ପାଣିପାଗ ଖବର ପାଇଁ PMS ଆପ୍ ଲୋକାର୍ପିତ କଲେ ଉପ-ରାଷ୍ଟ୍ରପତି…

ଭୁବନେଶ୍ୱର: ଏଣିକି ପ୍ରତି ପଞ୍ଚାୟତରେ ପାଣିପାଗର ତଥ୍ୟ ପହଞ୍ଚିବ । ଆଇଏମଡିର ମୋବାଇଲ ଆପ ଜରିଆରେ ଏହି ତଥ୍ୟ ପହଞ୍ଚାଯିବାର ବ୍ୟବସ୍ଥା କରାଯାଇଛି । ନିଜ ନିଜ ଭାଷାରେ ଚାଷୀ ଓ ସାଧାରଣ ଲୋକ ପାଇପାରିବେ ପାଣିପାଗ ଖବର । ଏନେଇ ପଞ୍ଚାୟତ ମୌସମ ସେବା ‘PMS’ ଆପର ଶୁଭାରମ୍ଭ…

ଅହଂକାର ନୁହେଁ; ଏହି କାରଣରୁ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ଯୋଗ ଦେବେନି ୪ ଶଙ୍କରାଚାର୍ଯ୍ୟ…

କୋଲକାତା: ଚାରିଆଡ଼େ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଚର୍ଚ୍ଚା ହେଉଛି। ଏହି ସମାରୋହ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ଦଳ ତୀବ୍ର ରାଜନୀତି କରୁଛନ୍ତି। ବିରୋଧୀ ଦଳଙ୍କ ଦାବି ମଧ୍ୟରେ ଚାରିଜଣ ଶଙ୍କରାଚାର୍ଯ୍ୟ ଅଯୋଧ୍ୟା ରାମ ମନ୍ଦିର ସମାରୋହ କାର୍ଯ୍ୟକ୍ରମକୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ସମୀକ୍ଷା କଲେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ…

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । ତାଙ୍କ ସହ ଅନ୍ୟ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ…

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବେ ନାହିଁ ବୋଲି କହିଛନ୍ତି ବିରୋଧୀ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦଳୀୟ…

ବିରଜା ହାଟକୁ ଅନ୍ୟତ୍ର ସ୍ଥାନାନ୍ତରିତ ନିଷ୍ପତ୍ତିକୁ ବ୍ୟବସାୟୀଙ୍କ ବିରୋଧ…

ଯାଜପୁର: ଯାଜପୁର ଜିଲ୍ଲା ର ବିରଜା ହାଟକୁ ଅନ୍ୟତ୍ର ସ୍ଥାନାନ୍ତର ନିଷ୍ପତ୍ତି କୁ ବ୍ୟବସାୟୀ ଙ୍କ ବିରୋଧ ଜାରି ରହିଛି । ଆଜି ପ୍ରଭାବିତ ବ୍ୟବସାୟୀ ଙ୍କ ପକ୍ଷରୁ ଏକ ପ୍ରତିବାଦ ସଭା କରାଯାଇଥିଲା । ଏଥିରେ କ୍ଷତିଗ୍ରସ୍ତ ବ୍ୟବସାୟି ଙ୍କୁ ପ୍ରଥମେ ଥଇଥାନ କରିବା ପରେ…

୧୩୨ କେଭି ତାର ସଂସ୍ପର୍ଶରେ ଆସି ଯୁବକ ଜୀବନ୍ତ ଦଗ୍ଧ…

୧୩୨ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ଜଣେ ଯୁବକ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବସୁଲେଇ ଗାଁରେ ଘଟଇଛି ଏହି ଘଟଣା। ମୃତ ଯୁବକଙ୍କ ନାଁ ଜଗନ ରାଉତ (୨୮)। ତାଙ୍କ ଘର ସେହି ବସୁଲେଇ ଗାଁରେ। ବସୁଲେଇ ଗାଁ ପାଖ ଜଙ୍ଗଲ ଦେଇ ୧୩୨…

ମକର ସଂକ୍ରାନ୍ତିରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ତାରିଣୀ

ମକର ସଂକ୍ରାନ୍ତି ପାଇଁ ଉତ୍ସବମୁଖର ଘଟଗାଁ ମା’ ତାରିଣୀଙ୍କ ପୀଠ । ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମାଆ । ହଜାର ହଜାର ସଂଖ୍ୟାର ଭକ୍ତଙ୍କ ଭିଡ ଜମିଛି । ଆଜି ଭୋର ୪ଟାରୁ ମାଆଙ୍କ ମାର୍ଜଣା, ମଙ୍ଗଳ ଆଳତୀ ସହ ସ୍ବତନ୍ତ୍ର ପୂଜା ସହ ସୁନା ବେଶରେ ସଜ୍ଜିତ…

ଆନ୍ଧ୍ର ପ୍ରଦେଶ କଂଗ୍ରେସ ସଭାପତି ପଦରୁ ରୁଦ୍ର ରାଜୁଙ୍କ ଇସ୍ତଫା, ଶର୍ମିଲାଙ୍କୁ ମିଳିବ ଦାୟିତ୍ୱ…!

ଆନ୍ଧ୍ର ପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଜି. ରୁଦ୍ର ରାଜୁ। ଜାତୀୟ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇଛି। ନିକଟରେ କଂଗ୍ରେସରେ ଯୋଗ ଦେଇଥିବା ୱାଇ.ଏସ୍ ଶର୍ମିଲାଙ୍କୁ ଏହି ପଦ ଦିଆ ଯାଇପାରେ ବୋଲି କୁହାଯାଉଛି।…

ବସ୍‌ରେ ଯାଉଥିବା ବେଳେ ଯାତ୍ରୀଙ୍କ ମୃତ୍ୟୁ, ତଦନ୍ତ ଜାରି

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ବସ୍‌ରେ ଯାଉଥିବା ବେଳେ ଯାତ୍ରୀଙ୍କ ମୃତ୍ୟୁ । ମୃତ ଯାତ୍ରୀ ଜଣଙ୍କ ହେଲେ ଗୌରାଙ୍ଗ ପ୍ରଧାନ । ଭୋଗରାଇରୁ ବାଲେଶ୍ୱର ଯାଉଥିବା ମଧୁସୂଦନ ବସରେ ଘଟିଛି ଏହି ଅଘଟଣ । ପୋଲିସ ଘଟଣାର ତଦନ୍ତ…

ଅମିତ ଶାହଙ୍କ ବଡ଼ ଭଉଣୀଙ୍କ ପରଲୋକ…

କେନ୍ଦ୍ର ମନ୍ତ୍ରୀ ଅମିତ ଶାହଙ୍କ ବଡ଼ ଭଉଣୀ ରାଜେଶ୍ୱରୀବେନ୍ ଶାହଙ୍କର ଆଜି ପରଲୋକ ହୋଇଯାଇଛି। ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ରାଜେଶ୍ୱରୀବେନ୍ ଅନେକ ଦିନ ହେଲାଣି ଅସୁସ୍ଥ ଥିଲେ। ମୁମ୍ବାଇରେ ତାଙ୍କ…