ମାର୍ଚ୍ଚ ୨ ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା, ୩୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ୩୦ ହଜାର

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି।

ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ୍ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପଶ୍ଚିମ ଓଡ଼ିଶାର

ପୁଣି ଇଡିରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ ଓ ସ୍ଵାମୀ ଜଗବନ୍ଧୁ ଚାନ୍ଦ

ଭୁବନେଶ୍ବର: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସ୍‌ରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ । ପ୍ରାୟ ଏକ ଘଣ୍ଟା ଧରି ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଜେରା କରିଛି ଇଡି । ଇଡି କାର୍ଯ୍ୟାଳୟରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଚ୍ଚନା । ସେ କହିଛନ୍ତି,

ଭାରସାମ୍ୟ ହରାଇ ଓଲଟିଲା ବସ୍‌; ପ୍ରିନ୍ସପାଲ୍‌ଙ୍କ ପତ୍ନୀଙ୍କ ମୃତ୍ୟୁ, ୮ ଆହତ

ବୈପାରିଗୁଡ଼ା: ଘରୋଇ ସ୍କୁଲର ପିଅନ୍‌ଙ୍କ ଶେଷ ଦର୍ଶନ ପାଇଁ ଯାଉଥିବା ବେଳେ ଏକ ଘରୋଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ସ୍କୁଲର ପ୍ରିନ୍ସପାଲ୍‌ଙ୍କ ପତ୍ନୀଙ୍କ ମୃତ୍ୟୁ ହୋଇଛି। ସ୍କୁଲର ଅନ୍ୟ ୮ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି

ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରଶ୍ନ ଆସିକା ବାସୀ ପଟ୍ଟା ପାଇବେ କେବେ..?

ମଦ ଓ ବାଲି ପଛରେ ଜିଲ୍ଲା ପ୍ରଶାସନ..! ସାଧାରଣ ଲୋକଙ୍କ ସମସ୍ୟା ବୁଝିବ କିଏ ? ଵ୍ରହ୍ମପୁର: ୨୧-୨ ଆସିକା ସହର ଓଡ଼ିଶାର ଏକ ପ୍ରମୁଖ ସହର ଏହା ଏକ ବିଧାନସଭା କ୍ଷେତ୍ର ଓ ସାଂସଦ କ୍ଷେତ୍ର। ସ୍ୱାଧୀନତା ର ୭୬ ବର୍ଷ ପରେ ବି ଆସିକା ବାସୀ ଙ୍କ ନିକଟରେ ପଟ୍ଟା ନାହିଁ। ରାଜ୍ୟରେ ଚାଲିଛି

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ଗଲେ ନଡ୍ଡା ଓ ସୋନିଆ

ବିନା ଲଢ଼େଇ ତଥା ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ଗଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏଥିସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧି ମଧ୍ୟ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ଏନେଇ ଆଜି ରିଟର୍ଣ୍ଣିଂ ଅଫିସର ଘୋଷଣା କରିଛନ୍ତି। ଗୁଜରାଟର

ଗୁଣି ଗାରେଡ଼ି ସନ୍ଦେହରେ ବ୍ୟକ୍ତିଙ୍କୁ ପୋଡ଼ି ଦେଇଥିଲେ, ଏବେ ୧୧ ଜଣଙ୍କୁ ଗିରଫ କରିଛି ପୋଲିସ

ବ୍ରହ୍ମପୁର : ଅନ୍ଧବିଶ୍ୱାସରେ ସମ୍ପୂର୍ଣ୍ଣ ଅନ୍ଧ ହୋଇଗଲାଣି ଏ ମଣିଷ । ଭୁଲିଯାଇଛି ମାନବିକତା । ଏଭଳି ଏକ ଘଟଣା ସାମ୍ନାକୁ ଆସିଥିଲା ବ୍ରହ୍ମପୁରର ହଳଦୀବାଡ଼ ଗାଁରେ । ତେବେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତି ପିଟି ପିଟି ହତ୍ୟା କରିବା ପରେ ପୋଡ଼ିଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ

ଜମି ପଟ୍ଟା ପାଇବେ ୨୬ ଜିଲ୍ଲାର ୨ ଲକ୍ଷ ୫୦ ହଜାର ଚାଷୀ : ପ୍ରଥମ ଦିନରେ ପାଇଲେ ଦଶହଜାର ହିତାଧିକାରୀ

ଭୁବନେଶ୍ବର : ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ। ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ଟି ଜିଲ୍ଲାର ଦଶ ହଜାର ସିକିମ ରୟତ ଚାଷୀମାନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି।

ହରିଆଣା ସରକାରଙ୍କ ବିରୋଧରେ ଆସିଲା ଅନାସ୍ଥା ପ୍ରସ୍ତାବ

ହରିଆଣାର କ୍ଷମତାସୀନ ମନୋହର ଲାଲ ଖଟ୍ଟର ସରକାରଙ୍କ ବିରୋଧରେ ଆସିଛି ଅନାସ୍ଥା ପ୍ରସ୍ତାବ। ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ଏହି ପ୍ରସ୍ତାବ ଆଗତ କରିଥିବା ବେଳେ ଏହାକୁ ହରିଆଣା ବିଧାନସଭାର ବାଚସ୍ପତି ଜ୍ଞାନ ଚାନ୍ଦ ଗୁପ୍ତା ଆଲୋଚନା ପାଇଁ ଗ୍ରହଣ କରି ନେଇଛନ୍ତି। ଆସନ୍ତା ୨୨ ତାରିଖରେ ଏହା

ସିପିଆଇ(ଏମ୍) ପକ୍ଷରୁ ଆଦିବାସୀ, ଦଳିତ ଓ ଶ୍ରମଜୀବୀମାନଙ୍କ ବିଭିନ୍ନ ଦାବିକୁ ନେଇ ଚିତ୍ରକୋଣ୍ଡା ଠାରୁ ମାଲକାନଗିରିକୁ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ସିପିଆଇ(ଏମ୍) ପକ୍ଷରୁ ଆଦିବାସୀ, ଦଳିତ ଓ ଶ୍ରମଜିବୀ ମାନଙ୍କ ବିଭିନ୍ନ ଦାବିକୁ ନେଇ ଚିତ୍ରକୋଣ୍ଡା ଠାରୁ ମାଲକାନଗିରିକୁ ପଦଯାତ୍ରା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଏହା ଆଜି ମାଲକାନଗିରି ଜିଲ୍ଲାରେ ପହଞ୍ଚିଛି । ଚିତ୍ରକୋଣ୍ଡା ବ୍ଲକର ଜାନବାଇ ଠାରୁ