Sign in
Sign in
Recover your password.
A password will be e-mailed to you.
ଅନାଥ ଆଶ୍ରମରେ ଦିଆଯାଉଛି ଅସହ୍ୟ ଯନ୍ତ୍ରଣା; ଓଲଟାଇ ଟାଙ୍ଗିଦେବା ସହ ଲଙ୍କା ଧୂଆଁ ଦେଉଛନ୍ତି…
ମଧ୍ୟପ୍ରଦେଶ ଇନ୍ଦୋରର ଏକ ଅନାଥ ଆଶ୍ରମରେ ପିଲାମାନଙ୍କୁ ଦିଆଯାଉଛି ଅକଥନୀୟ ଯନ୍ତ୍ରଣା। ଶିଶୁ କଲ୍ୟାଣ କମିଟି (CWC) ଗତ ସପ୍ତାହରେ ଅଚାନକ ଅନାଥ ଆଶ୍ରମ ପରିଦର୍ଶନ କରି ସାମ୍ନାକୁ ଆଣିଛି ଭିତିରି କଥା। ପିଲାମାନେ କିପରି ନିର୍ଯାତନାର ଶିକାର ହେଉଛନ୍ତି, ତାର…
ଜଳିବ ୭ ଫୁଟ୍ ଉଚ୍ଚତା ସହ ୧୩ ଫୁଟ୍ ଚଉଡାର ବିରାଟ ଦୀପ…
ଭଦ୍ରକ: ଆସନ୍ତା ୨୨ ତାରିଖରେ ଭାରତର ଇତିହାସରେ ଯୋଡା ହେବାକୁ ଯାଉଛି ଏକ ନୂଆ ଅଧ୍ୟାୟ । ଏହି ଦିନ ଅଯୋଧ୍ୟାର ବହୁପ୍ରତୀକ୍ଷିତ ନବନିର୍ମିତ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଯାହାକୁ ନେଇ ବର୍ତ୍ତମାନ ସାରା ଭାରତ ଏବଂ ବିଶ୍ବରେ…
ମନଇଚ୍ଛା ଆଣ୍ଟିବାୟୋଟିକ୍ ଲେଖିପାରିବେନି ଡାକ୍ତର
ଏଣିକି ଡାକ୍ତରମାନେ ଔଷଧ ଲେଖିବା ବେଳେ ଆଣ୍ଟିବାୟୋଟିକ୍ସ ଦେଲେ, ତା’ର କାରଣ ଦର୍ଶାଇବେ। କେଉଁ କାରଣ ପାଇଁ ସେମାନେ ଆଣ୍ଟିବାୟୋଟିକ୍ସ ଲେଖୁଛନ୍ତି, ତାହା ପ୍ରେସକ୍ରିପ୍ସନରେ ଉଲ୍ଲେଖ କରିବେ। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଆସିବା ପରେ…
ଓଡିଶାରୁ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ କରିବ କେନ୍ଦ୍ର…
ଭୁବନେଶ୍ୱର: ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ କରିବ କେନ୍ଦ୍ର । ଏନେଇ ମଞ୍ଜୁରୀ ଦେଇଛି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଂଟନ ମନ୍ତ୍ରାଳୟ । ରାଜ୍ୟରୁ ଉଷୁନା ଚାଉଳ ଉଠାଇବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଥିଲେ…
ପୁଣି ଜେଲରୁ ବାହାରିବ ଗୁରମିତ ରାମ ରହିମ…
ପୁଣି ଜେଲରୁ ବାହାରିବ ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହ। ୨୦ ବର୍ଷ କାରାଦଣ୍ଡ କାଟୁଥିବା ରହିମ ମାତ୍ର ଦୁଇ ମାସ ତଳେ ୨୧ ଦିନ ଛୁଟିରେ ଆସିଥିଲା, ଏବେ ତାକୁ ପୁଣି ୫୦ ଦିନର ଛୁଟି ଅନୁମତି ମିଳିଛି। ଦୁଇଟି ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଦଣ୍ଡିତ ହୋଇଛି ରହିମ।…
