Sign in
Sign in
Recover your password.
A password will be e-mailed to you.
ବରଗଡ଼ ଜିଲ୍ଲାରେ ୨୧୪୯ କୋଟି ଟଙ୍କାର ୬୨ଟି ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ବରଗଡ଼: ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼!-->!-->!-->…
ଭଜନ କୀର୍ତ୍ତନରେ କମ୍ପୁଛି ଖଣ୍ଡଗିରି-ଉଦୟଗିରି
ଭୁବନେଶ୍ବର: ମନ୍ତ୍ରଧ୍ୱନିରେ କମ୍ପୁଛି ଖଣ୍ଡଗିରି-ଉଦୟଗିରି ପାଦଦେଶ । ଭଜନ କୀର୍ତ୍ତନ ଓ ହରିନାମରେ ତପୋଭୂମୀ ଅଞ୍ଚଳ ଫାଟି ପଡ଼ୁଛି । ଶୁକ୍ରବାରଠାରୁ ପବିତ୍ର ମାଘ ସପ୍ତମୀ ଆରମ୍ଭ ହୋଇଥିବାବେଳେ କୁମ୍ଭମେଳା ଏବେ ଖୁବ ଭିଡ଼ ଜମୁଛି । ଆଜି ପଞ୍ଚମ ଦିନରେ ଖଣ୍ଡଗିରି-ଉଦୟଗିରି ମୁଣ୍ଡିଆରେ!-->…
ସମ୍ବଲପୁରରୁ ଅଯୋଧ୍ୟା ଗଲା ଆସ୍ଥା ସ୍ୱତନ୍ତ୍ର ଟ୍ରେନ, ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର: ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ଖେତରାଜପୁର ରେଳ ଷ୍ଟେସନ ଯାଇ ସମ୍ବଲପୁର-ଦର୍ଶନନଗର-ସମ୍ବଲପୁର ଆସ୍ଥା ସ୍ପେଶାଲ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଆସ୍ଥା ସ୍ପେଶାଲ ଟ୍ରେନ ଯୋଗେ ପଶ୍ଚିମ ଓଡିଶାର ରାମଭକ୍ତ ଅଯୋଧ୍ୟା ଯାଇ!-->…
ଆସନ୍ତା ୨୨ରୁ ଢେଙ୍କାନାଳର ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା
ଢେଙ୍କାନାଳ: ଆସନ୍ତା ୨୨ ତାରିଖରୁ ଢେଙ୍କାନାଳର ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ମେଳା। ହଜାର ହଜାର ସାଧୁସନ୍ଥଙ୍କ ସହ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ ମାଘ ମେଳାରେ । ବିଶ୍ଵର ମଙ୍ଗଳ!-->…
ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ, ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ
ବଲାଙ୍ଗିର: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ଦିଆଯିବା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରାରୁ ଶିକ୍ଷାନୁଷ୍ଠାନ ଓ ଜରୁରୀସେବାକୁ ବାଦ୍ ଦିଆଯାଇଛି । ତେବେ!-->…
ଭୁବନେଶ୍ବରରେ ତାପମାତ୍ରା ୩୫.୬ ଡିଗ୍ରି ରେକର୍ଡ
