Sign in
Sign in
Recover your password.
A password will be e-mailed to you.
କନ୍ଧମାଳରେ ମେଗା ନିଯୁକ୍ତି ମେଳା ଆୟୋଜିତ, ଯୋଗ ଦେଲେ ୨୦ ହଜାରରୁ ଊର୍ଦ୍ଧ୍ୱ ଯୁବକ ଯୁବତୀ
କନ୍ଧମାଳ : କନ୍ଧମାଳ ସଂସଦୀୟ କ୍ଷେତ୍ରରେ ସଫଳତାର ସହ ମେଗା ନିଯୁକ୍ତି ମେଳା ଆୟୋଜିତ ହୋଇଛି । ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରୟାସ କ୍ରମେ କିଟ୍ ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ପ୍ରଶାସନ ସହଯୋଗରେ ଫୁଲବାଣୀଠାରେ ମେଗା ନିଯୁକ୍ତି ମେଳା ସଫଳତାର ସହ ଆୟୋଜିତ…
ଓଡ଼ିଶା ଦେଇ ଅଯୋଧ୍ୟା ଯିବ ୪ ଆସ୍ଥା ଏକ୍ସପ୍ରେସ…
ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଇ ଚାଲିବ ୪ଟି ଆସ୍ଥା ଏକ୍ସପ୍ରେସ। ଏହା ବିଭିନ୍ନ ଷ୍ଟେସନ ଦେଇ ଓଡ଼ିଶାକୁ ସିଧାସଳଖ ଅଯୋଧ୍ୟା ସହ ସଂଯୋଗ କରିବ। ମିଳିଥିବା ସୂଚନା ମୁତାବକ ଗୋଟିଏ ଆସ୍ଥା ଏକ୍ସପ୍ରେସ ଆସନ୍ତା ୩୧ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ ବାହାରି ଓଡ଼ିଶାର…
ମିଳିତ ରକ୍ତଦାନ ଶିବିର, ୫୫ଜଣଙ୍କ ସ୍ବେଚ୍ଛାକୃତ ରକ୍ତଦାନ
ଆସିକା : ଆସିକା ବସ ଷ୍ଟାଣ୍ଡ ନିକଟସ୍ଥ ପ୍ରଜାପିତା ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାନ୍ତି ଶକ୍ତିଭବନର ସଞ୍ଚାଳିକା ବ୍ରହ୍ମା କୁମାରୀ ପ୍ରଭାତୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ!-->…
ଫତେଗଡ଼ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଯାଉଥିଲେ, ପାହାଡରେ ଓଲଟି ପଡ଼ିଲା ଟ୍ରାକ୍ଟର
ପାହାଡ଼ ଉପରେ ନିର୍ମାଣ କରାଯାଇଛି ଭବ୍ୟ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର। ସେହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଟ୍ରାକ୍ଟରରେ ଯାଇଥିଲେ ଶ୍ରଦ୍ଧାଳୁ। ହେଲେ ପାହାଡ଼ ଉପରକୁ ଯାଇଥିବା ରାସ୍ତାରେ ଟ୍ରାକ୍ଟର ଡାଲା ଓଲଟି ପଡ଼ିଥିଲା। ଫଳରେ ୧୫ରୁ ଅଧିକ…
ବିରଳ ପ୍ରଜାତିର ୬ଟି ଗରୁଡ଼ ପକ୍ଷୀ ଉଦ୍ଧାର…
ଓଡ଼ଗାଁ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ପାଣ୍ଡରିପଡା ପଞ୍ଚାୟତ ଭାଲିଆଡିହି ଗ୍ରାମରୁ ୬ଟି ଗରୁଡ଼ ପକ୍ଷୀ ଉଦ୍ଧାର କରାଯାଇଛି।ଭାଲିଆଡିହି ଗ୍ରାମର ମା ରକ୍ଷାପାଳକଙ୍କ ଯତ୍ରାଉତ୍ସବ ପାଇଁ ଆବଶ୍ୟକ ଜାଳେଣି ପାଇଁ ଏକ ଶୁଖିଲା ଆମ୍ବଗଛ କାଟିବା ସମୟରେ ଏହି ୬ଟି ଗରୁଡ଼ ପକ୍ଷୀଙ୍କୁ!-->…
