ଡାକ୍ତରଙ୍କ ପାଇଁ ଲାଗୁ ହେଲା କଡ଼ା ନିୟମ, ୨ ବର୍ଷ ବଣ୍ଡ ଅବଧି ପୁରଣ ନକଲେ ଡବଲ ଜରିମାନା

ଡ଼ାକ୍ତରଙ୍କ ପାଇଁ ଆସିଲା ନୂଆ ନିର୍ଦ୍ଦେଶନାମା । ଏଣିକି ସରକାରୀ ମେଡିକାଲରେ ପଢ଼ୁଥିବା ଡାକ୍ତରୀ ଛାତ୍ର ଅତି କମରେ ୨ ବର୍ଷ କାମ କରିବାକୁ ପଡିବ । ନହେଲେ ଗଣିବେ ଡବଲ ଫାଇନ । ଏମିତି ନିୟମ ଆଣିଛନ୍ତି ରାଜ୍ୟ ସରକାର । ଡାକ୍ତରୀ ଛାତ୍ର ରାଜ୍ୟ ସରକାରଙ୍କ ଅଧୀନରେ ୨…

ବିନା ଅନୁମତିରେ ଦିଲ୍ଲୀ-ବାକୁ ବିମାନ ଉଡ଼ାଣ ଭରିବାରୁ ଇଣ୍ଡିଗୋର ପାଇଲଟ ନିଲମ୍ବିତ

ନୂଆଦିଲ୍ଲୀ: ଦିଲ୍ଲୀରୁ ଆଜରବାଇଜାନର ରାଜଧାନୀ ବାକୁ ଯାଉଥିବା ଇଣ୍ଡିଗୋ ବିମାନର ପାଇଲଟମାନଙ୍କୁ ବିମାନ ଉଡ଼ାଣରୁ ହଟାଇ ଦିଆଯାଇଛି ଏବଂ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଆବଶ୍ୟକ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ (ଏଟିସି) ଅନୁମତି ବିନା ଉଡ଼ାଣ…

ମହତ୍ମା ଗାନ୍ଧିଙ୍କ ପୂଣ୍ୟତିଥିରେ କିନ୍ନରମାନଙ୍କ ଅଧିକାର ଓ ସମ୍ମାନ ଶୀର୍ଷକ ଆଲୋଚନା

ଫୁଲବାଣୀ : ସରକାରଙ୍କ ଅଦ୍ୟ ତା ୩୦/୦୧/୨୪ ରିଖ ଦିନ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ପୂଣ୍ୟ ତିଥିରେ କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସଚ୍ଛାସେବୀ ଅନୁଷ୍ଠାନ ସାତୀଙ୍କ ଦ୍ଵାରା କିନ୍ନର ମାନଙ୍କ ଅଧିକାର ଓ ସମ୍ମାନ ଶୀର୍ଷକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଜାଇଛି । କାର୍ଯ୍ୟକ୍ରମ କୁ ଜିଲ୍ଲା

ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସ୍ବଚ୍ଛ ଭାରତ ଅଭିଯାନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଖମନଖୋଲ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଦେବୀ ପ୍ରସାଦ ଦାସ ଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ସଫା ସୁତରା କରିବା ସହ

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ମୂଲ୍ୟାୟନ କେନ୍ଦ୍ର ଖୋଲିଲା

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ବର୍ଷ ଠାରୁ ନୂତନ ଭାବେ +୨ ମୂଲ୍ୟାୟନ କେନ୍ଦ୍ର ରାଜ୍ୟ ସରକାର ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଖୋଲା ଯାଇଛି। କନ୍ଧମାଳ ଜିଲ୍ଲାରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁଲବାଣୀରେ

ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଆଲୋଚନା ପ୍ରତିଯୋଗିତା ଉଦଯାପିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ପଞ୍ଚାୟତ ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ଫିରିଙ୍ଗିଆ ପରିସରରେ ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଆଲୋଚନା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡଃ ଚିତ୍ତରଞ୍ଜନ ମିଶ୍ର ଅଧକ୍ଷତା କରିଥିବାବେଳେ

ନବନିର୍ମିତ ଶ୍ରୀଗୁଣ୍ଡିଚା ମନ୍ଦିର ରତ୍ନ ମୁଦ୍ରଣ ନିମନ୍ତେ କଳସ ଯାତ୍ରା

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ହାଇସ୍କୁଲ ନିକଟରେ ନବ ନିର୍ମିତ ଗୁଣ୍ଡିଚା ମନ୍ଦିରର ରତ୍ନ ମୁଦ୍ରଣ କାର୍ଯ୍ୟକ୍ରମ ନିମନ୍ତେ କଳସ ଯାତ୍ରା ବିଧି ପୂର୍ବକ ଅନୁଷ୍ଠିତ ହୋଇ ଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ଠାରୁ ଶତାଧିକ ମହିଳା, ମନ୍ଦିର କର୍ମକର୍ତ୍ତା ଓ

ସାମ୍ପ୍ରଦାୟିକତାବାଦ ବିରୁଦ୍ଧରେ ଗାନ୍ଧିଜୀ ଜଣେ ବଳିଷ୍ଠ ବ୍ୟକ୍ତିତ୍ୱ ଥିଲେ : ପୂଜ୍ୟ ପୂଜା ସମିତି

ବ୍ରାହ୍ମପୁର : ସ୍ଥାନୀୟ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ସତ୍ୟ ଓ ଅହିଂସାର ସାଧକ ମହାତ୍ମା ଗାନ୍ଧୀଙ୍କ ୭୬ତମ ସହିଦ ଦିବସ ପାଳନ ହୋଇଯାଇଛି l ପ୍ରଥମେ ସମିତି ସଭାପତି ବଂଶୀଧର ଭୂୟାଁ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ଯଥା ମର୍ଯ୍ୟାଦାର ସହ ମାଲ୍ୟାର୍ପଣ କରିବା ପରେ

ନିର୍ବାଚନ ଲଢ଼ିବେନି କଂଗ୍ରେସର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର

ଭୁବନେଶ୍ୱର : ୨୪ ନିର୍ବାଚନ ଲଢ଼ିବେ କିଛି ଭେଟରାନଙ୍କ ପୁଅ । ବାପାଙ୍କ ସ୍ଥାନରେ ସେମାନେ ମଇଦାନକୁ ଓହ୍ଲାଇବେ । ଏନେଇ ଆରମ୍ଭ ହେଲାଣି ଚର୍ଚ୍ଚା । ଆସନ୍ତା ନିର୍ବାଚନ ଲଢ଼ିବେନି କଂଗ୍ରେସର ଭେଟରାନ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର । …

ମେୟର ନିର୍ବାଚନରେ ଜିତିଲା ବିଜେପି, ବର୍ଷିଲେ କେଜ୍ରିୱାଲ…

ଚଣ୍ଡିଗଡ଼ ମେୟର ନିର୍ବାଚନରେ ବାଜିମାତ କରିଛି ବିଜେପି। ଦଳ ପାଖରେ ବିଜୟୀ ହେବାକୁ ସଂଖ୍ୟା ନଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ମେୟର ହୋଇଛନ୍ତି। ବିରୋଧୀ ଆପ୍‌ ଓ କଂଗ୍ରେସ ପାଖରେ ୨୦ଟି ଭୋଟ ଥିଲା। କିନ୍ତୁ ପ୍ରିଜାଇଡିଂ ଅଫିସର ହଠାତ୍‌ ୮ଟି ଭୋଟକୁ ନାକଚ କରି ଦେଇଥିଲେ।…