Sign in
Sign in
Recover your password.
A password will be e-mailed to you.
ଦେଶକୁ ବିଜେପି ମୁକ୍ତ କରିଦେବୁ: କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜେପିକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ ବିଧାନସଭାରେ ଆସ୍ଥା ଭୋଟ୍ ଉପରେ ସେ କହିଛନ୍ତି, “ବିଜେପି ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ଆମ୍ ଆଦମୀ ପାର୍ଟି। ଆଜି ଯଦି ବିଜେପି କାହାକୁ ଭୟ କରେ ତେବେ ଏହା ହେଉଛି ଆମ୍ ଆଦମୀ ପାର୍ଟି।!-->…
ବାଣ କାରଖାନାରେ ଲାଗିଲା ନିଆଁ, ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ
ଚେନ୍ନାଇ: ଆଜି ତାମିଲନାଡୁର ବିରୁଧନଗର ଜିଲ୍ଲାର ଏକ ବାଣ ତିଆରି କାରଖାନାରେ ନିଆଁ ଲାଗି ବିସ୍ଫୋରଣ ଘଟିଛି | ଏହି ଦୁର୍ଘଟଣାରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଶନିବାର ତାମିଲନାଡୁର ବିରୁଧନଗର ଜିଲ୍ଲାର ଭେମ୍ବାକୋଟାଇ ନିକଟ ରାମୁଥେଭାନପଟ୍ଟିଠାରେ ୱାଇନର!-->…
ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ
କଳାହାଣ୍ଡି : ଦୁଇ ନାବାଳକଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଗଲା ଦୁଇ ଜଣଙ୍କ ଜୀବନ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ଗାଁରେ ଅଘଟଣ ଘଟିଛି। ମୃତକ ହେଲେ ଆସମାନ ନାଏକ ଓ ସାନ୍ତନୁ ନାଏକ। ଦୁଇଜଣ ପୋଖରୀରେ ଗାଧୋଉଥିବାବେଳେ ବୁଡିଯାଇଥିଲେ। ଅଗ୍ନିଶମବାହିନୀ ପହଂଚି ମୃତଦେହ!-->…
ଉଭୟ ଲୋକସଭା ଓ ବିଧାନସଭା ପାଇଁ ଆମେ ପ୍ରସ୍ତୁତ ଅଛୁ: ଇସିଆଇ
ଭୁବନେଶ୍ୱର:ସରିଲା ସମୀକ୍ଷା। ନିର୍ବାଚନକୁ ନେଇ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋକପାତ କଲେ ନିର୍ବାଚନ ଆୟୋଗ। ସାମ୍ୱାଦିକ ସମ୍ମିଳନୀ କରି ଦେଇଛନ୍ତି ସୂଚନା। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ ରାଜନୈତିକ ଦଳ ପ୍ରତି ସମାନ!-->…
ରୋଷେଇ କରିବା ହେଲା କାଳ, ଚୂଲି ନିଆଁରେ ଜୀବନ୍ତ ଦଗ୍ଧ ହେଲେ ମହିଳା
ଜଳେଶ୍ୱର : ରୋଷେଇ କରୁଥିବା ବେଳେ ଚୂଲିରୁ ନିଆଁ ଲାଗି ଘର ସମେତ ମହିଳା ଜୀବନ୍ତ ଦଗ୍ଧ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ କୁଦମାନସିଂ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ସୂଚନା ଅନୁଯାୟୀ, ଆଠବାଟିଆ ଗ୍ରାମର ଜୟନ୍ତୀ ବାରିକ କୁଦମାନସିଂ ଗ୍ରାମରେ ନିଜର ଚାଷଜମି!-->!-->!-->…
ଅପରାଜିତାଙ୍କୁ ବିରୋଧ କଲେ ବିଜେପି କର୍ମୀ
ବେଗୁନିଆ: ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧର ବହ୍ନି ଆହୁରି ବଢୁଛି। ତୀବ୍ର ଅସନ୍ତୋଷ ମଧ୍ୟରେ ବାରମ୍ବାର ବିରୋଧର ସାମ୍ନା କରିବାକୁ ପଡୁଛି ସାଂସଦଙ୍କୁ। ବେଗୁନିଆ- ବୋଲଗଡ଼ରେ!-->…
ସ୍ୱାମୀକୁ ମଦ ପିଆଇ ମାଡ଼ ମାରି, ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ
ବ୍ରହ୍ମଗିରି : ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ବ୍ରହ୍ମଗିରି ଅରଖକୁଦା ମେରାଇନ ଥାନା ଅଞ୍ଚଳରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ପୋଲିସ ଏକ ମାମଲା ରୁଜୁ!-->…
ଦୋକାନ ଘର ଉଚ୍ଛେଦ ବେଳେ ପୋଲିସ-ପ୍ରଶାସନଙ୍କ ଉପସ୍ଥିତିରେ ବିଷ ପିଇଲେ ମହିଳା
ଖୋର୍ଦ୍ଧା : ଦୋକାନ ଘର ଉଚ୍ଛେଦ ହେବାରୁ ବିଷ ପିଇଦେଲେ ମହିଳା । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ କୋଚିଆଖାଲ ଗାଁରେ ଅଘଟଣ ଘଟିଛି। ଗାଁର କୃଷ୍ଣଚନ୍ଦ୍ର ପାଟଶାଣୀଙ୍କ ସ୍ତ୍ର ସରକାରୀ ଜାଗାରେ ଏକ ଦୋକାନ ଘର କରିଥିଲେ । ଆଜି ବେଗୁନିଆ ତହସିଲଦାର ଉଚ୍ଛେଦ କରିବାକୁ ଯାଇଥିଲା । ଏହାକୁ ବିରୋଧ!-->…
ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ଵର: ସରକାରଙ୍କ ପ୍ରତିଶ୍ରୁତି ପରେ ସ୍ଥଗିତ ରହିଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ । ଦୀର୍ଘ ୩୧ ଦିନ ପରେ ଆନ୍ଦୋଳନକୁ ସ୍ଥଗିତ ରଖିଲେ ପ୍ରାଣୀ ଚିକିତ୍ସକ । ଏନେଇ ସୂଚନା ଦେଇଛି ରାଜ୍ୟ ପ୍ରାଣୀ ଚିକିତ୍ସକ ସଂଘ ।
ସଂଘ କହିଛି ଯେ, ଓଡ଼ିଶାର ପ୍ରାଣୀ ଚିକିତ୍ସକ ସଂଘର ଦାବି!-->!-->!-->…
ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆମ ହସ୍ପିଟାଲରେ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହା କହିଛନ୍ତି। ରାଜ୍ୟର ୧୫ ଜିଲ୍ଲାର ୭୩ଟି ସରକାରୀ ଡାକ୍ତରଖାନା ଆମ ହସ୍ପିଟାଲର ରୂପାନ୍ତରିତ!-->…