Sign in
Sign in
Recover your password.
A password will be e-mailed to you.
ଭାରସାମ୍ୟ ହରାଇଲା ପିକ୍ଅପ୍ ଭ୍ୟାନ୍; ୫ ଶ୍ରମିକ ମୃତ, ୨୫ରୁ ଊର୍ଦ୍ଧ୍ବ ଗୁରୁତର
ଗୋଲାମୁଣ୍ଡା: ଚାଷକାମରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ପିକ୍ଅପ୍ ଭ୍ୟାନ୍ ରବିବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଡୋକରିପଡ଼ା ଠାରେ ଏହି ଅଘଟଣ ଘଟିଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲ୍ଲାର!-->…
ସେଣ୍ଟ ଜାଭିୟର ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଇନ୍ଦ୍ରଧନୁଷ ପାଳନ
ଚିକିଟୀ : ଶୁକ୍ରବାର ଦିନ ସ୍ଥାନୀୟ ସେଣ୍ଟ ଜାଭିୟର ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଇନ୍ଦ୍ରଧନୁଷ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଚିକିଟୀ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଦୀପା କୁମାରୀ ସାହୁ ଯୋଗ ଦେଇ ଶିକ୍ଷକ, ଅଭିଭାବକ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ହେଲେ ଗୁଣାତ୍ମକ!-->…
ମଦ ନିଶାରେ ନିଜର ୫ ମାସର ଶିଶୁପୁତ୍ରକୁ କଚାଡ଼ି ମାରି ଦେଲା ବାପା
ପାଇକମାଳ: ମଦ୍ୟପ ପିତାର ଉନ୍ନତ୍ତ କାଣ୍ଡ। ମଦ ନିଶାରେ ନିଜର ୫ମାସର ଶିଶୁ ପୁତ୍ରକୁ କଚାଡ଼ି ମାରି ଦେଲା। ଏଭଳି ଅବାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ପାଇକମାଳ ଥାନା ଚେରଙ୍ଗାଝାଞ୍ଜ ଗ୍ରାମରେ। ପୁଲିସ ଶବକୁ ଜବତ କରିଛି। ଶିଶୁର ପିତାକୁ ଗିରଫ କରି ପୁଲିସ ତଦନ୍ତ କରୁଛି। ସୂଚନା!-->…
ମନ୍ଦିର ପ୍ରସାଦରୁ ମିଳିଲା ହାଡ଼ ଖଣ୍ଡ, ତଦନ୍ତ ନିର୍ଦ୍ଦେଶ
ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ମନ୍ଦିର ଶ୍ରୀସାଇଲମ ତଥା ମଲ୍ଲିକାର୍ଜୁନ ମନ୍ଦିର ପ୍ରସାଦରୁ ମିଳିଲା ହାଡ଼ ଖଣ୍ଡ। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଛି। ଏନେଇ ଅଭିଯୋଗ ହେବା ପରେ ମନ୍ଦିର ପ୍ରଶାସନ ତଦନ୍ତ ନିର୍ଦ୍ଦେଶ ଦେଇଛି।
ହାଇଦ୍ରାବାଦର ହରିଶ ରେଡ୍ଡୀ ନାମକ ଜଣେ ଶ୍ରଦ୍ଧାଳୁ!-->!-->!-->…
କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର
ସମ୍ବଲପୁର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର । ବଢିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର । ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି । ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ସମ୍ବଲପୁର!-->…
ଶ୍ରୀ ସତ୍ୟସାଇ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ସ୍ଥିତ ଶ୍ରୀ ସତ୍ୟ ସାଇ ଉଚ୍ଚ ବିଦ୍ୟାଳୟର ୪୧ତମ ବାର୍ଷିକ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ତଥା ବିଜେଡି ସଭାପତି ଅଙ୍ଗଦ କହଁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ସଭାପତି ତଥା!-->…
ଦିଲ୍ଲୀରେ ଏକା ଲଢ଼ିବ ଆପ୍, ସଙ୍କେତ ଦେଲେ କେଜ୍ରିଓ୍ୱାଲ
ପଞ୍ଜାବ ପରେ ଦିଲ୍ଲୀରେ ମଧ୍ୟ ଇଣ୍ଡିଆ ମେଣ୍ଟକୁ ଲାଗିଛି ଝଟ୍କା। ଦିଲ୍ଲୀରେ ଏକା ଲଢ଼ିବ ଆମ୍ ଆଦ୍ମୀ ପାର୍ଟି। ଆଜି ଏଭଳି କିଛି ସଂକେତ ଦେଇଛନ୍ତି ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ବଡ଼ ସହଯୋଗୀ କଂଗ୍ରେସ ଓ ଆମ୍ ଆଦମୀ ପାର୍ଟି ମିଳିତ ଭାବେ!-->…
ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା: ଅଭିଯୁକ୍ତ ଥାନାରେ ଅଟକ
ରାଉରକେଲା: ଗତକାଲି ବେଦବ୍ୟାସ ଆଇଡିସି ମାରେଙ୍ଗପିଢ଼ି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଞ୍ଚଳ ଯୁବକ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା କରିଥିବା ଜଣାପଡିଛି। ନାବାଳିକାଙ୍କ ଘର ଲହୁଣୀପଡା ଅଞ୍ଚଳରେ। ସେ ତାଙ୍କ ପରିବାର ସହ ମାରେଙ୍ଗପିଢ଼ିର ସମ୍ପର୍କୀୟଙ୍କ!-->…
ଦେବଗଡ଼ ଜିଲ୍ଲାର ବିଭିନ୍ନ ସମସ୍ୟା ପାଇଁ ଆଲୋଚନା
ଦେବଗଡ଼,୧୧|୨ ଜ଼ିଲ୍ଲା ସ୍ତରୀୟ ବୌଦ୍ଧିକ ଆଲୋଚନା ଚକ୍ର ଅନୁଷ୍ଠିତ ହେବ', ଆଗାମୀ ଫେବୃଆରୀ ୨୪ ତାରିଖ ଦିନ ପ୍ରଥମଥର ପାଇଁ ଦେବଗଡ଼ ଜ଼ିଲ୍ଲା ନାଗରିକ କମିଟି ଆନୁକୂଲ୍ୟରେ ବୌଦ୍ଧିକ ଆଲୋଚନା ଚକ୍ର ଅନୁଷ୍ଠିତ ହେବ ବୋଲି ଜ଼ିଲ୍ଲା ନାଗରିକ କମିଟିର ସଭାପତି ସୁଶୀଲ କୁମାର କପରଦାର ଏକ ପ୍ରେସ!-->…
ସୌରଭ ଗାଙ୍ଗୁଲିଙ୍କ ଘରୁ ଚୋରି
ପୂର୍ବତନ ଭାରତୀୟ କ୍ରିକେଟର ତଥା ବିସିସିଆଇର ପୂବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଘରୁ ଚୋରି। କଳାକନା ବୁଲାଇଲା ଚୋର। ନେଇଗଲା ଦେଢ଼ ଲକ୍ଷ ଟଙ୍କାର ମୋବାଇଲ ଫୋନ୍। ଏନେଇ ଖୋଦ୍ ଥାନାରେ ଅଭିଯୋଗ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲି।
ସୂଚନା ମୁତାବକ,!-->!-->!-->…