କଂଗ୍ରେସର ‘ନ୍ୟାୟ ପତ୍ର’ରେ ୨୫ ଗ୍ୟାରେଣ୍ଟି

ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଏହାପୂର୍ବରୁ କଂଗ୍ରେସ ଜାରି କରିଛି ତା'ର ଘୋଷଣା ପତ୍ର। ଏହାକୁ ସେ 'ନ୍ୟାୟ ପତ୍ର' ନାଁ ଦେଇଛି। ଏହି ନ୍ୟାୟ ପତ୍ରରେ ରହିଛି ୫ ନ୍ୟାୟ ଓ ୨୫ ଗ୍ୟାରେଣ୍ଟି। କଂଗ୍ରେସ ମୁଖ୍ୟା କାର୍ଯ୍ୟାଳୟରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପୂର୍ବତନ ଅଧ୍ୟକ୍ଷ…

ସ୍ୱାମୀ ସହ ଝଗଡ଼ା କରି ୯ ମାସର ଝିଅକୁ ଧରି ନଦୀକୁ ଡେଇଁ ପଡ଼ିଲେ ସ୍ତ୍ରୀ

କେନ୍ଦ୍ରାପଡା: ସ୍ୱାମୀଙ୍କ ସହ ଝଗଡ଼ା କରି ୯ ମାସର ଝିଅକୁ କୋଳରେ ଧରି ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ସ୍ତ୍ରୀ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅଞ୍ଚଳରେ। ସୂଚନା ଅନୁସାରେ ଆଳି ଥାନା ଅନ୍ତର୍ଗତ ଖନ୍ଦୋଳ ଗାଁର ଜଣେ ଯୁବକ ନିଜ ପତ୍ନୀ ଓ କୁନି ଝିଅ ସହ ଶ୍ୱଶୁର ଘର…

ଆତୀଶିଙ୍କ ବଢ଼ିଲା ଅଡୁଆ, ନୋଟିସ୍‌ ଜାରି କଲେ ନିର୍ବାଚନ କମିଶନର

ଥମୁନି ଦିଲ୍ଲୀ କ୍ୟାବିନେଟ୍ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତ୍ରୀ ଆତୀଶଙ୍କ ଅଡୁଆ। 'ବିଜେପି ତାଙ୍କୁ ଦଳରେ ମିଶିବାକୁ ଅଫର କରିଥିବା ବୟାନ ଦେଇ ପଶିଛନ୍ତି ଆତୀଶି। ତାଙ୍କର ଏହି ବୟାନକୁ ନେଇ ଏବେ ନିର୍ବାଚନ କମିଶନର ତାଙ୍କୁ ନୋଟିସ ଜାରି କରିଛନ୍ତି। ବିଜେପିର ଅଭିଯୋଗ ପରେ ଏହି ନୋଟିସ…

ସଞ୍ଜୟ କୌଶଲ ହେଲେ କେନ୍ଦ୍ରାଂଚଳ ଆଇଜି

ଜାତୀୟ ନିର୍ବାଚନ କମିଶନ ରାଜ୍ୟର ୮ଜଣ ସର୍ବଭାରତୀୟ ଅଫିସରଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରଖିବାକୁ ନିର୍ଦ୍ଦେଶ ଦେବା ପରେ ଆଜି ନୂତନ ନିଯୁକ୍ତି ହୋଇଛି । ତେବେ ନିର୍ବାଚନ କମିଶନ ଖୋର୍ଦ୍ଧା ଓ ବ୍ରହ୍ମପୁର ପୁଲିସ ଏସପିଙ୍କ ବଦଳି ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ…

ଅଂଶୁଘାତ ଆଶଙ୍କାକୁ ଦୃଷ୍ଟିରେ ରଖି ମାର୍ଗଦର୍ଶିକା ଜାରି କଲା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ

ଭୁବନେଶ୍ଵର: ପ୍ରଚଣ୍ଡ ରୌଦ୍ରତାପ ଜନିତ ଅଂଶୁଘାତ ଆଶଙ୍କାକୁ ଦୃଷ୍ଟିରେ ରଖି ମାର୍ଗଦର୍ଶିକା ଜାରି କଲା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ । ସମ୍ପୁର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ଏପ୍ରିଲ ମାସରୁ ଜୁନ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧.୦୦ ଓ ଅପରାହ୍ନ ୩.୩୦…

