରଭାବିତ ପାମେଡ ଅଞ୍ଚଳରେ ପୁଣି ମାଓବାଦୀ ମାନେ ଦୁଇ ଜଣ ଗ୍ରାମବାସୀଙ୍କୁ ଟେକି ନେଇ ହତ୍ୟା କରିବା ସହ ଶବ ନିକଟରେ କିଛି ମାଓ ପୋଷ୍ଟର

ଚନ୍ଦ୍ରମା ଆପାର୍ଟମେଣ୍ଟର ଗୁଳିକାଣ୍ଡ ଘଟଣା, ବିଧାୟକ ରମେଶ ଜେନା କୋର୍ଟରେ ହାଜର…

ଭୁବନେଶ୍ବର : ଭୁବନେଶ୍ବର ବହୁ ଚର୍ଚ୍ଚିତ ଚନ୍ଦ୍ରମା ଆପାର୍ଟମେଣ୍ଟ ଗୁଳିକାଣ୍ଡ ଘଟଣାରେ ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ । ସ୍ବତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ବିଧାୟକ ରମେଶ ଜେନା । ଗୁଳିକାଣ୍ଡ ଘଟଣାକୁ ନେଇ କୋର୍ଟରେ ଚାଲିଛି ସାକ୍ଷୀ ଗ୍ରହଣ ପ୍ରକ୍ରିୟା ।