ଭୁବନେଶ୍ବର: ବସନ୍ତ ଋତୁରେ ଗ୍ରୀଷ୍ମଋତୁର ଅନୁଭୂତି। ବସନ୍ତ ଋତୁର ପବନ ପ୍ରବାହିତ ହେବା ବଦଳରେ ଟାଣଖରାର ପ୍ରଭାବ ରହୁଛି। ଆଜି ରାଜଧାନୀ ଭୁବନେଶ୍ୱରରେ ଗ୍ରୀଷ୍ମଋତୁର ଖରା ଅନୁଭୂତ ହୋଇଛି। ଦିନ ୨ଟା ୩୦ ସୁଦ୍ଧା ଦିନ ତାପମାତ୍ରା ୩୫.୬ ଡ଼ିଗ୍ରି ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ!-->…
ମ୍ୟାଟ୍ରିକ ପରୀକ୍ଷା ପୂର୍ବରୁ ଜୀବନ ହାରିଲେ ଦଶମ ଶ୍ରେଣୀ ଛାତ୍ର
ବଲାଙ୍ଗିର : ପରୀକ୍ଷା ପୂର୍ବରୁ ଆତ୍ମହତ୍ୟା କଲେ ଦଶମ ଶ୍ରେଣୀର ପରୀକ୍ଷାର୍ଥୀ । ସ୍କୁଲ ହଷ୍ଟେଲର ଗାଧୁଆ ଘରେ ଝୁଲି ପଡିଲେ ଦଶମ ଶ୍ରେଣୀର ପରୀକ୍ଷାର୍ଥୀ । ଆଜି ମ୍ୟାଟ୍ରିକ ପରୀକ୍ଷା ଥିଲା । ମୃତକ ହେଲେ ତଳି ଉଡାର ଗାଁ ର ବିନାୟକ ପ୍ରଧାନ ।
ବଲାଙ୍ଗିର ବିଶ୍ୱାତ୍ମା!-->!-->!-->…
ନିର୍ବାଚନ ପୂର୍ବରୁ ଓଏଏସ୍ ସ୍ତରରେ ବଦଳି କଲେ ସରକାର
ଭୁବନେଶ୍ୱର:ଓଡ଼ିଶାରେ ଦେଖିବାକୁ ମିଳୁଛି ବଦଳିର ରୂପ। ରାଜ୍ୟସରକାର କରୁଛନ୍ତି ବିଭିନ୍ନ ପରିବର୍ତ୍ତନ। ସାଧାରଣ ନିର୍ବାଚନ ପାଇଁ ହାତରେ ଦିନ କେଇଟା ରହିଥିବା ବେଳେ ଏହାର ଠିକ୍ ପୂର୍ବରୁ ୨୫ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଏହି ସମସ୍ତ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର!-->…
କୃଷି ପରାମର୍ଶଦାତାଙ୍କ କ୍ଷେତ୍ର ପରିଦର୍ଶନ
ମୋହନା , /୨୦/୨/:ରାଜ୍ୟ ସରକାର ଙ୍କ କୃଷି ପରାମର୍ଶଦାତା ତଥା ପୂର୍ବତନ ବାଚସ୍ପତି ରାମଚନ୍ଦ୍ର ପଣ୍ଡା ସୋମବାର ମୋହନା ବ୍ଲକ ଗସ୍ତ ରେ ଆସି କୃଷି ବିଭାଗ ଏବଂ ଉଦ୍ୟାନ କୃଷି ବିଭାଗ ଦ୍ୱାରା କରାଯାଇଥିବା ବିଭିନ୍ନ କ୍ଷେତ୍ର ପରିଦର୍ଶନ କରିଛନ୍ତି l ଏହି ଅବସର ରେ ଖପୁରିପଟା ଗ୍ରାମରେ ମହିଳା!-->…
ଭାଇ ରୁ ନେତା ହୋଇ ଟିକେଟ ଲବିରେ ଥିବା ଭାଇ ମାନଙ୍କୁ ଜାତୀୟ ସୁରକ୍ଷା ଆଇନ ଭୟ ଘାରିଛି….!
ଦୁର୍ଦ୍ଧାନ୍ତ ଅପରାଧୀ ସୁଲତାନ କୁ ଜାତୀୟ ସୁରକ୍ଷା ଆଇନ ଲାଗିବାପରେ,…..
ଵ୍ରହ୍ମପୁର: ୨୦-୨ ଗଞ୍ଜାମ ଜିଲ୍ଲାର ଅନେକ ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ଭାଇ ରୁ ନେତା ହୋଇଛନ୍ତି। ଏବେ ଆଗାମୀ ସାଧରଣ ନିର୍ବାଚନ ରେ ବିଭିନ୍ନ ରାଜନୈତିକ ଦଳରେ ସମ୍ପୃକ୍ତ ରହିବା ପରେ ଟିକେଟ ଲବି କରି ଗୋଦି!-->!-->!-->…