ଜ୍ଞାନବ୍ୟାପୀ ମସଜିଦରେ ଜାରି ରହିବ ପୂଜା

ବାରାଣସୀର ଜ୍ଞାନବ୍ୟାପୀ ମସଜିଦର ବେସମେଣ୍ଟରେ ପୂର୍ବଭଳି ପୂଜାର୍ଚ୍ଚନା ହୋଇପାରିବ। ପୂଜାର୍ଚ୍ଚନା ବିରୋଧରେ ହୋଇଥିବା ଆବେଦନକୁ ଆଜି ଆହ୍ଲାବାଦ ହାଇକୋର୍ଟ ଗ୍ରହଣ କରି ନାହାନ୍ତି। ପ୍ରଥମେ ବାରାଣସୀର ଗୋଟିଏ କୋର୍ଟ ବେସ୍‌ମେଣ୍ଟରେ ସିଲ୍‌ ହୋଇଥିବା ଅଞ୍ଚଳରେ ହିନ୍ଦୁ…

ମହିଳା ପୁଲିସ ନିର୍ଯାତନା ମାମଲାରେ ବିରୋଧୀ ଦଳ ନେତାଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ…

ସମ୍ବଲପୁର: ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ମାଡ଼ ମାରିବା ମାମଲାରେ ବିରୋଧୀ ଦଳ ନେତା ତଥା ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ରାଜ୍ୟ ସରକାରଙ୍କୁ…

୫ ଦିନିଆ ରିମାଣ୍ଡରେ ଗଲେ ହେମନ୍ତ ସୋରେନ…

ରିମାଣ୍ଡରେ ଗଲେ ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋରେନଙ୍କୁ ପାଞ୍ଚ ଦିନିଆ ରିମାଣ୍ଡରେ ନେଇଛି। ଜମି ଦୁର୍ନୀତି ମାମଲାରେ ଅଧିକ ପଚରାଉଚରା ପାଇଁ ନ୍ୟାୟିକ ହେପାଜତକୁ ନେଇଛି ଇଡି। ଆଜି ସୁପ୍ରିମକୋର୍ଟ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୮,୯୭୮ କୋଟି ଟଙ୍କାର ବିଦ୍ୟୁତ ପ୍ରକଳ୍ପର ଶୁଭାରମ୍ଭ କରିବେ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଫେବ୍ରୁଆରି ୩ରେ ଏନଟିପିସି ଦର୍ଲିପାଲି ସୁପର ଥର୍ମାଲ ପାୱାର ଷ୍ଟେସନ (୨ଞ୍ଚ୮୦୦ ମେଗାୱାଟ୍‌) ଏବଂ ଏନ୍‌ଏସପିସିଏଲ୍ ରାଉରକେଲା ପିପି-୨ ସମ୍ପ୍ରସାରଣ ପ୍ରକଳ୍ପ (୧ଞ୍ଚ୨୫୦ ମେଗାୱାଟ୍‌)କୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ…

କସମେଟିକ୍ସ କାରଖାନାରେ ନିଆଁ, ଫସି ରହିଛନ୍ତି ୨୦ ଶ୍ରମିକ, ତଳକୁ ଡେଇଁଲେ ୨ ଶ୍ରମିକ

ବଡ୍ଡି : ହିମାଚଳ ପ୍ରଦେଶର ସୋଲାନ ଜିଲ୍ଲାରେ ଥିବା କସ୍ମେଟିକ୍ କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏଠାରେ କାରଖାନାରେ ୧୫ରୁ ୨୦ ଜଣ ଶ୍ରମିକ ଫସି ରହିଛନ୍ତି। ଅଗ୍ନିକାଣ୍ଡ ପରେ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ଜଣେ ମହିଳା ଛାତ ଉପରେ ଫସି ରହିଥିବା ଦେଖିବାକୁ…

ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ, ଜାଳିଦେଲେ ଟ୍ରାକ୍ଟର ମିକ୍ସଚର ମେସିନ…

ମାଲକାନଗିରି : ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ । ପୋଲ ନିର୍ମାଣ ପାଇଁ ନିୟୋଜିତ ଟ୍ରାକ୍ଟର ମିକ୍ସଚର ମେସିନ ଜାଳିଦେଲେ ମାଓବାଦୀ । ଛତିଶଗଡର ନାରାୟଣପୁର ଜିଲ୍ଲାର ଅଭୁଝାମାଡ ଜଙ୍ଗଲରେ ଲଙ୍କାକାଣ୍ଡ ଘଟାଇଛନ୍ତି ମାଓବାଦୀ । ୫୦ରୁ ଅଧିକ ସଶସ୍ତ୍ର ମାଓବାଦୀ ଏଭଳି…

ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବରେ ଉପ ବାଚସ୍ପତି

ଦାରିଙ୍ଗବାଡ଼ି,୨/୨ : ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି । ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମଦନମୋହନ ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଉପ ବାଚସ୍ପତି ସାଲୁଗା ପ୍ରଧାନ, ମୁଖ୍ୟ ବକ୍ତା ଭାବେ

ଭିତରକନିକା ଜାତୀୟ ଉଦ୍ୟାନ ପରିସରରେ ଵିଶ୍ବ ଆର୍ଦ୍ରଭୂମି ଦିବସ ପାଳିତ।

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବନଖଣ୍ଡ ଅଧିନସ୍ଥ ଜାତୀୟ ଉଦ୍ୟାନ ଭିତରକନିକା ଡାଙ୍ଗମାଳ ରେଞ୍ଜରଙ୍କ କାର୍ଯ୍ୟାଳୟ ପରିସରରେ ବିଶ୍ଵ ଆଦ୍ରଭୂମି ଦିବସ ପାଳିତ ହୋଇଯାଇଛି । ଏସିଏଫ ଶ୍ରୀ ମାନସ କୁମାର ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ପବିତ୍ର ଆଦ୍ରଭୂମି ଦିବସ କାର୍ଯ୍ୟକ୍ରମରେ

ହେମନ୍ତ ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା। ଇଡିର ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ। ଏ ମାମଲା ଉପରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇପାରିବ ନାହିଁ, ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି…

ଭାରତୀୟ ଜନତା ପାର୍ଟି ପକ୍ଷରୁ “ବୁଥ୍ ଚାଲ ଅଭିଯାନ କର୍ମଶାଳା”…

ବ୍ରହ୍ମପୁର ୨/୨ : ଭାରତୀୟ ଜନତା ପାର୍ଟି ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ "ବୁଥ୍ ଚାଲ ଅଭିଯାନ କର୍ମଶାଳା" ବ୍ରହ୍ମପୁର ବିଧାନସଭା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତିଙ୍କ ସଭାପତିତ୍ବରେ ଉତ୍କଳ ଆଶ୍ରମ ରୋଡ଼ ସ୍ଥିତ ଗଞ୍ଜାମ କଳା ପରିଷଦ ଠାରେ