Sign in
Sign in
Recover your password.
A password will be e-mailed to you.
ପୁଅ-ଝିଅଙ୍କୁ ଧରି କୂଅକୁ ଡେଇଁଥିବା ମହିଳାଙ୍କୁ ୮ବର୍ଷ ଜେଲ୍…
ବାଲିଗୁଡା: ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କୁ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ୨୦୨୧ ମସିହାରେ ରାଇକିଆ ଅଞ୍ଚଳରେ କୂଅକୁ ଠେଲି ନିଜେ କୁଅ କୁ ଡେଇଁବା ଘଟଣାରେ ମହିଳାଙ୍କୁ ୮ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଅତିରିକ୍ତ ଜିଲ୍ଲା ଜଜ୍ । ଏହାସହ!-->…
ଜାନୁଆରୀ ୧୮ ତାରିଖରୁ ପ୍ରାଣୀ ଚିକିତ୍ସକଙ୍କ ସମୂହ ଛୁଟି…
ଫୁଲବାଣୀ : ପ୍ରାଣୀ ଚିକିତ୍ସା ସେବା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣର ଆବଶ୍ୟକତା ସମ୍ପର୍କରେ ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ ତରଫରୁ ବର୍ଷ ବର୍ଷ ଧରି ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିବା ବେଳେ ରାଜ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ ନକରିବା ପରିତାପର ବିଷୟ । ଗତ!-->!-->!-->…
ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଯୋଗଦେଲେ ମନୋରମା ମହାନ୍ତି…
ଭୁବନେଶ୍ୱର: ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡ. ମନୋରମା ମହାନ୍ତି। ପୂର୍ବରୁ ଏହି ପଦରେ ଥିବା ଏଚ୍ ଆର୍ ବିଶ୍ବାସଙ୍କ ସ୍ଥାନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଡ. ମହାନ୍ତି ତାଙ୍କ ନୂଆ ଭୂମିକାରେ…
ଆମେରିକା ରାଷ୍ଟ୍ରପତି ରେସ୍ରୁ ଓହରିଲେ ରାମସ୍ୱାମୀ
ଆମରିକାର ରାଷ୍ଟ୍ରପତି ଦୌଡୁରୁ ଓହରିଲେ ଭାରତୀୟ ବଂଶଦ୍ଭୋବ ଆମେରିକୀୟ ବ୍ୟବସାୟୀ ବିବେକ ରାମସ୍ୱାମୀ। ଆମେରିକାରେ ହେବାକୁ ଥିବା ୨୦୨୪ ରାଷ୍ଟ୍ରପତି ନିର୍ବାଚନରୁ ସେ ହଟିଥିବା ନେଇ ଘୋଷଣା କରିଛନ୍ତି।
ଚଳିତ ବର୍ଷ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।…
ପିଡିଏସ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପୋଷ୍ଟର ଲାଗିବା ବେଆଇନ, ଲୋକେ ହଟାଇଲେ ପୋଲିସ ଦେଉଛି ଧମକ
ଭୁବନେଶ୍ୱର: ପିଡିଏସ୍ କେନ୍ଦ୍ରରେ ପୋଷ୍ଟର ଲଗାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି ।
ମୁଖପାତ୍ର ଅନୀଲ ବିଶ୍ୱାଳ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ କେନ୍ଦ୍ର ପକ୍ଷରୁ ଚାଉଳ ଯୋଗାଇ…
ଧରା ପଡିଲେ ଗ୍ୟାସ ଲୁଟେରା, ୫୦୦ ଅଧିକ ଗ୍ୟାସ୍ ସିଲିଣ୍ଡର ଜବତ…
ବରଗଡ: ବରଗଡ ଜିଲ୍ଲା ପୋଲିସ ବିଭାଗକୁ ମିଳିଲା ବଡ ସଫଳତା | ଦୀର୍ଘ ଦିନ ପରେ ଧରାପଡିଲେ ଗ୍ୟାସ ଲୁଟେରା । ଦୀର୍ଘ ଦିନ ହେବ ବିଭିନ୍ନ ଗ୍ୟାସ କମ୍ପାନୀ ମାନଙ୍କର ଗୋଦାମରେ ଡକାୟତି କରି ଶହ ଶହ ଗ୍ୟାସ ସିଲିଣ୍ଡର ଲୁଟୁଥିବା ଏକ ଗ୍ୟାଙ୍ଗକୁ କାବୁ କଳା ପୋଲିସ | ଏହି…
ମନ୍ଦିର ଉଦଘାଟନ ଉତ୍ସବରେ ଯୋଗଦେବାକୁ ଆସି ହଟହଟା ହେଲେ ନଳିନୀ ପ୍ରଧାନ
ଆଠମଲ୍ଲିକ: ନିର୍ବାଚନ ପୂର୍ବରୁ ଶାସକ ଦଳରେ ଗୋଷ୍ଠୀ କନ୍ଦଳ। ଗଣ୍ଡ ସମାଜ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅନୁଗୁଳ ଆଠମଲ୍ଲିକରେ ଶାସକ ବିଜୁ ଜନତା ଦଳ (ବିଜେଡି) ଦଳ ମଧ୍ୟରେ ଥିବା ଫାଟ ସାମ୍ନାକୁ ଆସିଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ବେଳେ ଦଳୀୟ ନେତା ତଥା…
କତାରରେ ଫସିଛନ୍ତି ୪ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଚିଠି
ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା କତାରରେ ଫସିଥିବା ୪ ଓଡିଆ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି ।
ସୂଚନାଯୋଗ୍ୟ ଯେ,…
ୱାଇଏସ୍ ଶର୍ମିଲାଙ୍କୁ କଂଗ୍ରେସ ଦେଲା ବଡ଼ ଦାୟିତ୍ୱ…
ୱାଇଏସ୍ଆର କଂଗ୍ରେସ ମୁଖ୍ୟ ତଥା ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍ ଶର୍ମିଲା କଂଗ୍ରେସରେ ଯୋଗ ଦେବା ପରେ ପାଇଛନ୍ତି ବଡ଼ ଦାୟିତ୍ୱ। ତାଙ୍କୁ ଆନ୍ଧ୍ର ପ୍ରଦେଶ କଂଗ୍ରେସର ସଭାପତି କରାଯାଇଛି।
ଗତକାଲି ଆନ୍ଧ୍ର ପ୍ରଦେଶ…
ମମିତା ମେହେର ଓ ମହିଳାଙ୍କ ଉପରେ ଅତ୍ୟାଚାର ପ୍ରସଙ୍ଗରେ ଘେରିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ବିଜେଡି ନେତୃତ୍ୱାଧୀନ ଓଡ଼ିଶା ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି ଯେ, ଏ ସରକାର ଅହଂକାରରେ ବୁଡିଛି। ମମିତା ମେହେର ହତ୍ୟା ମାମଲାକୁ ଲୁଚାଇବା ଏବଂ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର…