Sign in
Sign in
Recover your password.
A password will be e-mailed to you.
ସେବା ପେପର ମିଲ୍ ଚଳାଇବା ଦାବିରେ ଜୟପୁର ବନ୍ଦ
ଜୟପୁର: ଆଜି ଜୟପୁର ବନ୍ଦ। ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି। ଜୟପୁର କାଗଜକଳ ପୁନରୁଦ୍ଧାର ପାଇଁ ବନ୍ଦ ଡାକରା ଦିଆଯାଇଛି। ବନ୍ଦକୁ ସମର୍ଥନ କରିଛି ବିଭିନ୍ନ ସଙ୍ଗଠନ। ଦୀର୍ଘଦିନ ହେଲା ପେପର ମିଲ୍ ବନ୍ଦ ରହିଥିବା ବେଳେ ଏଥିରେ ପ୍ରାୟ ୧୦ ହଜାର ପରିବାର!-->…
ବଟି ପାଇଁ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଗୋପ: ପୋଲିସ ଚେତାବନୀକୁ ଫୁ । ପୋଲିସକୁ ଚ୍ୟାଲେଞ୍ଜ କରୁଛନ୍ତି ଅପରାଧୀ । ବଟି ପାଇଁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ। ପୁରୀ ଜିଲ୍ଲା ଗୋପ ଆନା ଅଧୀନ ଗିରିମା ଗାଁରେ ଆକ୍ରମଣ ।
୨୬ ତାରିଖରେ ବିଳମ୍ବିତ ରାତିରେ ଗିରିମା ଗାଁର ଜଗବନ୍ଧୁ ମଲ୍ଲିକଙ୍କୁ ୨ ଭାଇ ଗୋଡ଼ାଇ ଗୋଡ଼ାଇ!-->!-->!-->…
ଥାନାରେ ଥାର୍ଡ ଡିଗ୍ରୀ: ସସପେଣ୍ଡ ହେଲେ ଆଇଆଇସି…
ଭୁବନେଶ୍ୱର : ମହଙ୍ଗା ପଡ଼ିଲା ଥାନାରେ ଥାର୍ଡ ଡିଗ୍ରୀ । ସସପେଣ୍ଡ ହେଲେ ତାଳଚୁଆ ମେରାଇନ୍ ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନା । ନିଲମ୍ବିତ କରିଛନ୍ତି ପୋଲିସ ଡିଜି । ଅଭିଯୋଗ ଆଧାରରେ ସନ୍ଧ୍ୟାରାଣୀଙ୍କୁ ଡିଜିପି ନିଲମ୍ବିତ କରିଛନ୍ତି । ନିଲମ୍ବନ ସମୟରେ ସେ କେନ୍ଦ୍ରାଞ୍ଚଳ ଆଇଜି!-->…
ତାତିରୁ ମିଳିଲା ଆଶ୍ୱସ୍ତି, ୫ ରୁ ୮ ଡିଗ୍ରୀ କମିଲା ତାପମାତ୍ରା
ଭୁବନେଶ୍ୱର : ରାଜ୍ୟକୁ କାଳବୈଶାଖୀର ଆଶ୍ୱସ୍ତି । କାଳବୈଶାଖୀ ବର୍ଷାରେ ଧୋଇଗଲା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଓଡ଼ିଶାରେ ୫ ରୁ ୮ ଡିଗ୍ରୀ କମିଲା ତାପମାତ୍ରା। ଗତ କିଛି ଦିନ ହେଲା ଓଡ଼ିଶାରେ ଜାରି ରହିଥିବା ଅସହ୍ୟ ଗରମ, ଗୁଳୁଗୁଳି ଓ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ଶେଷରେ ମିଳିଛି ବଡ଼!-->…
ଦକ୍ଷିଣ-ପଶ୍ଚିମ ମୌସୁମି କେରଳମ୍ ଛୁଇଁବା ବିଳମ୍ବ ହୋଇପାରେ
ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ କେରଳମ୍ ଛୁଇଁବା ବିଳମ୍ବ ହୋଇପାରେ। ମେ ୨୬ରେ ମୌସୁମି ବାୟୁ କେରଳମ୍ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଥିଲା। ତେବେ ସଦ୍ୟତମ ବିଶ୍ଲେଷଣ ଅନୁଯାୟୀ ଜୁନ ପହିଲା ବେଳକୁ ମୌସୁମି ବାୟୁ କେରଳମ୍ରେ ପାଦ ଥାପିବାର!-->…
ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ
କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୨ରୁ ଆରମ୍ଭ ହୋଇ ୧୦ ତାରିଖରେ ଶେଷ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବୁଧବାର ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଜୁଲାଇ ୨ରେ ପ୍ରଥମ ଭାଷା ଓଡ଼ିଆ, ୪ରେ ଦ୍ବିତୀୟ ଭାଷା ଇଂରାଜୀ, ୬ରେ ଗଣିତ,!-->…
ଆସିକାରେ ବିଭିନ୍ନ ଦୋକାନରୁ ବିପୁଳ ପରିମାଣର ଗୁଟଖା ଜବତ କଲା ପ୍ରଶାସନ…
ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲପାଳଓ ଆରକ୍ଷୀ ଅଧିକାରୀଙ୍କ ନିର୍ଦ୍ଧେଶ କ୍ରମେ ଆସିକାର ବିଭିନ୍ନ ଦୋକାନରେ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରି ବିପୁଳ ପରିମାଣର ଗୁଟଖା ଜବତ ହୋଇଛି । ଏହି ଚଢ଼ାଉରେ ଆସିକା ତହସିଲଦାର ସଂଗୀତା ସେଣ,ଅତିରିକ୍ତ ତହସିଲଦାର ଅମରେଶ ସାବତ, ଆସିକା ଉପଖଣ୍ଡ ପୋଲିସ!-->…
ଉପଖଣ୍ଡ ସ୍ତରୀୟ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ : ସଠିକ୍ ତଥ୍ୟ ପ୍ରଦାନ କରିବା ପାଇଁ ଗୁରୁତ୍ୱାରୋପ
ବାଲିଗୁଡ଼ା, ତା, ୨୭/୦୫ : ଚଳିତ ମାସ ମଇ ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ଭୋଟର ତାଲିକାର “ସ୍ୱତନ୍ତ୍ର ସଘନ ସଂଶୋଧନ" (SIR) କାର୍ଯ୍ୟକ୍ରମର ସୁପରିଚାଳନା ନେଇ ବୁଧବାର ଦିନ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାଶଙ୍କ ଅଧ୍ୟକ୍ଷତାରେ ଏକ ଉପଖଣ୍ଡ ସ୍ତରୀୟ ସହାୟତା କେନ୍ଦ୍ର!-->…
କଚ୍ଛ ଉପକୂଳରୁ ୧,୦୦୦ କୋଟି ଟଙ୍କାର କୋକେନ୍ ଜବତ
କଚ୍ଛ: ଗୁଜୁରାଟ ଆଣ୍ଟି-ଟେରୋରିଜମ୍ ସ୍କ୍ବାଡ୍ (ଏଟିଏସ୍) ଏବଂ ଭାରତୀୟ ତଟରକ୍ଷୀ ବାହିନୀ ମିଳିତ ଭାବେ କଚ୍ଛ ଉପକୂଳରୁ ୧୦୦୦ କୋଟି ଟଙ୍କା ମୂଲ୍ୟର ୧୦୦ କିଲୋଗ୍ରାମ୍ରୁ ଅଧିକ କୋକେନ ଜବତ କରିଥିବା ଜଣାପଡ଼ିଛି। ପାକିସ୍ତାନର ପୋର୍ଟ କାସିମରୁ ଏହି ଅଞ୍ଚଳରେ ପହଞ୍ଚିଥିବା ଏକ!-->…
ବିଧାନସଭାରେ ପାରିତ ହେଲା ସମାନ ନାଗରିକ ସଂହିତା ବିଲ୍: ଆସାମ ସରକାରଙ୍କ ବଡ ନିଷ୍ପତ୍ତି
ଆସାମ: ନାଗରିକ ସଂହିତା ବିଲ୍ କୁ ନେଇ ଆସାମ ସରକାରଙ୍କ ବଡ ନିଷ୍ପର୍ତ୍ତି। ଆସାମ ବିଧାନସଭାରେ ଐତିହାସିକ ସମାନ ନାଗରିକ ସଂହିତା ବିଲ୍ ପାରିତ ହୋଇଛି। ଏହି ବିଲ୍ ଉତ୍ତରାଖଣ୍ତ ଏବଂ ଗୁଜୁରାଟ ପରେ ଆସାମ ଦେଶର ତୃତୀୟ ରାଜ୍ୟ ଭାବେ ଏହି ଆଇନକୁ ମଞ୍ଜୁରୀ ଦେଇଛି। ବିରୋଧୀ!-->…