‘ଆମ ଓଡ଼ିଶା ନବୀନ ଓଡ଼ିଶା’ ପ୍ରକଳ୍ପ ଚୟନରେ ଜନ ପ୍ରତିନିଧିଙ୍କୁ ସାମିଲ କର: ହାଇକୋର୍ଟ

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରକଳ୍ପ ଚୟନରେ ପ୍ରଶାସନର ଏକଛତ୍ରବାଦୀ ଭୂମିକାକୁ ଲାଗିଛି ହାଇକୋର୍ଟଙ୍କ ଝଟକା। ସରପଞ୍ଚ ଓ ନିର୍ବାଚିତ ଜନପ୍ରତିନିଧିଙ୍କ ସହଭାଗିତାରେ ପ୍ରକଳ୍ପ ଚୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମାତ୍ର ପ୍ରକଳ୍ପ…

ଏସ୍‌ସି/ଏସଟି ସଂରକ୍ଷଣ ବ୍ୟବସ୍ଥା ବିରୋଧରେ ଥିଲେ ନେହରୁ

ସଂରକ୍ଷଣ ବ୍ୟବସ୍ଥାକୁ ନେଇ ବିରୋଧୀ କଂଗ୍ରେସ ବାରମ୍ବାର କ୍ଷମତାସୀନ ବିଜେପିକୁ ଟାର୍ଗେଟ କରି ଚାଲିଛି। କିନ୍ତୁ ଆଜି ରାଜ୍ୟସଭାରେ ଏହାକୁ କାଉଣ୍ଟର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁ କୁଆଡ଼େ…

ମହାପ୍ରଭୁଙ୍କୁ କ୍ଷମା ମାଗିଲେ ଦୈତାରୀ ପଣ୍ଡା

ପୁରୀ: ଆଜି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କ୍ଷମା ମାଗିଛନ୍ତି ଯାତ୍ରା ଜଗତର ଭିଲେନ୍ ଦୈତାରୀ ପଣ୍ଡା । ନିକଟ ଅତିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜଗତର ନାଥ ଜଗନ୍ନାଥଙ୍କ ସହ ତୁଳନା କରି ବିବାଦରେ ଥିଲେ ଦୈତାରୀ ପଣ୍ଡା । ପ୍ରଥମେ ସିଂହଦ୍ଵାର ଥାନା ଯିଵାପରେ ଦୈତାରୀ ପରେ…

ରାଜଧାନୀରେ ରେଲୱେ କର୍ମଚାରୀଙ୍କ ଘରୁ ଲୁଟି ନେଲେ ସୁନା ଅଳଙ୍କାର

ଭୁବନେଶ୍ୱର : ରାଜଧାନୀରେ ମାତିଲେ ଲୁଟେରା । ରେଲୱେ କର୍ମଚାରୀଙ୍କ ଘରୁ ଲୁଟି ନେଲେ ସୁନା ଅଳଙ୍କାର। ମଞ୍ଚେଶ୍ବର ଥାନା ଭୋଟପଡା ଗାଁର ପୂର୍ଣ୍ଣାନନ୍ଦ ଭୋଇଙ୍କ ଘରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ । ଘରେ କେହି ନଥିବାର ସୁଯୋଗ ନେଇ କବାଟ ତାଲା ଭାଙ୍ଗି ଲକର୍…

୫୦ ଲକ୍ଷ ଟଙ୍କା ରୁ ଉର୍ଦ୍ଧ୍ବ ମୂଲ୍ୟର ବ୍ରାଉନସୁଗାର ଜବତ, ୨ ଗିରଫ

ପୁରୀ: ପୁରୀରେ ବ୍ରାଉନସୁଗାର କାରବାର ବେଳେ ପୋଲିସର ଚଢାଉ । ଆଜି ସମୁଦ୍ରକୂଳ ଥାନା ପୋଲିସ ୫୨୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଗୁରୁଜଂଘର ଦେବାଶିଷ ଦାସ ଓରଫ ବାବୁଲ ଏବଂ ଶାଗୁଆନ ବଗିଚାର…

ଓଡିଶାରେ ଚାଲିଛି ବିଜେପି-ବିଜେଡି ପାର୍ଟନରସିପ୍ ସରକାର: ରାହୁଲ ଗାନ୍ଧୀ

ରାଉରକେଲା: ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ରାଉରକେଲାରେ ଦ୍ୱିତୀୟ ଦିନରେ ଜାରି ରହିଛି । ପ୍ରଥମେ ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କରିବା ପରେ ବ୍ୟାସ ଗୁମ୍ଫା ପରିଦର୍ଶନ କରିଛନ୍ତି । ଏହାପରେ ରାଉରକେଲା ଉଦିତନଗର ଏସପି ଅଫିସ୍ ସମ୍ମୁଖରୁ ପଦଯାତ୍ରା ଆରମ୍ଭ…

ବିଜେପି ସହ ହାତ ମିଶାଇବ ଆର୍‌ଏଲ୍‌ଡି!

ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ତେବେ ଏହା ପୂର୍ବରୁ ଦଳବଦଳ ରାଜନୀତି ଆରମ୍ଭ ହୋଇଗଲାଣି। ପୁଣି ଥରେ ଇଣ୍ଡିଆ ମେଣ୍ଟକୁ ଲାଗିପାରେ ଝଟ୍‌କା। ଏଥିସହ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କୁ ମଧ୍ୟ ଜୋରଦାର ଝଟ୍‌କା ଲାଗିପାରେ। କାରଣ ବିଜେପି ସହ…

ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ଘରେ ପଶିଲା ଇଡି

ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା କଂଗ୍ରେସ ନେତା ହରକ ସିଂହ ରାଓ୍ୱତଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ମନି ଲଣ୍ଡରିଂ ମାମଲାରେ ଇଡିର ଏକ ଟିମ୍‌ ତାଙ୍କ ଘରେ ଆଜି ଭୋରୁ ଚଢ଼ାଉ କରିଛି। ଏଥିସହ ତାଙ୍କର ଅନ୍ୟ ୧୨ଟି ସ୍ଥାନରେ ମଧ୍ୟ ଇଡି ରେଡ୍‌ କରିଥିବା…

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି | ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ…

ମଧୁବାବୁ ପେନସନ ଯୋଜନାରେ ଯୋଡି ହେବେ ଆଉ ୪ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର: ବିଭିନ୍ନ ବର୍ଗର ଲୋକଙ୍କୁ ମାସିକ ପେନସନ ପ୍ରଦାନ କରୁଥିବା ସାମାଜିକ ସୁରକ୍ଷା ଯୋଜନା ମଧୁବାବୁ ପେନସନ ଯୋଜନା (ଏମବିପିୱାଇ)ରେ ଆଉ ୪ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…