ନିସର୍ତ୍ତର ପ୍ରଭାବ : ବରଗାଁ ବଡ଼ନଦୀ ବନ୍ଧ ପୁଣି ନିର୍ମାଣ – ତିନି ଗାଡ଼ି ଜବତ ଜରିମାନା ଆଦାୟ

ବ୍ରହ୍ମପୁର : ସାଧାରଣ ଲୋକଙ୍କ ଜୀବନ ସହ ଖେଳ କରି ବରଗାଁ ନିକଟରେ ଥିବା ନଦୀବନ୍ଧ କୁ କାଟି ସେଠାରୁ ବେଆଇନ ଭାବେ ବାଲି ଚାଲାଣ କରାଯାଉଥିଲା। ଏନେଇ ନିସର୍ତ୍ତ ରେ ଖବର ପ୍ରକାଶ କରାଯାଇଥିଲା। ଏହି ବେଆଇନ ବାଲି ଘାଟ ଉପରେ ରାଜସ୍ୱ ବିଭାଗ ପକ୍ଷରୁ ଚଢ଼ାଉ କରି ତିନୋଟି ଗାଡ଼ିରୁ ଜରିମାନା ଆଦାୟ

ବିଜେପି ପକ୍ଷରୁ ୭୫ ତମ ସାଧାରଣତନ୍ତ୍ର ଦିବସ‌ ପାଳିତ

ବ୍ରହ୍ମପୁର, ୨୭/୧ : ଭାରତୀୟ ଜନତା ପାର୍ଟି ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ ୭୫ ତ'ମ ସାଧାରଣତନ୍ତ୍ର ଦିବସ‌ ବ୍ରହ୍ମପୁର ବିଧାନସଭା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତିଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ଗାନ୍ଧୀନଗର ଛକ ଠାରେ ପାଳନ ହୋଇଯାଇଛି । ଏଥିରେ

୨ବର୍ଷ ହେଲା ସାଧାରଣତନ୍ତ୍ର ଦିବସ ଅବସରରେ ହେଉଥିବା ସାଧାରଣ ସଭା ବନ୍ଦ ପାଇଁ ଦାୟୀ କିଏ?

ମାଲକାନଗିରି/ବାଲିମେଳା : ୧୯୫୦ ମସିହା ଜାନୁୟାରୀ ୨୬ ତାରିଖ ଠାରୁ ଅଦ୍ୟାବଧି ପଲ୍ଲୀ ଠାରୁ ଦିଲ୍ଲୀ ଚଳଚଞ୍ଚଳ ଏବଂ ଉତ୍ସବ ମୁଖରିତ ହୋଇଥାଏ ଏହି ଜାତୀୟ ଦିବସ ପାଳନ ଅବସରରେ । ଏହି ମହାଡମ୍ବରରୁ ବାଦ୍ ପଡ଼େନି ଆଦିବାସୀ ଅଧ୍ୟୁଷିତ, ମାଓ ଉପଦ୍ରୁତ ତଥା ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ସୀମାନ୍ତ

ବାଲିଗୁଡ଼ା ଆଦର୍ଶ ପୋଖରୀରେ ବୋଟିଂ ବ୍ୟବସ୍ଥା ଓ କଲେଜ ନିକଟରେ ଆକର୍ଷଣୀୟ ସେଲ୍ଫି ପଏଣ୍ଟ ଉଦଘାଟିତ

ବାଲିଗୁଡ଼ା : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁଦାନ କ୍ରମେ ବିକାଶ ପଥରେ ଆଗରେ ଚାଲିଛି ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ । କନ୍ଧମାଳ ଜିଲ୍ଲରେ ପ୍ରଥମ ଥର ପାଇଁଁ ବାଲିଗୁଡ଼ା ବସ୍ ଷ୍ଟାଣ୍ଡ୍ ନିକଟସ୍ଥ ଆଦର୍ଶ ପୋଖରୀରେ ଆରମ୍ଭ ହୋଇଛି ବୋଟିଂ ବ୍ୟବସ୍ଥା ।

ଛତ୍ରପୁର ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ପୋଲିସ୍ ପ୍ୟାରେଡ଼ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଓଡ଼ିଶାର ମାନ୍ୟବର ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ଯାଲଘୁ ଏବଂ ପଛୁଆବର୍ଗ

ଦାରିଙ୍ଗବାଡ଼ି ବ୍ଳକ ସ୍ତରୀୟ ଜନରାଜ୍ୟ ଦିବସ ପାଳନ

ଦାରିଙ୍ଗବାଡ଼ି,୨୭/୧ : ଦାରିଙ୍ଗବାଡ଼ି ବ୍ଳକ ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଏଥିରେ ବ୍ଳକର ୩୬ଟି ଦଳ ପ୍ୟାରେଡ଼ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଡିଓ ଗଦାଧର ପାସତ୍ର ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ

ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ମିନିଷ୍ଟାଡିୟମ ଠାରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରେ ସ୍ଥାନୀୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ ସହ ସକାଳ

ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଜୀବନ ହାରିଲେ ବାଇକ୍‌ ଆରୋହୀ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ…

ଏମ୍ସ ଭୁବନେଶ୍ୱରରେ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ଯରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ…

କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅ ଛାଡ଼ି ପଳାଇଗଲେ ବାପା…

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅକୁ ଛାଡ଼ି ପଳାଗଲେ ବାପା। ଫୋନ୍‌ କଲେ ମଧ୍ୟ ଉଠାଉ ନାହାନ୍ତି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଏନେଇ କମିଶନରେଟ୍‌ ପୁଲିସ୍‌କୁ ଅବଗତ କରାଇଛି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ…