Sign in
Sign in
Recover your password.
A password will be e-mailed to you.
‘ସ୍ୱର୍ଗଦ୍ୱାର ଆପ୍’ ଲୋକାର୍ପିତ
ପୁରୀ : ସ୍ୱର୍ଗଦ୍ୱାର ଆପ୍ ଲୋକାର୍ପିତ ହୋଇଛି। ଏଣିକି ସହଜ ହେବ ଶବଦାହ ପାଇଁ ରେଜିଷ୍ଟ୍ରେସନ୍। ଶୁକ୍ରବାର ସନ୍ଧ୍ୟାରେ ସ୍ୱର୍ଗଦ୍ୱାର ପରିସରରେ ‘ସ୍ୱର୍ଗଦ୍ୱାର ମୋବାଇଲ ଆପ’ ଲୋକାର୍ପଣ କରିଛନ୍ତି ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ। ସ୍ୱର୍ଗଦ୍ୱାରକୁ ଆସୁଥିବା ଶବ ସଂଖ୍ୟା ବଢୁ ଥିବାରୁ!-->…
ଗ୍ୟାସ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଗୁରୁତର
ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁ ଉପରପଡ଼ାରେ ଅଦାବରିଆ ପରିବାରର ଘରେ ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଛଅ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ସମସ୍ତଙ୍କ ଶରୀରର କିଛି କିଛି ଅଂଶ ପୋଡ଼ି ଯାଇଛି। କାହାର କେବଳ ଗୋଡ଼!-->…
ଟ୍ରାଫିକ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ର ଗିରଫ
କଟକ : ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ମହାପାତ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ତାଙ୍କ ଠାରୁ ୬ ଲକ୍ଷ ୭୯ ହଜାର ଟଙ୍କା ଜବତ କରାଯାଇଛି। ଏତେ ପରିମାଣରେ ନଗଦ ଟଙ୍କା ସେ କେଉଁଠାରୁ ଆଣିଥିଲେ, କେଉଁ ଉଦ୍ଦେଶ୍ୟରେ ଆଣିଥିଲେ- ତା’ର ସନ୍ତୋଷଜନକ!-->…
ସାଇବର ସୁରକ୍ଷା ଅଭିଯାନ ପାଇଁ ଓଡ଼ିଶା ପୁଲିସ ଦିଲ୍ଲୀରେ ପୁରସ୍କୃତ
ଭୁବନେଶ୍ବର: ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଓଡ଼ିଶା ପୁଲିସ ଦିଲ୍ଲୀରେ ପୁରସ୍କୃତ ହୋଇଛି। କାନପୁର ଆଇଆଇଟିର ଏଆଇଆଇଇ ସେଣ୍ଟର ଫର୍ ଏକ୍ସଲେନ୍ସ ସହଯୋଗରେ ଫ୍ୟୁଚର କ୍ରାଇମ୍ ରିସର୍ଚ୍ଚ ଫାଉଣ୍ଡେସନ୍ (ଏଫ୍ସିଆରଏଫ୍) ପକ୍ଷରୁ ଦିଲ୍ଲୀରେ ଆୟୋଜିତ ଦୁଇ ଦିନିଆ କାର୍ଯ୍ୟକ୍ରମ!-->…
ରାଜ୍ୟରେ ବିଦ୍ୟୁତ ଚାଳିତ କମର୍ସିଆଲ ଗାଡ଼ି ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ବର: ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ ହେବେ ଏବଂ ରାଜ୍ୟ ବିଶ୍ୱ ମାନଚିତ୍ରରେ ଏକ ଶିଳ୍ପ ଶକ୍ତି ଭାବେ ଗଢି ଉଠିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହା!-->…
ମଧୁବାବୁ ପେନସନ ଯୋଜନାର ସହାୟତା ରାଶି ୫୦୦ ଟଙ୍କା ବୃଦ୍ଧି: ହିତାଧିକାରୀ ପାଇବେ ସର୍ବନିମ୍ନ୧ ହଜାର ଟଙ୍କା
ଭୁବନେଶ୍ବର: କିଛିଦିନ ଧରି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ଅଧିକ ସହାୟତା ଦେବାକୁ ବିରୋଧୀ ଦଳ ଦାବି କରୁଥିଲେ । ଏହା ସହ ଏହା ଉପରେ ବିଚାର କରିବାକୁ ଓଡ଼ିଶା ହାଇକୋର୍ଟ ମଧ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ । ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡ଼ ଘୋଷଣା!-->…
ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ
ଭୁବନେଶ୍ବର : ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସୁଜ୍ଞାନ କୁମାରୀଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ!-->…
ହାତ ମିଳାଇଲେ ଶରିଫ-ଭୁଟ୍ଟୋ: ନିର୍ବାଚନକୁ ନେଇ ବଡ଼ ବୟାନ ଦେଲା ପାକିସ୍ତାନ ସେନା
ଇସଲାମାବାଦ : ପାକିସ୍ତାନର ସାଧାରଣ ନିର୍ବାଚନ ରେଜଲ୍ଟକୁ ନେଇ ସସପେନ୍ସ ଜାରି ରହିଛି। ସବୁ ଦଳ ବିଜୟୀ ନେଇ ଦମ୍ଭୋକ୍ତି କରି ଚାଲିଛନ୍ତି। ତଥାପି ଜେଲରେ ଥିବା ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇର ସମର୍ଥିତ ପ୍ରାର୍ଥୀ ଆଗରେ ରହିଛନ୍ତି।କୌଣସି ଦଳକୁ ପାକିସ୍ତାନରେ ସରକାର ଗଠନ ପାଇଁ ଆବଶ୍ୟକ ୧୩୩!-->…
ଗାନ୍ଧୀ ପରିବାରର ଭାରତ ଯୋଡ଼ ଯାତ୍ରା କରିବାର ଅଧିକାର ନାହିଁ: ଅମିିତ ଶାହା
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଦିନ ଦାବି କରିଛନ୍ତି କି, ଆଗାମୀ ଲୋକସଭା ନିର୍ବାଚନରେ ବିଜେପି ଏକାକୀ ୩୭୦ ଆସନରେ ବିଜୟୀ ହେବ । ଏହାସହ ଏନଡିଏକୁ ମୋଟ ୪୦୦ ରୁ ଅଧିକ ଆସନ ମିଳିବ । ତୃତୀୟ ଥର ପାଇଁ ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର!-->…
ମୁଁ ବାବର, ଜିନ୍ନା କିମ୍ବା ଔରଙ୍ଗଜେବଙ୍କ ମୁଖପାତ୍ର କି ? ଓଓ୍ବେସି
ନୂଆଦିଲ୍ଲୀ: ସଂସଦରେ ଅନୁଷ୍ଠିତ ରାମ ମନ୍ଦିର ଆଲୋଚନାରେ ଅଂଶଗ୍ରହଣ କରି ଏଆଇଏମ୍ଆଇଏମ୍ ସଭାପତି ତଥା ଲୋକସଭା ସାଂସଦ ଅସଦୁଦ୍ଦିନ ଓୱେସି କହିଛନ୍ତି ଯେ ଦେଶର ମୁସଲମାନମାନଙ୍କୁ ବାରମ୍ବାର ଦେଶଭକ୍ତି ପ୍ରମାଣ କରିବାକୁ କୁହାଯାଏ। ମୁଁ ବାବର, ଜିନ୍ନା ନା ଔରଙ୍ଗଜେବଙ୍କ ମୁଖପାତ୍ର?ଗୃହରେ ନିଜର!-->…