ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ଏ. ଏମ. ସି. ଏସ ମହାବିଦ୍ୟାଳୟ ରେ +2ପ୍ରଥମ ବର୍ଷର ଛାତ୍ରୀ ମାନଙ୍କୁ ନେଇ ଆଠ ଦିନଧରି ପ୍ରଶିକ୍ଷଣ ଦିଆଯାଇଥିଲା ଏହି ଉଦଯାପନୀ ଉତ୍ସବ ରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ସଭାପତିତ୍ୱ କରିଥିବା ବେଳେ ଶଙ୍କରାଖୋଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ

ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ)ର ବରିଷ୍ଠ ନେତା ତଥା ଦଳର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଅତ୍ୟନ୍ତ ଖାସ ଚମ୍ପାଇ ସୋରେନ ହେବେ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ମାରଥାନ ଜେରା କରିବା ସହ ତାଙ୍କୁ ଗିରଫ ମଧ୍ୟ…

ପେଟିଏମ ପେମେଣ୍ଟସ୍‌ ବ୍ୟାଙ୍କ ଜମା ଗ୍ରହଣ କରିପାରିବ ନାହିଁ: ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ ଲିମିଟେଡ୍‌ ଉପରେ ପ୍ରତିବନ୍ଧକ ଲଗାଇଛି। ଆସନ୍ତା ୨୯ ଫେବ୍ରୁଆରି ୨୦୨୪ ପରେ ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ କୌଣସି ଗ୍ରାହକଙ୍କ ଆକାଉଣ୍ଟ, ପ୍ରିପେଡ୍‌ ଉପକରଣ,…

ଫେବ୍ରୁଆରୀ ୩ରୁ ଏକାମ୍ର ଉତ୍ସବ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମଥର ପାଇଁ…

ଇଡି ଅଧିକାରୀଙ୍କ ବିରୋଧରେ ଅଭିଯୋଗ କଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇଡିଙ୍କ ବିରୋଧରେ ଆଣିଲେ ଅଭିଯୋଗ । ଅନୁସୂଚିତ ଜାତି ଓ ଜନଜାତି ଅତ୍ୟାଚାର ନିବାରଣ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଅଭିଯୋଗ ଆଣିଛନ୍ତି । ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଇଡି ଅଧିକାରୀମାନେ ନିର୍ଯାତନା ଦେଉଛନ୍ତି। ହେମନ୍ତ ସୋରେନ କିଛି…

ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ…

ଦେବଗଡ଼:,୩୧|୧ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ।‌ ଏଥିରେ ୭୦ଟି ପଞ୍ଚାୟତରୁ ୩ ବ୍ଲକ କୁ ବସ୍ ଚଳାଚଳ ର ସୁବିଧା କରାଯାଇଛି ‌। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ

ସ୍କୁଟରକୁ ପଛପଟୁ ଧକ୍କା ଦେଲା ସ୍କୋର୍ପିଓ : ଦମ୍ପତି ମୃତ…

ଦେବଗଡ: ,୩୧ା୧:ଆଜି ଅପରାହ୍ନରେ ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡା ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ସ୍କୋର୍ପିଓ ଗାଡି ଧକ୍କାରେ ଏକ ସ୍କୁଟର ଚୁରମାର ହୋଇଯିବାସହ ସେଥିରେ ଯାଉଥିବା ଝରବାହାଳ ଏକ ଦମ୍ପତିଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ ଅପରାୟହ୍ନ ପ୍ରାୟ ୩ଟା ୩୦

ଦାବୀ ପୂରଣରେ ବିଳମ୍ବନା କୁ ନେଇ ପ୍ରତିବାଦ:ପାରପୋଷି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କଲା ଜିଲା କୃଷକ…

ଦେବଗଡ଼,୩୧ା୧:ଚାଷ ହେଉଥିବା ସରକାରୀ ଜମିର ପଟ୍ଟା ପ୍ରଦାନ, ଭୂମୀହିନଙ୍କୁ ଘରଡିହ ପଟ୍ଟା ପ୍ରଦାନ, ଆଦିବାସୀ ଲୋକଙ୍କୁ ଜଙ୍ଗଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ, ରେଙ୍ଗାଳି ବାସଚ୍ୟୁତଙ୍କୁ ଜମି ପ୍ରଦାନ ଏବଂ ଜମିର କିସମ ପରିବର୍ତନ ଆଦି ୫ ଦଫା ଦାବୀ ପୁରଣରେ ବିଳମ୍ବତା ଯୋଗୁଁ ଆଜି ଦେବଗଡ

୧୬ଟି ବିଭାଗରେ ୭୫୧୯ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ। ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି,…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ୫ମ ସମନ ଜାରି କଲା ED

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ପୁଣିଥରେ ସମନ ଜାରି କରିଛି । ଏହା ହେଉଛି ଇଡିର ପଞ୍ଚମ ସମନ । ଏହାପୂର୍ବରୁ ୪ଟି ସମନରେ ସିଏମ କେଜ୍ରିୱାଲ ଏଜେନ୍ସି ନିକଟରେ ହାଜର ହୋଇ ନ ଥିଲେ ଏବଂ ଏହା ରାଜନୈତିକ ଷଡଯନ୍ତ୍ର ବୋଲି ସେ…