Sign in
Sign in
Recover your password.
A password will be e-mailed to you.
୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୪୬୦୦ କୋଟି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୪ ହଜାର ୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ପ୍ରକଳ୍ପ ଦ୍ୱାରା ଚାଷୀମାନେ ବହୁଳ ଭାବେ ଉପକୃତ ହେବେ।…
୪୦୭୮ କୋଟି ଟଙ୍କାର ଭବନ, ୮ଟି ଘରୋଇ ଜେଟ୍
ଆବୁଧାବି: ଆବୁଧାବି ରାଜ ପରିବାର ଇଂଲଣ୍ଡ ଫୁଟବଲ କ୍ଲବ୍ ମାଞ୍ଚେଷ୍ଟର ସିଟିର ମାଲିକ ଏବଂ ତାଙ୍କର ମୁକେଶ ଅମ୍ବାନୀ ଓ ଗୌତମ ଆଦାନୀଙ୍କଠାରୁ ଅଧିକ ସମ୍ପତ୍ତି ରହିଛି। ଦୁନିଆର ସବୁଠାରୁ ଧନୀ ପରିବାର ପାଖରେ ଏକ ରାଷ୍ଟ୍ରପତି ଭବନ ରହିଛି ଯାହାର ଆକାର ପେଣ୍ଟାଗନଠାରୁ…
କ୍ରିକେଟ୍ ବ୍ୟାଟ୍ରେ ପିଟିପିଟି ଯୁବକଙ୍କୁ ହତ୍ୟା; ଅନ୍ୟ ଜଣେ ଆହତ, ଅଭିଯୁକ୍ତ ଫେରାର…
ସୋନପୁର: କ୍ରିକେଟ୍ ବ୍ୟାଟ୍ରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅଧୀନ ମେଣ୍ଡା ଗାଁରେ ଆଜି ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ହେଲେ ସନ୍ତୋଷ ହାତୀ। ଅନ୍ୟ ଜଣେ ଆହତ ଥିବା ବେଳେ ଅଭିଯୁକ୍ତ ଫେରାର…
ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ୩୬୧ଟି ରୂପାନ୍ତରିତ ଉଚ୍ଚବିଦ୍ୟାଳୟ ଲୋକାର୍ପିତ
ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଶନିବାର ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗୀର ଜିଲ୍ଲାର ୧୦୦, ସମ୍ବଲପୁର…
ସଂଘବଦ୍ଧ ଆକ୍ରମଣରେ କାର୍ଯ୍ୟରତ ସାମ୍ବାଦିକ ଗୁରୁତର
ରାଇରଙ୍ଗପୁର: ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ପାର୍ଶ୍ୟ ତଥା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ମୁଖ୍ୟ ଶାଖା ନିକଟରେ ମଧ୍ୟାହ୍ନ ସମୟରେ ଜଣେ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଫଳରେ ଗୁରୁତର ଆହତ…
ପାକିସ୍ତାନ ଓ ଇରାନ ଭିତରେ କୁଟନୈତିକ ସଂପର୍କ ସ୍ବାଭାବିକ କରିବାକୁ ପ୍ରୟାସ…
ଇସଲାମାବାଦ: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଆତଙ୍କବାଦୀ ଆଡ଼ାଗୁଡ଼ିକ ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ ଓ ଏହାର ଜବାବୀ କାର୍ଯ୍ୟାନୁଷ୍ଠାନରେ ଇରାନର ଦକ୍ଷିଣ ସୀମାରେ ପାକିସ୍ତାନର କ୍ଷେପଣାସ୍ତ୍ର ମାଡ଼କୁ ନେଇ ଜଟିଳ ସ୍ଥିତି ଲାଗି ରହିଛି। ଉଭୟ ଦେଶ ସର୍ବାଧିକ…
ପ୍ରଥମ ଥର ପାଇଁ ଶନିବାର ଖୋଲିଲା ଷ୍ଟକବଜାର
ମୁମ୍ବାଇ : ଆସନ୍ତା ସୋମବାର (ଜାନୁଆରି ୨୨)ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମଲଲ୍ଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହ ପାଇଁ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜରେ କାରବାର ବନ୍ଦ ରହିବ। ଅନ୍ୟପକ୍ଷରେ ଶନିବାର ( ଜାନୁଆରି ୨୦)ରେ ପ୍ରଥମ ଥର…
ପ୍ରାଣପ୍ରତିଷ୍ଠା ଦିନ ବନ୍ଦ ରହିବ ୨୦୦୦ ଟଙ୍କିଆ ନୋଟ ବଦଳ, ରିଜର୍ଭ ବ୍ୟାଙ୍କର ଘୋଷଣା…
ମୁମ୍ବାଇ : ଆସନ୍ତା ସୋମବାର (ଜାନୁଆରି ୨୨)ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମଲଲ୍ଲାଙ୍କ ପ୍ରାଣପ୍ରତିଷ୍ଠା ସମାରୋହ ପାଇଁ କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସେଦିନ ରିଜର୍ଭ ବ୍ୟାଙ୍କ ବି ଅଧାଦିନ ବନ୍ଦ ରହିବ। ଏହାକୁ ଦୃଷ୍ଟିରେ ରଖି…
ପଶ୍ଚିମବଙ୍ଗରେ ୪୨ଟି ଯାକ ଆସନରେ ଲଢ଼ିବ ଟିଏମ୍ସି
କୋଲକାତା: ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଇଣ୍ଡିଆ ମେଣ୍ଟକୁ ଆଜି ଏକ ଧକ୍କା ଲାଗିଛି। ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍ସି) ପଶ୍ଚିମବଙ୍ଗରେ କଂଗ୍ରେସ ସହିତ କୌଣସି ଆସନ ବୁଝାମଣା କରିବ…
ଇଭିଏମ୍, ଭିଭିପାଟ୍ ପାଇଁ ସଚେତନତା କାର୍ଯ୍ୟକ୍ରମ
ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପୁର୍ବରୁ ଇଭିଏମ୍ ଏବଂ ନିର୍ବାଚନ ପ୍ରକ୍ରିୟାକୁ ନେଇ ଇଣ୍ଟରନେଟ୍ ମିଡିଆର ଅପପ୍ରଚାର ଉପରେ ପୂର୍ଣ୍ଣଚ୍ଛେଦ ପକାଇବା ପାଇଁ ଆୟୋଗ ଯୋଜନା ପ୍ରସ୍ତୁତ କରୁଥିବା ସୂତ୍ରରୁ…