ଓଡ଼ଗାଁ ବ୍ଲକରେ ୧୨ଟି ପରୀକ୍ଷା କେନ୍ଦ୍ରରେ ୧୭୭୮ଜଣ ମାଟ୍ରିକ ପରୀକ୍ଷା ଦେବେ

ଓଡ଼ଗାଁ : ଆସନ୍ତାକାଲିଠାରୁ ଅର୍ଥାତ୍ ମଙ୍ଗଳବାର ଠାରୁ ସାରା ଓଡ଼ିଶାରେ ମାଟ୍ରିକ ପରୀକ୍ଷା ହେବାକୁ ଯାଉଥିବା ବେଳେ ଶିକ୍ଷ୍ୟା ବିଭାଗର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଚଳିତ ବର୍ଷ ଓଡ଼ଗାଁ ବ୍ଲକ ର ୧୨ ଗୋଟି ସେଣ୍ଟର୍ ରେ ୧୭୭୮ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ ।

କନ୍ଧମାଳ ଜିଲ୍ଲାରେ ଗଡ଼ିଲା ଲଷ୍ମୀ ବସ୍‌ : ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ : କନ୍ଧମାଳ ଜିଲାରେ ସୋମବାର ଠାରୁ ଆରମ୍ଭ ହୋଇଛି ଲଷ୍ମୀ ବସ୍‌ ସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏହି ବସ୍‌ ପ୍ରତି ପଞ୍ଚାୟତରୁ ବ୍ଳକ ମୁଖ୍ୟାଳୟକୁ ଗଡ଼ିବ। ଏହି ସେବା ଦ୍ୱାରା ଛାତ୍ରୀଛାତ୍ର ଏବଂ ମହିଳାଙ୍କ ସହ ଜନସାଧାରଣ

‘‘ଭବିଷ୍ୟତ ଲାଗି ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବାକୁ ହେବ’’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ସୋମବାର ଦିନ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ପଦକ୍ଷେପ ରାଜ୍ୟର

ଚାକିରି ଦେବା ନାଁରେ ଠକେଇ, ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର : ଚାକିରି ଦେବା ନାଁରେ ଠକେଇ, ୩ ଗିରଫ । ବିଶାଖାପାଟଣାରୁ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ବ୍ରହ୍ମପୁର ଗୋଷାଣୀନୂଆଗାଁ ପୋଲିସ । ଅଭିଯୁକ୍ତଙ୍କୁ ଠାରୁ ୯୨ଟି ପାସପୋର୍ଟ, ୨୦ଟି ଟୁରିଷ୍ଟ ଭିସା ଜବତ ହୋଇଛି । କେନିଆରେ ଚାକିରି କରାଇଦେବାକୁ କହି ଖଲ୍ଲିକୋଟ ସହ ବିଭିନ୍ନ

ଫେବୃଆରୀ ୨୧ ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ

ଭୁବନେଶ୍ୱର: ବିଜେଡ଼ି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି ଏବଂ ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି । ନବୀନ ସରକାରରେ ରାଜ୍ୟର

ଘର ଭିତରୁ ମାଆ ଓ ୬ ବର୍ଷ ପୁଅର ମୃତଦେହ ଉଦ୍ଧାର

ବ୍ରହ୍ମପୁର: ବନ୍ଦ ଘରୁ ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଦୁଇ ଜଣ ହେଲେ ଡାଲି ନିଲାବେଣି (୩୫) ଓ ତାଙ୍କ ୯ ବର୍ଷର ପୁଅ। ବିଲମ୍ବିତ ରାତିରେ ଘଟଣା ଘଟିଥିବା ବେଳେ ପୁଲିସ ଆଜି ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି। ସୂଚନା ଅନୁଯାୟୀ, ଡାଲି

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କେବଳ ସେ

ଚଣ୍ଡିଗଡ଼ ମେୟର ନିର୍ବାଚନ: ବାଲଟ୍‌ ପେପର ତନଖି କରିବେ ସୁପ୍ରିମକୋର୍ଟ

ଚଣ୍ଡିଗଡ଼ ମେୟର ନିର୍ବାଚନକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ସୁପ୍ରିମକୋର୍ଟ କଡ଼ା ଟିପ୍ପଣୀ କରିଛନ୍ତି। ଆପ୍‌ର ୮ ଜଣ କାଉନସିଲରଙ୍କ ବାଲଟ ପେପରକୁ ନାକଚ କରାଯିବାରୁ ଏହାକୁ ନେଇ ସର୍ବୋଚ୍ଚ ଅଦାଲତ କଡ଼ା ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟ ଶୁଣାଣି କରି

ଆନ୍ଦୋଳନ ବେଳେ ଚାଲିଗଲା କୃଷକଙ୍କ ଜୀବନ

ଏମ୍‌ସିପି ଉପରେ ଗ୍ୟାରେଣ୍ଟି ଦାବି ନେଇ ଜାରି ରହିଛି କୃଷକଙ୍କ ଆନ୍ଦୋଳନ। ବିଭିନ୍ନ ଚାଷୀ ସଙ୍ଗଠନ ଏକାଠି ହୋଇ ଦିଲ୍ଲୀ ଚଲୋ ଡାକରା ଦେଇଛନ୍ତି। ତେବେ ଏହି ଆନ୍ଦେଳନ ବେଳେ ପ୍ରାଣ ହରାଇଛନ୍ତି ଜଣେ କୃଷକ। ବିକ୍ଷୋଭ କରୁଥିବା ବେଳେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଛି। ବିଭିନ୍ନ ଚାଷୀ

ମୋହନା ବ୍ଲକର ନୁଣ୍ଡ୍ରୁଗୁଡା ଆଶ୍ରମ ବିଦ୍ୟାଳୟରେ ଶିକ୍ଷକଙ୍କ ଦୋରାତ୍ମ୍ୟ ଅସହ୍ୟ

ଆର,ଉଦୟଗିରି : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ନୁଣ୍ଡ୍ରୁଗୁଡା ଆଶ୍ରମ ବିଦ୍ୟାଳୟରେ ଜୈନେକ ଶିକ୍ଷକ ବଦଳି ପରେ ମଧ୍ୟ ବିଦ୍ୟାଳୟ ପରିସରରେ ବିଭ୍ରାଟ ସୃଷ୍ଟି କରୁଥିବା ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ମାନେ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଅବଗତ କରାଇ ବିଦ୍ୟାଳୟ ପରିସରରେ ବିଭ୍ରାଟ