କଟକ ଏସସିବି ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କ ପରଲୋକ…

କଟକ : ଆଉ ନାହାନ୍ତି ବିଶିଷ୍ଟ ଡାକ୍ତର ଭୁବନାନନ୍ଦ ମହାରଣା । ପରଲୋକରେ କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା । ୬୯ ବର୍ଷ ବୟସରେ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଶୁକ୍ରବାର ବ୍ରେନ

ଅଦାଲତରେ ମହାଭାରତ; ଜଜ୍‌ଙ୍କ ଉପରକୁ ଜୋତା ଫିଙ୍ଗିଲେ ଓକିଲ…

ଅଦାଲତରେ ହେଲା ମହାଭାରତ । ଏକ ମାମଲାର ଶୁଣାଣି ଚାଲିଥିବା ବେଳେ ଉଭୟ ପକ୍ଷ ଓକିଲଙ୍କ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଟାର୍ଗେଟକୁ ଚାଲି ଆସିଲେ ଜଜ୍‌ । ନିଜ ଉପରୁ ନିୟନ୍ତ୍ରଣ ହରାଇ ଜଣେ ଓକିଲ ବିଚାରପତିଙ୍କ ଉପରକୁ ଜୋତା ଫୋପାଡ଼ିବାକୁ ପଛାଇଲେ ନାହିଁ। ଏପରି ଏକ ଚକିତ କରିବା

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହି ବିଲଡିଂର ଲୋକାର୍ପଣ କରିଛନ୍ତି ।

କୁହୁଡ଼ି ହେଲା କାଳ; ପିଟାପିଟି ହେଲେ ୭ଟି ଗାଡ଼ି

ଘନ କୁହୁଡ଼ି ହେଲା କାଳ। କୁହୁଡ଼ି ପାଇଁ ପଶ୍ଚିମବଙ୍ଗର ଉତ୍ତର ଦିନାଜପୁର ଜିଲ୍ଲାରେ ଗତ ରାତିରେ ଏକ ମର୍ମନ୍ତୁଦ ସିରିଜ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଏକ ଖରାପ ହୋଇ ଯାଇଥିବା ଟ୍ରକ୍‌ ଛିଡ଼ା ହୋଇଥିବା ବେଳେ ସେଥିରେ ଏକ କାର୍‌ ପିଟି ହୋଇଥିଲା। ପରେ ଉକ୍ତ କାର୍‌ରେ ଆଉ ୪ଟି କାର୍‌

ନୟାଗଡ଼ ଜିଲ୍ଲାରେ ବହୁ ସରକାରୀ ବାବୁ କୋଳି ଖାଇ ମଞ୍ଜି ପୋତି ଛନ୍ତି….

ନୟାଗଡ଼ : ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନରେ ୯ଟି ଶାଖା ଜିଲ୍ଲାରେ କାମ କରୁଛି । ଏହି ଶାଖା ଗୁଡିକରେ ଥିବା ଅନେକ ଅଧିକାରୀ ବହୁଦିନ ଧରି ଗାଦି ମାଡ଼ି ବସିଥିବାର ଅଭିଯୋଗ ହୋଇଛି । ସମବାୟ ଓ ସରକାରଙ୍କ ନିୟମ ଅନୁସାରେ କୌଣସି କର୍ମଚାରୀ ୩ବର୍ଷ ରୁ ଅଧିକ ଗୋଟିଏ ସ୍ଥାନରେ

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୨୮୬ଟି ସ୍କୁଲ ଲୋକାର୍ପିତ…

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା…

ନବମ ଦିନରେ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା…

ବରଗଡ଼ : ଗୋପପୁର ଛାଡ଼ି ମଥୁରା ଅଭିମୁଖେ ବାହାରିଲେ କୃଷ୍ଣ ବଳରାମ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ନବମ ଦିନରେ ଦୁଇ ଭାଇ କୃଷ୍ଣ- ବଳରାମଙ୍କୁ ସାଙ୍ଗରେ ନେଇ କଂସ ମହାରାଜଙ୍କ ମନ୍ତ୍ରୀ ଅକୃର ମଥୁରା ନଗରୀ ଅଭିମୁଖେ ଯାତ୍ରା କରିଛନ୍ତି ।…

‘ଇଣ୍ଡିଆ’କୁ ଝଟ୍‌କା, ‘ଏକଲା ଚଲୋ’ ନାରା ଦେଲେ ଦିଦି…

ପାଖେଇ ଆସୁଛି ଲୋକସଭା ନିର୍ବାଚନ। ତେବେ ଏହାପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ପଶ୍ଚିମବଙ୍ଗରେ ଲାଗିଛି ଜୋରଦାର ଝଟ୍‌କା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ 'ଏକଲା ଚଲୋ' ନାରା ଦେଇଛନ୍ତି। ଆଗାମୀ ଲୋକସଭା ନିର୍ବାଚନରେ ଟିଏମ୍‌ସି…

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା…

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ଜିଲ୍ଲା ଉପଭୋକ୍ତା ଆୟଗ ଖାରଜ କରିଲେ ବକେୟା ବିଦ୍ୟୁତ୍ ଦେୟ ଆଦାୟ ନୋଟିସ୍…

ଦୈନିକ ୧୦୦/- ଟଙ୍କା କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେଲେ ବିଦ୍ୟୁତ୍ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀଙ୍କୁ ବ୍ରହ୍ମପୁର : ଉପଭୋକ୍ତା ଙ୍କ ପରିସରରେ ଥିବା ମିଟର ରୁ ମାସିକ ରିଡିଂ ନନେଇ ବକେୟା ବିଦ୍ୟୁତ୍ ଦେୟ ୧୫ ଦିନରେ ପୈଠ କର ନଚେତ୍ ବିଦ୍ୟୁତ୍ ବିଚ୍ଛିନ୍ନ କରିଯିବା ନୋଟିସ୍ କୁ ଗଞ୍ଜାମ