ବେଆଇନ ଦେଶୀମଦ ପ୍ରସ୍ତୁତି ଓ ବିକ୍ରି କରିବା ଅଭିଯୋଗରେ ୫ ଗିରଫ

ଭୁବନେଶ୍ୱର: ଦିନକୁ ଦିନ ଦେଶୀମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ବେଆଇନ ଦେଶୀ ମଦ ପ୍ରସ୍ତୁତିକୁ ରୋକିବା ପାଇଁ ପୋଲିସ କଡ଼ାକଡ଼ି କରିଛି। ଭୁବନେଶ୍ବର-କଟକର ପୋଲିସ କମିଶନର ସଂଜୀବ ପଣ୍ଡା ଏବଂ ଭୁବନେଶ୍ବର ଡିସିପିଙ୍କ ନିର୍ଦ୍ଧେଶ କ୍ରମେ…

କଟକର ନୂତନ ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରକାଶ ଆର

କଟକ : କଟକର ନୂତନ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କଲେ ୨୦୦୮ ବ୍ୟାଚ ର ଆଇପିଏସ ପ୍ରକାଶ ଆର । ଡ଼ଃ କନୱର ଭିଶାଲ ସିଂ ଙ୍କ ବଦଳି ପରେ ପ୍ରକାଶ ଆର ନେଲେ ଦାୟିତ୍ୱ । ଦାୟିତ୍ୱ ଗ୍ରହଣ କାର୍ଯ୍ୟକ୍ରମରେ କଟକର ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ରହି ନୂଆ ଡ଼ିସିପିଙ୍କୁ ସ୍ୱାଗତ…

ପିତୃମାତୃ ବିହୀନ ଶିଶୁ ମାନଙ୍କ ପରିବାରକୁ ଥଇଥାନ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରମୁଲି ଅଞ୍ଚଳର ପାଞ୍ଚ ଶିଶୁଙ୍କ ପ୍ରଥମେ ମାଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ମାସରେ ବାପା ମଧ୍ୟ ଆରପାରିକୁ ଚାଲି ଯାଇଥିଲେ। ପରେ ଜିଲ୍ଲା ଚାଇଲ୍ଡ ଲାଇନ ଓ ପ୍ରେମ୍ ସଂସ୍ଥାର କର୍ମକର୍ତ୍ତା ପହଞ୍ଚି ତଦନ୍ତ କରିଥିଲେ। ଆଜି ଚାଇଲ୍ଡ ଲାଇନ ଓ ପ୍ରେମ…

କଳାହାଣ୍ଡିରୁ ବାଘ ଛାଲ ଜବତ, ୨ ଗିରଫ

କଳାହାଣ୍ଡି: ଓଡ଼ିଶା ବନ୍ୟପ୍ରାଣୀ ଲୋଭରେ ପଡୋଶୀ ତସ୍କରୀ । ଅବାଧରେ ଚାଲିଛି ବାଘ ଛାଲ ଡିଲ୍ । ଓଡ଼ିଶାର ସୀମାବର୍ତ୍ତୀ ଜିଲ୍ଲା କଳାହାଣ୍ଡିରୁ ଜବତ ହେଲା ବାଘ ଛାଲ । ନର୍ଲା ରେଳ ଷ୍ଟେସନ ପାଖରେ ବିକ୍ରି ପାଇଁ ଡିଲ ବେଳେ ଖବର ପାଇ ମାଡ଼ି ବସିଲା ଏସଟିଏଫ ଟିମ୍ । ୨ ଅଭିଯୁକ୍ତଙ୍କୁ ଗିରଫ…

ପ୍ରବଳ ଖରା ଯୋଗୁ ସ୍କୁଲ ସମୟ ପରିବର୍ତ୍ତନ ଦାବି

ଫୁଲବାଣୀ: ଅସହ୍ୟ ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ଶିକ୍ଷକ ସଙ୍ଘ ପକ୍ଷରୁ ସମୟ ନିର୍ଘଣ୍ଟ ବଦଳାଇବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଜରିଆରେ କନ୍ଧମାଳ ଜିଲ୍ଲା ପ୍ରଶାସନକୁ ନିବେଦନ କରାଯାଇଛି l କୁନି କୁନି ପିଲାମାନେ ଦିନ ୧୧:୩୦ ବେଳେ ଘରକୁ ଫେରିଲା ବେଳକୁ ଝାଳ ରେ ଅସ୍ତ…