ଦିଲ୍ଲୀରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି, ଦୃଶ୍ୟମାନ ଦୂରତା ‘ଶୂନ’କୁ ଖସିଲା…

ଦିଲ୍ଲୀରେ ରବିବାର ସକାଳେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହା ସହିତ ଚଳିତ ଶୀତଋତୁରେ ଆଜିର ସକାଳଟି ଦିଲ୍ଲୀ ପାଇଁ ଥିଲା ସବୁଠୁ ଥଣ୍ଡା ସକାଳ। ଲୋଧି ରୋଡ୍ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୩.୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ପ୍ରବଳ…

ଦେଢ଼ ମାସର ଶିଶୁ କନ୍ୟାକୁ ବଞ୍ଚେଇବାକୁ ଯାଇ ନିଆଁରେ ଜଳିଗଲେ ମାଆ…

ଢେଙ୍କାନାଳ: ଭୁବନ ଥାନା କୃଷ୍ଣପୁର ଗାଁରେ ଅଭାବନୀୟ ଘଟଣା। ଦେଢ଼ ମାସର ଛୁଆକୁ ବଞ୍ଚାଇବାକୁ ଯାଇ ଜଳିଗଲେ ମାଆ। ଗୁରୁତର ମହିଳା ଜଣଙ୍କ ଭୁବନ ଥାନା ଯମୁନାକୋଟ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁର ଗାଁର ସୁନି ପାତ୍ର। ସୂଚନା ଅନୁସାରେ, ସୁନି ତାଙ୍କର ଦେଢମାସର ଛୁଆକୁ ଚୁଲି…

ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଋତୁଙ୍ଗିଆ ଗ୍ରାମପଞ୍ଚାୟତର ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ବିଧାୟକ

ଆଂଚଳିକ କଳିଙ୍ଗ ହର୍ବାଲ ମେଳା ଉଦଯାପିତ….

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ସ୍ଥିତ କରୋନେଶନ ପଡ଼ିଆରେ ୫ ଦିନିଆ କଳିଙ୍ଗ ହର୍ବାଲ ମେଳା ଉଦଯାପିତ ହୋଇଯାଇଛି। ଆଜିର ଉଦଯାପନୀ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳ ଆଶିଷ୍ ଇଶ୍ଵର ପାଟିଲ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ

ବ୍ଲକ ସ୍ତରୀୟ ନୂଆଁ-ଓ କ୍ରୀଡ଼ା ଉତ୍ସବ ଉଦଯାପିତ…

ଦାରିଙ୍ଗବାଡି,୧୪/୧ : ଦାରିଙ୍ଗବାଡି ମିନି ଷ୍ଟାଡିୟମ ଠାରେ ବ୍ଲକ ସ୍ତରୀୟ ନୂଆଁ - ଓ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଅବସରରେ ବିଡ଼ିଓ ଗଦାଧର ପାତ୍ର ଙ୍କ ଅଧ୍ୟକ୍ଷତା କ୍ରମେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ ସୁଶାନ୍ତ ପ୍ରଧାନ ଯୋଗ ଦେଇଥିଲେ । ଅତିଥି ଭାବେ ତହସିଲଦାର ଶରତ

ପ୍ରଧାନପାଟ କପ୍ ସର୍ବ ଭାରତୀୟ ଫୁଟବଲ ପ୍ରତିଯୋଗିତା : ଝାରସୁଗୁଡା ଚମ୍ପିୟାନ

୨୦ ହଜାର ରୁ ଉର୍ଦ୍ଧ୍ଵ ଫୁଟବଲ ପ୍ରେମୀ ଦର୍ଶକଙ୍କ ଭିଡ଼ଦେବଗଡ (୧୪ା୧) : ପ୍ରଧାନପାଟ କ୍ଲବ ଆନୁକୁଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡ଼ିୟମ୍‌ରେ ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ସର୍ବ ଭାରତୀୟ ‘ପ୍ରଧାନପାଟ୍ କପ୍‌’ ଫୁଟବଲ ଟୁର୍ଣ୍ଣାମେଂଟ ରବିବାର ଉଦଯାପିତ ହୋଇଯାଇଛି । ଆଜିର ଫାଇନାଲ

ରାଜନଗର ବ୍ଲକରେ ବିଦ୍ୟାଳୟସ୍ତରୀୟ ମାନ ନିର୍ଦ୍ଧାରଣ ପ୍ରଶିକ୍ଷଣ ଶିବିର ଉଦ୍ଜାପିତ…

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଓସ୍ତିଆ ପଞ୍ଚାୟତ ବନ୍ଧ ପାଟଣା ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଚଳିତ ମାସ 3ତାରିଖରୁ ଆରମ୍ଭ ହୋଇଥିବା ବିଦ୍ୟାଳୟ ସ୍ତରୀୟ ମାନ ନିର୍ଦ୍ଧାରଣ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇ ଯାଇଛି, ବରିଷ୍ଟ ଶିକ୍ଷକ ପ୍ରମୋଦ କୁମାର ସେଠି ଙ୍କ ପୌରହିତ୍ୟରେ

ଜାନୁୟାରୀ ୨୧ ରେ ମେଗା ମାରାଥନ ଦୌଡ଼ : ସାମିଲ ହେବେ ୪୦୦୦ରୁ ଉର୍ଦ୍ଧ୍ବ ଯୁବ ଓ ଛାତ୍ର…

ଓଡ଼ଗାଁ : ୨୦୨୪ ସାଧାରଣ ନିର୍ବାଚନ ଆଉ କେଇଟା ମାସ ବାକିଥିଲା ବେଳେ ଯୁବଗୋଷ୍ଠଙ୍କୁ ଆକୃଷ୍ଟ କରିବା ପାଇଁ ଶାସକ ବିଜେଡି ଦଳ ର ଆହ୍ବାନ କ୍ରମେ ଏକ ମେଗା ମାରାଥନ ଦୌଡ଼ ର ଆୟୋଜନ କରାଯିବ। ଏ ନେଇ ନୟାଗଡ଼ ବିଧାୟକ ଶ୍ରୀଯୁକ୍ତ ଅରୁଣ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏକ ବୈଠକ

ସଂସ୍କୃତ ମହାବିଦ୍ୟାଳୟରେ ଜାତୀୟ ଯୁବଦିବସ ପାଳିତ

ଓଡ଼ଗାଁ : ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୁରାଳ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଅଧ୍ୟାପକ ଅବନିକନ୍ତ ପାତ୍ରଙ୍କ ସଭାପତିତ୍ବ ରେ ଆୟୋଜିତ କାର୍ଯକ୍ରମ ରେ ପ୍ରଥମେ ସ୍ବାମୀ ବିବେକାନନ୍ଦଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ

୮ ନମ୍ବର ଓ ୯ ନମ୍ବର ୱାର୍ଡ଼ରେ ବୁଲିଲା ଜଗନ୍ନାଥ ଅର୍ପଣ ରଥ…

ଫୁଲବାଣୀ : ଜାନୁଆରି ୧୭ ତାରିଖରେ ପୁରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବ । ଏହାକୁ ସ୍ମରଣୀୟ କରିବା ପାଇଁ ରାଜ୍ୟବ୍ୟାପୀ ପ୍ରତି ପରିବାରରୁ ଅରୁଆ ଚାଉଳ, ଗୁଆ ଆଦି ସଂଗ୍ରହ କରାଯାଇ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