ତେଲେଙ୍ଗାନାରେ ୧୨,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍‌…

ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍‌ ତେଲେଙ୍ଗାନା ରାଜ୍ୟ ସରକାରଙ୍କ ସହଯୋଗରେ ଏକାଧିକ କ୍ଷେତ୍ରରେ ୧୨,୪୦୦ କୋଟି ଟଙ୍କା (୧.୪୯ ବିଲିୟନ ଡଲାର)ରୁ ଅଧିକ ପୁଞ୍ଜି ନିବେଶ କରିବାକୁ ୪ଟି ଚୁକ୍ତି ସ୍ୱାକ୍ଷର କରିଛି। ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଏବଂ ତେଲେଙ୍ଗାନା…

ମହାରାଷ୍ଟ୍ର ବାଚସ୍ପତିଙ୍କ ସମେତ ୧୪ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ…

ମାହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ସମେତ ୧୪ ଜଣ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ। ନୋଟିସ୍ ହୋଇଥିବା ସମସ୍ତ ବିଧାୟକ ଶିବସେନା (ୟୁବିଟି) ଗୋଷ୍ଠୀର।ଏହି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ନ କରିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ…

ସର୍ଜିକାଲ ଷ୍ଟ୍ରାଇକ୍ ପରେ ଖରାପ ହେଲା ପାକିସ୍ତାନ-ଇରାନ ସଂପର୍କ…

ଇସ୍ଲାମାବାଦ: ପାକିସ୍ତାନ ଉପରେ ଇରାନର ସର୍ଜିକାଲ ଷ୍ଟ୍ରାଇକ୍ ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଖରାପ ହେବାରେ ଲାଗିଛି । ଇରାନରୁ ନିଜ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି ପାକିସ୍ତାନ। ଏହା ସହିତ ପାକିସ୍ତାନରେ ଅବସ୍ଥାପିତ ଇରାନୀ ରାଷ୍ଟ୍ରଦୂତଙ୍କୁ…

ଦାରିଙ୍ଗବାଡ଼ି ଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସିଧାପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଦାରିଙ୍ଗବାଡ଼ି,୧୭/୧, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ଠାରେ ଏଲଇଡି ମାଧ୍ୟମରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସିଧାପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଠାରେ ପ୍ରଭୁ ଜଗନ୍ନାଥଙ୍କୁ ପୂଜାର୍ଚ୍ଚନା କରିବା ସହ ହୋମ ଯଜ୍ଞ କରାଯାଇଛି। ଏହି କାର୍ଯ୍ୟକ୍ରମରେ

ଉତ୍ସର୍ଗୀକୃତ ମନୋଭାବ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୪୬ କର୍ମଚାରୀ ସମ୍ମାନିତ

ଭୁବନେଶ୍ବର: ପୂର୍ବତଟ ରେଳପଥ ବୁଧବାର ଭୁବନେଶ୍ୱରର ରେଳ ଅଡିଟୋରିୟମ ଠାରେ ବିଶିଷ୍ଟ ରେଳ ସେବା-୨୦୨୩ ପୁରସ୍କାର ସମାରୋହ ପାଳନ କରିଛି। ଏହି ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ସମସ୍ତ ରେଳବାଇ କର୍ମଚାରୀଙ୍କୁ ସେମାନଙ୍କର ଉତ୍ସର୍ଗୀକୃତ ସେବା ମନୋଭାବକୁ…

ମୋତେ ଅଯୋଧ୍ୟା ଯିବାକୁ ଏପର୍ଯ୍ୟନ୍ତ ନିମନ୍ତ୍ରଣ ମିଳିନାହିଁ : କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଜାନୁଆରୀ ୨୨ରେ ହେଉଛି । ଏଥିପାଇଁ ବିଭିନ୍ନ କ୍ଷେତ୍ର ସହ ଜଡ଼ିତ ନେତା, ଅଭିନେତା ଓ ସେଲିବ୍ରିଟିଙ୍କୁ ନିମନ୍ତ୍ରଣ ପତ୍ର ପଠାଯାଉଛି। ସେପଟେ ଆମ୍ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌, ୧୦ ହଜାର ଟଙ୍କା ଜରିମାନା…

ଫୁଲବାଣୀ: ଫୁଲବାଣୀ ଏଡିଜେ(ପୋକ୍‌ସୋ) କୋର୍ଟ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୁଷ୍କର୍ମକାରୀ ଯୁବକ ଦୁଃଶାସନ ପ୍ରଧାନ(୪୩)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଶୁଣାଣି କରିଛନ୍ତି। ଜରିମାନା ଅନାଦେୟ ରହିଲେ ଅଧିକ ୧ ବର୍ଷ…

ରାମ ମନ୍ଦିର ପ୍ରତିଷ୍ଠା ଦିନ ଏହି ସବୁ ରାଜ୍ୟରେ ସ୍କୁଲ୍-କଲେଜ ଛୁଟି ସହ ବନ୍ଦ ରହିବ ମଦ-ମାଂସ ଦୋକାନ

ରାମ ମନ୍ଦିର ପ୍ରତିଷ୍ଠା ନେଇ ଚଳ ଚଞ୍ଚଳ ଅଯୋଧ୍ୟା ନଗରୀ। ଦୀର୍ଘ ପାଞ୍ଚ ଶହ ବର୍ଷର ଅପେକ୍ଷା ପରେ ଜନ୍ମଭୂମିରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରତିମା ପୂଜା ପାଇବ। ଏଥିପାଇଁ 22 ଜାନୁଆରୀକୁ ଶୁଭ ସମୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ କେବଳ ଯେ…

ଗୁଡ଼ି ସୂତା ଲାଗି ୭ ବର୍ଷର ଶିଶୁ ଗୁରୁତର…

ଭୁବନେଶ୍ୱର : କଲବଲ କରୁଛି ଗୁଡ଼ି ସୂତା । ପୁଣି ବଡ଼ ଅଘଟଣ । ଗୁଡ଼ି ସୂତା ଲାଗି ୭ ବର୍ଷର ଶିଶୁ ଗୁରୁତର। ଗୁରୁତର ଶିଶୁକୁ ପ୍ରଥମେ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ଆଜି ଦିନ ୩.୩୦ ବେଳେ ଘଟଣା ଘଟିଛି । ଶିଶୁ…

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷଙ୍କ ଦ୍ୱାରା କାଲିମେଳା ବ୍ଲକ ଉତ୍କଳ ସାମ୍ବାଦିକ ସଂଘର କାର୍ଯ୍ୟାଳୟ ନିର୍ମାଣ…

ମାଲକାନଗିରି (୧୭।୧) : ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ କାଲିମେଳା ବ୍ଲକ ଶାଖାର ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟକୁ ଆଜି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଡମା ରାବା ଆନୁଷ୍ଠାନିକ ଭାବେ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତିା ଏହି କାର୍ଯ୍ୟାଳୟ ୧୦ ଲକ୍ଷ ଟଙ୍କା