୧୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ…
୧୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ। ଏହି ଅଭିଯୋଗରେ ଜଣକୁ ଗିରଫ କରିଛି। ଏପରି ଅଭିଯୋଗ ନବରଙ୍ଗପୁରରୁ ଆସିଛି। ସପ୍ତାହ ଭିତରେ ଏହା ହେଉଛି ଦ୍ୱିତୀୟ ଘଟଣା। ଯାହାକୁ ନେଇ ପରିବେଶବିତଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଉଛି।…
୪ଦଫା ଦାବୀ ପୂରଣ ନେଇ ସାମୂହିକ ଛୁଟିରେ ପ୍ରାଣୀ ଚିକିତ୍ସକ, ପ୍ରାଣୀ ଧନ ସମସ୍ୟାରେ…
ଦାରିଙ୍ଗବାଡ଼ି,୨୧/୧, ଗତ ୧୮ତାରିଖ ଠାରୁ ୪ଦଫା ଦାବୀ ପୂରଣ ନେଇ ସାମୂହିକ ଛୁଟିରେ ପ୍ରାଣି ଚିକିତ୍ସକ ରହିଥିବାରୁ ଦାରିଙ୍ଗବାଡ଼ି ପ୍ରାଣୀ ଚିକିତ୍ସାଳୟ ଆଜକୁ ୩ ଦିନ ଧରି ବନ୍ଦ ରହିଛି । ଫଳରେ ପ୍ରାଣୀ ଧନ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ସମସ୍ୟା ସୃଷ୍ଟି ହୋଇଛି । ଅନେକ ପ୍ରାଣୀ ଧନ ପାଳକ,!-->…
କନ୍ଧମାଳ ସଂସଦୀୟକ୍ଷେତ୍ରରେ ସଫଳତାର ସହ ଆୟୋଜିତ ହେଲା ମେଗା ନିଯୁକ୍ତି ମେଳା
ଫୁଲବାଣୀ: ସାଂସଦ ଅଚ୍ୟୁତ ସାମନ୍ତଙ୍କ ପ୍ରୟାସ କ୍ରମେ କିଟ୍ ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ପ୍ରଶାସନ ସହଯୋଗରେ ଫୁଲବାଣୀ ଠାରେ ମେଗା ନିଯୁକ୍ତି ମେଳା ସଫଳତାର ସହ ଆୟୋଜିତ ହୋଇଯାଇଛି । ଏଥିରେ କନ୍ଧମାଳଜିଲ୍ଲାର ସମସ୍ତ ବ୍ଲକ୍, ବୌଦ୍ଧ ଜିଲ୍ଲାର ବୌଦ୍ଧ,ହରଭଙ୍ଗା ଓ କଂଟାମାଳ ବ୍ଲକ୍, ନୟାଗଡ଼!-->…
ଟ୍ରକ୍ ଧକ୍କାରେ ଚାଲିଗଲା ୩ ବାଇକ୍ ଆରୋହୀଙ୍କ ଜୀବନ
ଭଦ୍ରକ: ଭଦ୍ରକରେ ଝିପିଝିପି ବର୍ଷା ସହ କୋହଲା ପାଗ ଲାଗି ରହିଥିବା ବେଳେ ୧୬ନମ୍ୱର ଜାତୀୟ ରାଜପଥ ରାଣିତାଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକକୁ ପିଟିଲା ଟ୍ରକ। ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ ।
ସୂଚନା ଅନୁସାରେ, ବାଲେଶ୍ଵର ଆଡ଼ୁ ଆସୁଥିବା ଏକ ଟ୍ରକ୍…
ନିର୍ମାଣଧିନ ଘରୁ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର
ବାଲିଗୁଡା : ବାଲିଗୁଡା ଥାନା ପଣସପଡି ସାହିରେ ଏକ ନିର୍ମାଣଧିନ ଘରୁ ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତିଙ୍କର ବେକ ଏବଂ ମୁହଁରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି। ମୃତକ ପଣସପଡି ସାହିର ବୁଡୁ ଓରଫ ସୁଶାନ୍ତ ପୂଜାରୀ ବୋଲି ଜଣାପଡିଛି। ନିଜ ଶଳା ରାମସିଂ!-->…