ଟ୍ୟୁସନ୍‌ ରୁ ଫେରିବା ବାଟରେ ଛାତ୍ରର ଗଳା କାଟିଦେଲେ ଦୁର୍ବୃତ୍ତ

ଆଠଗଡ଼ : ଦଶମ ଶ୍ରେଣୀ ଛାତ୍ରର ଗଳା କାଟିଦେଲେ ଦୁର୍ବୃତ୍ତ। ବିଚ ବଜାରରେ ବେକକୁ ଛୁରୀରେ କାଟି ଫେରାର ହୋଇଗଲେ ଦୁର୍ବୃତ୍ତ। ଆଠଗଡ଼ର କୁଲେଇଲୋ ବଜାର ଉପରେ ଅଘଟଣ। ଦଶମ ଶ୍ରେଣୀର ଜଣେ ଛାତ୍ର ଟିଉସନରୁ ଫେରୁଥିବା ବେଳେ ଦୁଇ ଅଜଣା ଦୁର୍ବୃତ୍ତ କଳା ପଲସରରେ ଆସି ତାଙ୍କ ଗଳାକୁ ଛୁରୀରେ

ମାତୃହତ୍ୟା ଅଭିଯୋଗରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ…

ଦେବଗଡ,୨୯ା୧ଦେବଗଡ ଜିଲା ଓ ଦୌରାଜଜ ଗୌତମ ଶର୍ମା ଆଜି ଏକ ହତ୍ୟା ମାମଲାର ରାୟ ପ୍ରକାଶ କରି ପ୍ରମାଣ ଅଭାବରୁ ମାତୃହତ୍ୟା ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଗତ ୨୦୨୧ ମସିହା ମାର୍ଚ୍ଚ ମାସ ୨୭ ତାରିଖ ଦିନ ରିଆମାଳ ଥାନା ତଥା କଂସର ଫାଣ୍ଡି ଅନ୍ତର୍ଗତ

ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୪୩ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ କଳାହାଣ୍ଡି ଜିଲ୍ଲାର ୭୩ଟି

କୋଟାରେ ପୁଣି ଜୀବନ ହାରିଲେ ଛାତ୍ରୀ

ଏପଟେ ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ଚାପମୁକ୍ତ ରହିବାର ଟିପ୍ସ ଦେଉଛନ୍ତି, ସେପଟେ କୋଟାରୁ ଆସିଛି ଦୁଃଖଦ ଖବର। ରାଜସ୍ଥାନ କୋଟାରେ ଜେଇଇ କୋଚିଂ ନେଉଥିବା ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଚଳିତ ବର୍ଷ ଏଯାବତ୍ ଦୁଇ ଜଣ ଆତ୍ମହତ୍ୟା କଲେଣି। ଗତ ବର୍ଷ ମଧ୍ୟ କୋଟାରେ ଜେଇଇ ଏବଂ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଆର,ଉଦୟଗିରି ୨୯/୧ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ

ପୋଲିସକୁ ମିଳିଲା ବଡ଼ ସଫଳତା: ଟଙ୍କା ବଦଳ ନାଁରେ ଠକେଇ, ୨ ଗିରଫ

ଆର,ଉଦୟଗିରି : ଗଜପତି ଜିଲ୍ଲାର ସଦର ମହକୂମା ସ୍ଥିତ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସକୁ କୁ ମିଳିଛି ବଡ ସଫଳତା ଏକ ବଡ ଧରଣର କଳା ଅର୍ଥ କାରବାରକୁ ଧରି ପାରିବାରେ ସକ୍ଷମ ହୋଇ ପାରିଛି ପାରଳାଖେମୁଣ୍ଡି ପୋଲିସ | ଆନ୍ଧ୍ରର କିଛି ବ୍ୟବସାୟୀ ୩୦ ଲକ୍ଷଟଙ୍କାର ୫ସହ ନୋଟ୍ କୁ ୨ହଜାର ଟଙ୍କାରେ

ଟ୍ରେଡ ୟୁନିଅନ ସେଣ୍ଟର ଅଫ୍ ଇଣ୍ଡିଆର ୧୦ ସର୍ବଭାରତୀୟ ସମ୍ମିଳନୀ ଉଦଯାପିତ…

ସାବି ଜୋଶେଫ ସର୍ବଭାରତୀୟ ସଭାପତି ଏବଂ ଆର୍ ମାନସାୟା ସାଧାରଣ ସମ୍ପାଦକ ନିର୍ବାଚିତସ୍ଥାୟୀ ନିଯୁକ୍ତି ପାଇଁ ଠିକା ଶ୍ରମ ପ୍ରଥା ବିରୁଦ୍ଧରେ ସଂଘର୍ଷ କରିବା ପାଇଁ ଆହ୍ବାନଭୁବନେଶ୍ୱର, ତା,୨୯/୦୧ : ଟ୍ରେଡ ୟୁନିଅନ ସେଣ୍ଟର ଅଫ୍ ଇଣ୍ଡିଆ ର ତିନି ଦିନିଆ ୧୦ମ ସର୍ବଭାରତୀୟ ସମ୍ମିଳନୀର

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ନୂଆ-ଓର ଓଡ଼ିଆ ପାଠଚ଼କ୍ର।

(ଓଡ଼ିଆ ଭାଷା ସାହିତ୍ୟରେ ଜଗନ୍ନାଥ ଚ଼େତନା - ଏକ ସିଂହାବଲୋକନ) ଆସିକା (୨୯/୧) : ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ନୂଆ-ଓ ର ଅଭିନବ ପରିକଳ୍ପନା ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନାର ଆନୁକୂଲ୍ୟରେ ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଓଡ଼ିଆ

୫ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ, ପ୍ରତ୍ୟାହାର ହେଲା ଆଦିବାସୀଙ୍କ ଜମି ବିକ୍ରି ଅଧିନିୟମ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ଆଜିର କ୍ୟାବିନେଟ ବୈଠକରେ ଆଦିବାସୀ…

ସିମି ଉପରେ ଲାଗିଥିବା ବ୍ୟାନ୍‌ ଆଉ ୫ ବର୍ଷ ବଢ଼ିଲା

ଆତଙ୍କବାଦୀ ସଂଗଠନ ସିମି ଉପରେ ଲାଗିଥିବା ବ୍ୟାନ୍‌କୁ ଆଜି କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ସିମି ଗୋଟିଏ ବେଆଇନ ସଂଗଠନ ହୋଇଥିବାରୁ ଏହା ଉପରେ ଲାଗିଥିବା ବ୍ୟାନ ଆଉ ୫ ବର୍ଷ ବଢ଼ିଛି। କଠୋର ୟୁଏପିଏ ବଳରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବ୍ୟାନ ଅବଧି ବୃଦ୍ଧି କରିଛି।…