ଦିଲ୍ଲୀରେ ଜାନୁଆରୀ ୨୬ ଯାଏଁ ଏହି ସମୟରେ କରିବନି ବିମାନ ଚଳାଚଳ
ବିମାନ ଯାତ୍ରୀଙ୍କ ପାଇଁ ବଡ ଖବର। ଆଜିଠାରୁ ଗଣତନ୍ତ୍ର ଦିବସ ପର୍ଯ୍ୟନ୍ତ ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହି ଦିନ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟରେ ବିମାନ ଉଡାଣ ଏବଂ ଅବତରଣ ହୋଇପାରିବ ନାହିଁ।…
ବିଲ୍କିସ୍ ବାନୋ ମାମଲାରେ ଆତ୍ମସମର୍ପଣ ଅବଧି ବଢ଼ାଇବାକୁ ମନା କରିଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ: ବିଲ୍କିସ୍ ବାନୋଙ୍କ ସହିତ ଦୁଷ୍କର୍ମ କରିବା ଓ ତାଙ୍କ ପରିବାରର ୭ ଜଣ ଲୋକଙ୍କୁ ହତ୍ୟା କରି ଜେଲ୍ଦଣ୍ଡ ଭୋଗୁଥିବା ୧୧ଜଣ ଦୋଷୀଙ୍କୁ ମୁକ୍ତ କରିବା ଲାଗି ଗୁଜରାଟ ସରକାର ଦେଇଥିବା ଆଦେଶକୁ ଜାନୁଆରି ୮ ତାରିଖରେ ସୁପ୍ରିମ୍କୋର୍ଟ ରଦ୍ଦ କରି ଦେଇଥିଲେ।…
ଜାଗୃତ କୋଟେଚା PepsiCo ଇଣ୍ଡିଆର ନୂଆ ସିଇଓ
ପେପ୍ସିକୋ(PepsiCo) ଇଣ୍ଡିଆର ନୂଆ ସିଇଓ(ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ) ହେବେ ଜାଗୃତ କୋଟେଚା। ବର୍ତ୍ତମାନର ସିଇଓ ଅହମ୍ମଦ ଏଲ ଶେଖଙ୍କ ସ୍ଥାନାନ୍ତର ପରେ ସେ ଏହି ପଦବୀରେ ବସିବେ। ଜାଗୃତ ବର୍ତ୍ତମାନ ପେପ୍ସିକୋ ଆଫ୍ରିକା, ମଧ୍ୟ ପୂର୍ବ ଏବଂ…
ଅଯୋଧ୍ୟରେ ୩ ସନ୍ଦିଗ୍ଧ ଅଟକ, ଚାଲିଛି ପଚରାଉଚରା…
ଆସନ୍ତା ୨୨ ତାରିଖରେ ଅଯୋଧ୍ୟା ରାମ ମନ୍ଦିରରେ ଆୟୋଜିତ ହେବ ପ୍ରାଣ ପ୍ରତିଷ୍ଠା ସମାରୋହ । ଏଥି ନିମନ୍ତେ ପ୍ରସ୍ତତି ଜୋରଦାର ଚାଲିଥିବା ବେଳେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ଇତି ମଧ୍ୟରେ ଗତକାଲି ଅଯୋଧ୍ୟରେ ବୁଲୁଥିବା ୩ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ପୁଲିସ୍। ଚେକିଂ ବେଳେ ୟୁପି…
ଏସସିବି ମେଡିକାଲରେ ପ୍ରଥମ ହାପଲୋ ବୋନମ୍ୟାରୋ ଟ୍ରାନସପ୍ଲାଣ୍ଟ ହୋଇଥିବା ରୋଗୀଙ୍କ ମୃତ୍ୟୁ
କଟକ : କଟକ ଏସସିବି ମେଡିକାଲରେ ପ୍ରଥମ ହାପଲୋ ବୋନମ୍ୟାରୋ ଟ୍ରାନସପ୍ଲାଣ୍ଟ ହୋଇଥିବା ରୋଗୀଙ୍କ ମୃତ୍ୟୁ ଘଟିଛି। ଆଜି ଭୋରରୁ ତାଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି। ଗତ ୯ ତାରିଖରେ ଖୋର୍ଦ୍ଧା ଅଞ୍ଚଳର ଶୁଭ୍ରାଂଶୁ ସାହୁଙ୍କର କଟକ ଏସସିବି…