ମୌଲାନା ମୁଫ୍‌ତି ସଲମାନଙ୍କୁ ଉଠାଇ ନେଲା ପୁଲିସ…

ହେଟ୍‌ ସ୍ପିଚ ମାମଲାରେ ଇସ୍‌ଲାମି ଉପେଦଶକ ମୁଫ୍‌ତି ସଲମାନ ଅଜହରୀଙ୍କୁ ଉଠାଇନେଲା ପୁଲିସ। ଗତକାଲି ଗୁଜରାଟ ପୁଲିସ ମୁମ୍ବାଇରୁ ଏହି ମୌଲାନାଙ୍କୁ ଗିରଫ କରିଛି। ଏହାକୁ ନେଇ ମହାରାଷ୍ଟ୍ରରୁ ଗୁଜରାଟ ଯାଏଁ ହଇଚଇ ସୃଷ୍ଟି ହୋଇଯାଇଛି। ଗୁଜରାଟ ଏଟିଏସ୍ ବିଳମ୍ବିତ ରାତିରେ…

ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ ଦଳକୁ ନେଇ ବୈଠକ

ବାଲିଗୁଡ଼ା,୦୫/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ବାଲିଗୁଡା ଏବଂ ଘୁ.ଉଦୟଗିରି ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କିଛି ମତଦାନ କେନ୍ଦ୍ରର ନାମକରଣ ଓ ସ୍ଥାନ ପରିବର୍ତ୍ତନ ନେଇ ଏକ ରାଜନୈତିକ ଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଉପଜିଲ୍ଲାପାଳ

ଦୋଷ ପ୍ରମାଣିତ ହେଲେ ରାଜନୀତି ଛାଡିଦେବି – ହେମନ୍ତ ସୋରେନ୍‌…

ଆସ୍ଥା ଭୋଟ ପୂର୍ବରୁ ରାଗିଗଲେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ବିଧାନସଭାରେ ବର୍ଷିଛନ୍ତି ହେମନ୍ତ। ପୂର୍ବ ଯୋଜନାବଦ୍ଧ ରୂପେ ତାଙ୍କୁ ଗିରଫ କରାଯାଇଥିବା ସେ କହିଛନ୍ତି। ଏଥିସହ ଆଦିବାସୀ ହୋଇଥିବାରୁ ତାଙ୍କୁ…

୫୫ ନମ୍ବର ଜାତୀୟ ରାଜପଥରେ ଓଲଟିଲା ବସ୍: ୮ ଗୁରୁତର

ରେଢ଼ାଖୋଲ: ୫୫ ନମ୍ବର ଜାତୀୟ ରାଜପଥ ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ନୂଆପଡ଼ା ଛକରେ ଶିବମ୍ ନାମକ ଏକ ଘରୋଇ ବସ୍ ଓଲଟିଛି। କଣ୍ଡକ୍ଟରଙ୍କ ସମେତ ୮ ଯାତ୍ରୀ ଗରୁତର ହୋଇଥିବା ଜଣାଯାଇଛି। ସମସ୍ତ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି। ଏହି ଦୁର୍ଘଟଣାରେ ୧୫ରୁ…

କର୍ମୀଙ୍କୁ କୁକୁର କହିବା ନେଇ ଖଡ଼ଗେଙ୍କୁ ଟାର୍ଗେଟ କଲେ କଂଗ୍ରେସ ନେତା ପ୍ରମୋଦ କୃଷ୍ଣମ…

ନୂଆଦିଲ୍ଲୀ: କଂଗ୍ରେସର ‘ନ୍ୟାୟ ସଂକଳ୍ପ ରାଲି’ରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ କର୍ମୀଙ୍କୁ କୁକୁର ଭଳି ଭୁକିବା ବୟାନକୁ ନେଇ ବିଜେପି ପରେ ଏବେ କଂଗ୍ରେସ ନେତା ଘେରିଛନ୍ତି | କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…

ଜମିଜମାକୁ କେନ୍ଦ୍ରକରି ହତ୍ୟାକାଣ୍ଡ…. ବଡଭାଇ ଓ ପୁତୁରାର ଟାଙ୍ଗିଆ ଚୋଟରେ ସାନଭାଇ ମୃତ୍ୟୁ

ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ପଞ୍ଚାୟତର କଇଠା ଗାଁ ମଳାଶିଙ୍ଗl ଓଡିଆରପି କଲୋନୀରେ ଜମିଜମା କୁ କେନ୍ଦ୍ରକରି ବଡ଼ଭାଇ ଓ ପୁତୁରାର ଟାଙ୍ଗିଆ ଆକ୍ରମଣରେ ସାନଭାଇର ମୃତ୍ୟୁ ଘଟିଥିବା ଜଣାପଡିଛି l ମୃତ ସାନଭାଇ ହେଲେ ଭୀମ ବେହେରା (୫୫)ବର୍ଷ ବୋଲି ପୋଲିସ ସୂଚନା ଦେଇଛି l ପୋଲିସ ସୂଚନା

ଚିଲିରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା, ୧୧୨ ମୃତ…

ଚିଲିରେ ଭୟଙ୍କର ରୂପ ନେଉଛି ଜଙ୍ଗଳ ନିଆଁ। ହୁତୁହୁତ ହୋଇ ଜଳି ଚାଲିଛି ଜଙ୍ଗଲଠୁ କୋଠାବାଡି। ଦୁଇ ଦିନ ତଳେ ଲାଗିଥିବା ନିଆଁ ଧିରେ ଧୀରେ ଜନବସତିକୁ ବ୍ୟାପିବାରେ ଲାଗିଛି। ଏଥିରେ ପାଖାପାଖି ୧୧୨ ଜଣଙ୍କର ମୃତ୍ୟୁ ଘଟିଲାଣି। ଏଥିସହ ଶହ ଶହ ଜଙ୍ଗଲ ଜୀବଜନ୍ତୁ…

ଉଦଯାପିତ ହେଲା ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍…

ଭୁବନେଶ୍ୱର: ଉଦ୍‌ଯାପିତ ହେଲା ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ । ଜିଏମ୍ ସାୟନ୍ତନ ଦାସ ସର୍ବାଧିକ ପଏଣ୍ଟ ରଖି ଚାମ୍ପିଅନ ହୋଇଥିବା ବେଳେ ଜିଏମ୍ ଦୀପ୍ତାୟନ ଘୋଷ ରନର୍ସ ଅପ୍ ହୋଇଛନ୍ତି । ଉଦ୍‌ଯାପନୀ ଉତ୍ସବରେ ସର୍ବଭାରତୀୟ ଚେସ୍ ସଂଘ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

ଆର,ଉଦୟଗିରି : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ

କିଶୋରୀ ସଚେତନତା ମେଳା ଅନୁଷ୍ଠିତ

ଆର,ଉଦୟଗିରି : ମୋହନା, ଗଜପତି ଜ଼ିଲ୍ଲା ମୋହନା ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟ ପକ୍ଷରୁ ଶନିବାର କିଶୋରୀ ସଚେତନତା ମେଳା ଅନୁଷ୍ଠିତ ହୋଇଯାଇଛି l ଏନେଇ ମୋହନା ସମନ୍ବିତ ଶିଶୁ ବିକାଶ ଅଧିକାରିଣୀ ଲଳିତା ମଲ୍ଲିକ ଙ୍କ ସଭାପତିତ୍ବ ରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଏକ ସଭା ର ଆୟୋଜନ