ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ, ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ୫୦ ଜଣଙ୍କୁ ମିଳିଛି ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ। ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡ଼ରେ ପ୍ରଥମ ଥର ପାଇଁ ପ୍ରଦର୍ଶିତ ହେଲା ଆଦିବାସୀମାନଙ୍କ “ପବିତ୍ର…

ଭୁବନେଶ୍ଵର: ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ । ରାଜ୍ୟପାଳ ରଘୁବର ଦାସ ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି…

ବାଲୁକାକଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣେଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ…

ପୁରୀ: ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସବୁଠି ଉତ୍ସାହ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା କରି ସେଥିରେ…

ଭୁଶୁଡ଼ିଲା ସୁନା ଖଣି, ୭୩ ମୃତ…

ସୁନା ଖଣିରେ ଅଘଟଣ। ସୁନା ଖଣି ଧସିବା ଯୋଗୁ ୭୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି। ଆଫ୍ରିକାର ମାଲିରେ ଘଟିଛି ଏହି ଅଘଟଣ। ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ବୁଧବାର ମାଲିରେ ଥିବା ଏକ ବେଆଇନ ସୁନା ଖଣି ଭୁଶୁଡି ପଡିଥିଲା। ଫଳରେ…

ପିକଅପ୍ ଭ୍ୟାନ ଓ ବସ୍ ମୁହାଁମୁହିଁ ଧକ୍କା, ୩ ମୃତ…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଡଭାଗ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଛି ଏକ ପିକଅପ୍ ଭ୍ୟାନ । ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ…

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମିଳିମିଶି ନୂଆ ଓଡ଼ିଶା ଗଢ଼ିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ୍…

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ୍ । ମିଳିମିଶି ଗଢ଼ିବା ନୂଆ ଓଡ଼ିଶା । ଆଜି ବିଶ୍ବ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଇଛି । ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି । ଏଥିରେ ଆମ ଓଡ଼ିଶାର…

ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ; ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ବିଶ୍ୱର ସର୍ବବୃହତ୍ତ ଗଣତନ୍ତ୍ର ରାଷ୍ଟ ଭାରତ ଆଜି ପାଳୁଛି ତାର ୭୫ତମ ଗଣଣତନ୍ତ୍ର ଦିବସ। ଆଜିର ଏହି ପବିତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ପତାକା ଉତ୍ତୋଳନ…

ରାଜ୍ୟସ୍ତରୀୟ ୭୫ ତମ ଗଣତନ୍ତ୍ର ଦିବସ ପାଳିତ…

ଭୁବନେଶ୍ବର: ଆଜି ଗଣତନ୍ତ୍ର ଦିବସ ପାଇଁ ତ୍ରିରଙ୍ଗାମୟ ହୋଇଛି ସାରା ଦେଶ । ଏହି ଅବସରରେ ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ…

ମା ବୁଢୀ ଠାକୁରାଣୀ ମନ୍ଦିରର ନବକଳେବର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଗଞ୍ଜାମ/ବ୍ରହ୍ମପୁର : ସହରର ଆରାଧ୍ୟଦେବୀ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ନବ କଳେବର କାର୍ଯ୍ୟ ରାଜ୍ୟ ସରକାର ହାତକୁ ନେଇଛନ୍ତି। ୧୮.୯୧କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ମା’ଙ୍କ ନୂତନ ମନ୍ଦିର ଆଉ ପାରିପାର୍ଶ୍ବିକ କାର୍ଯ୍ୟ। ଆଜି ପୂର୍ବାହ୍ନରେ ମା’ଙ୍କ ଠାରେ ଏଭଳି

ଆମ ଓଡିଶା ନବୀନ ଓଡିଶାର ପଞ୍ଚାୟତସ୍ତରୀୟ ସଚେତନା ଶିବିର…

ଆର,ଉଦୟଗିରି : ଆଜି ଗଜପତି ଜିଲ୍ଲା ଅନ୍ତର୍ଗତ ଆର,ଉଦୟଗିରି ବ୍ଲକ୍ ର ମହେନ୍ଦ୍ରଗଡ଼ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଥିଲା ।ଉକ୍ତ ଶିବିରରେ ସ୍ଥାନୀୟ ପଞ୍ଚାୟତର ବହୁ ସଂଖ୍ୟକ ଜନସାଧାରଣ ଉପସ୍ଥିତ ଥିଲେ ।ମୁଖ୍ୟ ଅତିଥି ଭାବରେ ବିଡିଓ