Sign in
Sign in
Recover your password.
A password will be e-mailed to you.
୧୧ କେଜି ହରିଣ ମାଂସ ଜବତ, ଆସାମୀ ଫେରାର…
ଓଡ଼ଗାଁ : ଓଡ଼ଗାଁ ବନ ବିଭାଗ ଦ୍ବାରା ଚଢ଼ାଉ କରାଯାଇ ଆଜି ସକାଳେ ପାନ୍ତିଖରୀ ଗ୍ରାମପଞ୍ଚାୟତ ସାମ୍ନାରେ ଥିବା ପୋଖରୀ ହୁଡ଼ା ପର୍ଶ୍ଵରୁ ହରିଣ ମାଂସ ଥିବା ଏକ ବ୍ୟାଗ୍ ସହିତ ଏକ ସାଇକେଲ ଜବତ କରିଛି। ବ୍ୟାଗ୍ ରୁ ପଲିଥିନ ପ୍ୟାକେଟରେ ୧କେଜି ବିଶିଷ୍ଟ ୧୧ପ୍ୟାକେଟ ମାଂସ ମିଳିଛି । ବିଶେଷ!-->!-->!-->…
ପୁଣି ପଲଟିବେ ନୀତୀଶ, ଯଦି ଏଭଳି ନଘଟେ ମୁଁ ରାଜନୀତି ଛାଡ଼ିଦେବି : ପ୍ରଶାନ୍ତ କିଶୋର
ବିହାରରେ ପୁଣି ଭାଙ୍ଗିଛି ମେଣ୍ଟ। ମହାମେଣ୍ଟକୁ ବାଏ ବାଏ କହି ପୁଣି ଥରେ ବିଜେପି କାନି ଧରିଛନ୍ତି ନୀତୀଶ କୁମାର। ଏନ୍ଡିଏ ସମର୍ଥନରେ ସେ ପୁଣି ଥରେ ବିହାର ମୁଖ୍ୟମନ୍ତ୍ରୀ ଆସନ ଅକ୍ତିଆର କରିଛନ୍ତି। ତେବେ ବିହାରରେ ନୀତୀଶ କୁମାରଙ୍କ ଏହି ଦଳବଦଳ ରଜନୀତିକୁ ନେଇ…
ଏଣିକି ଖରାପ ବ୍ୟବହାର କଲେ ଶିକ୍ଷକଙ୍କ ସମ୍ପତ୍ତି ଉପରେ ଚଢ଼ାଯିବ ବୁଲଡୋଜର: ଶିକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ: ରାଜସ୍ଥାନର କୋଚିଂ ସେଣ୍ଟର କୋଟରେ ପହଞ୍ଚି ଶିକ୍ଷାମନ୍ତ୍ରୀ ଆକସନ ମୋଡରେ ନଜର ଆସିଥିଲେ। ଏଣିକି ଶିକ୍ଷା ବିଭାଗ ପ୍ରତି ଯଦି କୌଣସି ଶିକ୍ଷକ ଆଞ୍ଚ ଆଣନ୍ତି ତେବେ ସେମାନଙ୍କ ସମ୍ପତ୍ତି ଉପରେ ବୁଲଡୋଜର ଚଲାଇବା ନେଇ ଶିକ୍ଷାମନ୍ତ୍ରୀ କଡ଼ା ଚେତାବନୀ…
ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ପିଙ୍ଗିଲେ ସୁପ୍
ଫ୍ରାନ୍ସରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଲୁଭ୍ରେ ସଂଗ୍ରହାଳୟରେ ଏକ ଅଜବ ଘଟଣା ଘଟିଛି । ଏଠାରେ ପରିବେଶ ପାଇଁ କାମ କରୁଥିବା ଦୁଇ କାର୍ଯ୍ୟକର୍ତ୍ତା ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ସୁପ୍ ଫିଙ୍ଗିଥିଲେ । ପେଣ୍ଟିଂକୁ ବୁଲେଟ୍ ପ୍ରୁଫ୍ ଗ୍ଲାସରେ…
ଲୋକସଭା ନିର୍ବାଚନରେ ଲଢ଼ିବେ ନାହିଁ ଦିଗବିଜୟ
ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଭୋପାଳ କିମ୍ବା ରାଜଗଡ଼ ଲୋକସଭା ଆସନରୁ ନିର୍ବାଚନ ଲଢ଼ିବା ଗୁଜବକୁ ନେଇ ସଫେଇ ଦେଇଛନ୍ତି | ଦିଗବିଜୟ ସିଂ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି, ସେ କହିଛନ୍ତି ଯେ ସେ…
ନିଆଁରେ ଜଳି ପାଉଁଶ ହୋଇଗଲେ ପରିବାରର ୫ ସଦସ୍ୟ
ଉତ୍ତର ପ୍ରଦେଶର ବରେଲି ଜିଲ୍ଲାରୁ ଆସିଛି ଏକ ହୃଦୟବିଦାରକ ଘଟଣା । ଏଠାରେ ଫରିଦପୁରସ୍ଥିତ ଏକ ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ସଦସ୍ୟ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତକମାନଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ତିନି ସନ୍ତାନ ଅଛନ୍ତି । ଘଟଣା ସମ୍ପର୍କରେ ସୂଚନା…
ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତୀଶ
ବିହାର ରାଜନୀତିରେ ଘଡିକେ ଘୋଡ଼ା ଛୁଟୁଛି। ନୀତୀଶ କୁମାର ସକାଳେ ଇସ୍ତଫା ଦେଇଥିବା ବେଳେ ଏବେ ସନ୍ଧ୍ୟାରେ ଶପଥ ନେଇଛନ୍ତି। ୯ମ ଥର ପାଇଁ ବିବହାର ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ…
ଭାରତ ବିପକ୍ଷରେ ୨୮ ରନ୍ରେ ଇଂଲଣ୍ଡ ବିଜୟୀ
ହାଇଦ୍ରାବାଦ୍: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ୍ରେ ଭାରତ ବିପକ୍ଷରେ ଇଂଲଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚ୍କୁ ୨୮ ରନ୍ରେ ବିଜୟ ହାସଲ କରିଛି। ଚତୁର୍ଥ ଦିନରେ ରବିବାର ଭାରତର ଶେଷ କ୍ରମର ଖେଳାଳି ଶ୍ରୀକର ଭରତ (୨୮), ରବିଚନ୍ଦ୍ରନ ଅଶ୍ବିନ (୨୮),…
ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ
ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ। ଦିନ ୧୨ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଏକ ବିରାଟ ପଟୁଆରରେ ସେ ଲୋୟର ପିଏମଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ।
ସମାବେଶରେ ଜିଲ୍ଲା…
ବିବାହ ବନ୍ଧନରେ ବାନ୍ଧିହେଲେ ଚେସ୍ ତାରକା ପଦ୍ମିନୀ ରାଉତ
ଭୁବନେଶ୍ୱର : ହାତକୁ ଦି’ ହାତ ହେଲେ ଓଡ଼ିଆ ଚେସ୍ ତାରକା ପଦ୍ମିନୀ ରାଉତ। ଆଜି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଏହି ଇଣ୍ଟର ନ୍ୟାସନାଲ ମାଷ୍ଟର। ଭୁବନେଶ୍ୱରରେ ହିନ୍ଦୁ ବୈଦିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଛି। ସେ ମୁମ୍ବାଇର ଜୟକିଶିନ ମନାକାନୀଙ୍କୁ…