କଟକର ଏକ ଆଶ୍ରମରେ ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

କଟକ : ପୁଣି ଲଜ୍ଜା । ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । କଟକର ଏକ ଆଶ୍ରମରେ ରହୁଥିବା ଜଣେ ଶିଶୁକନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗତ ୨୯ରେ ନାବାଳିକା ଜଣକ ସ୍କୁଲରୁ ଫେରୁଥିବା ବେଳେ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌, ଭିସି ଯୋଗେ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୩ ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ୍‌ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ…

‘ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଜାଣିଶୁଣି ସୁକେଶଙ୍କ ଅପରାଧର ଆୟ ଗ୍ରହଣ କରୁଥିଲେ’: ED

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜଙ୍କ ସମସ୍ୟା ବଢ଼ିଛି । ଦିଲ୍ଲୀ ହାଇକୋର୍ଟରେ ଇଡି ଏମିତି ଏକ ଖୁଲାସା କରିଛି, ଯାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି । ଇଡି ଯୁକ୍ତି ଦେଇଛି ଯେ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜ୍‌…

ଗ୍ୟାସ୍ କଟରରେ କାଟି ଏଟିଏମ୍ ଲୁଟ୍

ନବରଙ୍ଗପୁର: ଏଟିଏମରୁ ଟଙ୍କା ପଇସା ଲୁଟି ଜଙ୍ଗଲରେ ଲୁଚିଥିଲେ ୫ ଲୁଟେରା। ରାତିତମାମ ଜଙ୍ଗଲରେ ଛାନଭିନ୍‌ ପରେ ଲୁଟେରାଙ୍କୁ ଧରିବାରେ ସଫଳ ହୋଇଛି ପୁଲିସ। ଏପରି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ। ଗିରଫ ୫ ଜଣକୁ ଡାବୁଗାଁ ଥାନାରେ ଅଟକ ରଖି ପଚରା ଉଚରା କରୁଛି ପୁଲିସ।…

ରାଜଧାନୀ ରାଜରାସ୍ତାରେ ବୁଲିଲା ଖଣ୍ଡା ଭୁଜାଲି…

ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ବୁଲିଲା ଖଣ୍ଡା, ଭୁଜାଲି । ରାସ୍ତାରେ ଯାଉଥିବା ଲୋକେ ଯିଏ ଯୁଆଡେ ଯାଉଥିଲେ କିଛି ସମୟ ପାଇଁ ଅଟକିଗଲେ। ହଠାତ୍‌ ବୁଝି ପାରରୁନଥିଲେ କଣ ଏସବୁ ହେଉଛି । କାହିଁକିନା କିଛି ସମୟ ରାଜ ରାସ୍ତା ପାଲଟିଲା…

ଦୁଇ କବାଡିଆଙ୍କୁ ଚାପି ଦେଲା ଟ୍ରକ୍‌: ଜଣେ ମୃତ, ଜଣେ ଗୁରୁତର…

ଦଶପଲ୍ଲା : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଡିହଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଏକ ମଦ ବୋଝେଇ ଟ୍ରକ ୨ ଜଣ କବାଡିଆଙ୍କୁ ଧକ୍କା ଦେଇଥିଲା । ଫଳରେ ଜଣେ କବାଡିଆଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଘନ କୁହୁଡି ବଳୟରେ ଦିଲ୍ଲୀ, ବିମାନ ଓ ରେଳ ଚଳାଚଳ ପ୍ରଭାବିତ ବାଧାପ୍ରାପ୍ତ

ନୂଆଦିଲ୍ଲୀ: ଘନ କୁହୁଡି ବଳୟ ଭିତରେ ରାଜଧାନୀ ଦିଲ୍ଲୀ । ପ୍ରବଳ ଶୀତରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଥିବା ବେଳେ ଘନ କୁହୁଡି କାରଣରୁ ଦୃଶ୍ୟମାନତା ହ୍ରାସ ପାଇଛି । ଶୂନ୍ୟ ଦୃଶ୍ୟମାନତା ହେତୁ ରେଳ ଏବଂ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ମଙ୍ଗଳବାର ରାତିରୁ ସକାଳ ମଧ୍ୟରେ ୫ଟି

ସରପଞ୍ଚଙ୍କ କାର୍ଯ୍ୟରେ ଅତିଷ୍ଟ ହୋଇ ବିଡ଼ିଓ ଙ୍କୁ ଫେରାଦ ହେଲେ ୱାର୍ଡ ମେମ୍ବର…

ଦାରିଙ୍ଗବାଡି,୩୧/୧, ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ଗ୍ରାମ ପଞ୍ଚାୟତର ସରପଞ୍ଚ ନବନିତା କପାଟପାତ୍ର କାର୍ଯ୍ୟ ନେଇ ନାଏବ ସରପଞ୍ଚ ସମେତ ସମସ୍ତ ୱାର୍ଡ ମେମ୍ବର ମାନେ ବିଡ଼ିଓ ଙ୍କ ଠାରେ ଫେରାଦ ହୋଇଛନ୍ତି। ପଞ୍ଚାୟତରେ ମାସିକ ନିୟମିତ ବୈଠକ ହେଉନାହିଁ, ରାଜ୍ୟ ଓ କେନ୍ଦ୍ରୀୟ ଅନୁଦାନ

ଉତ୍କଳ ବାପଟିଷ୍ଟ ସଣ୍ଡେସ୍କୁଲ ସମିତି ସମ୍ମିଳନୀର ୫୩ତମ ବାର୍ଷିକ ଅଧିବେଶନ ଅନୁଷ୍ଠିତ…

ଆର,ଉଦୟଗିରି /୩୧/୧ ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ କେ.ଝାଲରସିଂ ବାପଟିଷ୍ଟ ମଣ୍ଡଳୀ ପଡି଼ଆ ଠାରେ ସ୍ଥାନୀୟ ସଣ୍ଡେସ୍କୁଲ ସମିତି ଆନୁକୁଲ୍ୟରେ ଉତ୍କଳ ବାପଟିଷ୍ଟ ସଣ୍ଡେସ୍କୁଲ ସମିତି ସମ୍ମିଳନୀର ୫୩ତମ ବାର୍ଷିକ ଅଧିବେଶନ ଦୁଇଦିନ ଧରି ଅନୁଷ୍ଟିତ ହୋଇଯାଇଛି। ଏଥିରେ ସଣ୍ଡେସ୍କୁଲ