ବଡଦେଉଳରୁ ଖସିଲା ପଥର

ପୁରୀ : ବଡଦେଉଳରୁ ଖସିଛି ପଥର। ବଡଦେଉଳକୁ ଲାଗି ରହିଥିବା ବରାହ ମନ୍ଦିରରୁ ଆଜି ଭୋରରୁ ଏକ ପଥର ଖସିଛି। ପଥରଟି ଖସି ଏକାଦଶୀ ମନ୍ଦିର ଟିଣ ଛାତରେ ପଡ଼ିଥିଲା। ପରେ ପଥରଟି ତଳେ ପଡ଼ିଯାଇଥିଲା। ପଥର ଓଜନ ପ୍ରାୟ ଏକ କେଜିରୁ ଅଧିକ ହେବ।ବଡ ଦେଉଳରୁ ଖସିଥିବା ପଥରଟିକୁ ଶ୍ରୀମନ୍ଦିରର କମାଣ୍ଡର…

‘ମେଣ୍ଟ ହେଉ କି ନ ହେଉ, ବିଜେଡ଼ି ୧୧୦ରୁ ଅଧିକ ସିଟ୍‌ରେ ଜିତିବ’

ଭୁବନେଶ୍ବର : ମେଣ୍ଟ ବାବଦରେ ଆମେ ଶୁଣୁଛୁ। ଚୂଡ଼ାନ୍ତ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେବେ। ମେଣ୍ଟ ହେଉ କି ନହେଉ, ବିଜେଡ଼ି ୧୧୦ରୁ ଅଧିକ ସିଟରେ ଜିତିବାର ଜିତିବାର ଅଛି। ଆଜି ଏପରି କହିଛନ୍ତି ବିଜେଡି ବିଧାୟକ ନୃସିଂହ ଚରଣ ସାହୁ।ସେ ଆହୁରି କହିଛନ୍ତି, ଓଡ଼ିଶାର ସ୍ୱାର୍ଥ…

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ତରଫରୁ ଜିଲ୍ଲା ଏବଂ ଦୌରା ଜଜ ସତ୍ୟପିର ମିଶ୍ରଙ୍କ ଅଦାଲତରେ ଆଜି ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି ଯେ, ପ୍ରାକ ମକଦ୍ଦମା ମାମଲା ଗୁଡ଼ିକ ମଧ୍ୟରୁ ୭୭ଟି ଅର୍ଥ ଅସୁଲି ମାମଲାର…

ବୁଡ଼ାଗୁଡ଼ା ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟ ପକ୍ଷରୁ ୬ ଗ୍ରାମବାସୀଙ୍କୁ ଜଙ୍ଗଲ ସମ୍ଭଳ ଅଧିକାର ପଟ୍ଟା ବଣ୍ଟନ କରାଗଲା

ଦାରିଙ୍ଗବାଡି, ୯/୩ : ଦାରିଙ୍ଗବାଡି ତହସିଲ ପକ୍ଷରୁ ବୁଡ଼ାଗୁଡା ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳ ଠାରେ ୬ ଗୋଟି ଗ୍ରାମ ଯଥା ସୀମାଲକିଆ, ଗୁଦ୍ରିପାଙ୍ଗା,ତିଲୋରି, ଶିରିସପାଙ୍ଗ, ବୁର୍ଡାକିଆ, ବଡାଆକିଆ ଗ୍ରାମ ବାସୀଙ୍କୁ ଗୋଷ୍ଠିଗତ ଜଙ୍ଗଲ ଅଧିକାର ଓ ଗୋଷ୍ଠୀଗତ ଜଙ୍ଗଲ ସମ୍ଭଳ ଅଧିକାର ପଟ୍ଟା…

ବ୍ରାହ୍ମଣୀଗାଁ ବ୍ଲକ ଗଠନ ନେ଼ଇ ରାଜ୍ୟ ସରକାରଙ୍କୁ ଦାବୀ ପତ୍ର ପ୍ରଦାନ

ଦାରିଙ୍ଗବାଡ଼ି, ୯/୩ : କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ବ୍ଲକ ଦାବୀରେ ବହୁଜନ ଛାତ୍ର ଓ ଯୁବ ସାମ୍ମୁଖ୍ୟର ରାଜ୍ୟ ସଂଯୋଜକ ତଥା ଆମ୍ବେଦକରାଇଟ୍ ସଲିଡ଼ାରିଟି ଫୋରମ୍ ର ରାଜ୍ୟ ସଂଯୋଜକ ଇଂ ଅନିଲ୍ କୁମାର ମଲ୍ଲିକ୍ ଙ୍କ ନେତୃତ୍ୱରେ ସଂଯୁକ୍ତ ସଂଖ୍ୟାଲଘୁ ଫୋରମ୍ ର ଆବାହକ ଯୁଗଳ କିଶୋର ରଣଜିତ୍,…

ବିଜେଡିକୁ ପ୍ରଦୀପଙ୍କ ଖୋଲା ଚ୍ୟାଲେଞ୍ଜ- ଦମ୍‌ ଅଛି ତ ଏକା ଲଢ଼

ଭୁବନେଶ୍ବର : ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଉପରେ ଗତକାଲି ପୂର୍ଣ୍ଣଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟ ବିଜେପି ପକ୍ଷରୁ ଗତକାଲି ସକାଳେ ଓ ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଦୁଇଥର ମେଣ୍ଟ ସମ୍ଭାବନାକୁ ଖାରଜ କରାଯାଇଥିଲେ ମଧ୍ୟ…

ମିସନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି: ଉପକୃତ ହେବେ ୫୯, ୫୦୯ କର୍ମଚାରୀ

ଭୁବନେଶ୍ବର: ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିସନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ରାଜ୍ୟରେ…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ସବୁ ସ୍ନାତକ, ସ୍ନାତକୋତ୍ତର ପିଲାଙ୍କୁ ମିଳିବ ଛାତ୍ରବୃତ୍ତି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର…

ରତ୍ନଭଣ୍ଡାର ଗଣତି ପାଇଁ ଆବଶ୍ୟକ ପଡ଼ିଲେ ଟେକ୍ନୋଲୋଜିର ସହାୟତା ନିଆଯିବ: ଜଷ୍ଟିସ ଅରିଜିତ ପଶାୟତ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଓ ଏହାର ମରାମତି ନେଇ ଆଲୋଚନା ହୋଇଛି। ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତ କହିଛନ୍ତି, ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ୧୯୭୮ ମସିହା କରାଯାଇଥିବା ଗଣତି ତାଲିକା ଉପରେ ଆଲୋଚନା କରାଯାଇଛି। ରତ୍ନଭଣ୍ଡାର ଭିତରକୁ ଯିବା ପାଇଁ କେତେବେଳେ…

ମଧ୍ୟାହ୍ନ ଭୋଜନରେ ଝିଟିପିଟି: ୧୧ ଛାତ୍ରଛାତ୍ରୀ ଅସୁସ୍ଥ

ଭଦ୍ରକ: ଏକ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ବାହାରି ୧୧ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଏହି ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବରୁ ମଧ୍ୟ ଏଇ ଅଞ୍ଚଳରେ ଏକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ…