ମହାଶିବରାତ୍ରୀ ଶୋଭାଯାତ୍ରାରେ ଅଘଟଣ: କରେଣ୍ଟ ଲାଗି ୧୪ ପିଲା ହସ୍ପିଟାଲରେ ଭର୍ତ୍ତି

ରାଜସ୍ଥାନର କୋଟାରେ ବଡ଼ ଅଘଟଣ ଘଟିଛି। ଆଜି ମହାଶିବରାତ୍ରୀ ପାଇଁ ପ୍ରୋସେସନ ବା ଶୋଭାଯାତ୍ରା ଚାଲିଥିବା ବେଳେ ୧୪ ଜଣ ପିଲା କରେଣ୍ଟ ମାଡ଼ର ଶିକାର ହୋଇଛନ୍ତି। କରେଣ୍ଟ ମାଡ଼ରେ ଆହତ ହୋଇଥିବା ୧୪ ଜଣଙ୍କୁ ତୁରନ୍ତ ଶୋଭାଯାତ୍ରା ସ୍ଥଳରୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ମହାନଦୀରୁ ୬୦ରୁ ଉର୍ଦ୍ଧ୍ୱ ନାଗମୂର୍ତ୍ତି ସହ ୨ଟି ବୃଷଭ ମୂର୍ତ୍ତି ଉଦ୍ଧାର

ବାଙ୍କୀ : ଆଜି ହେଉଛି ପବିତ୍ର ମହା ଶିବରାତ୍ରୀ । ସେଥିପାଇଁ ଚଳଚଞ୍ଚଳ ହୋଇ ଉଠୁଛି ସାରା ସହର । ଦେବ ଦେବ ମହାଦେବଙ୍କ ପୂଜା ପାଇଁ ସବୁଠି ଉତ୍ସବ ମୁଖର ପରିବେଶ । ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ,…

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜୟ ମହାପାତ୍ର

ଭୁବନେଶ୍ୱର: ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗତକାଲି ବିଜେଡିରେ ଯୋଗ ଦେଇଥିଲେ । ଆଜି ବିଜୟ ମହାପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି,‘‘ମୁଖ୍ୟମନ୍ତ୍ରୀ ପୁଅକୁ ଆଶୀର୍ବାଦ ଦେଲେ, ଭଲ ହେଲା । ମୁଁ…

ରାଜ୍ୟସଭାକୁ ମନୋନୀତ ହେଲେ ସୁଧା ମୂର୍ତ୍ତି

ରାଜ୍ୟସଭାକୁ ମନୋନୀତ ହେଲେ ପ୍ରସିଦ୍ଧ ଉଦ୍ୟୋଗପତି ତଥା ଇନଫୋସିସର ଚେୟାରମ୍ୟାନ ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ତଥା ପ୍ରଖ୍ୟାତ୍‌ ଲେଖିକା ସୁଧା ମୂର୍ତ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ମନୋନୀତ କରିଛନ୍ତି। ଏନେଇ ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଜେଡି-ବିଜେପି ମେଣ୍ଟ: ଛିଣ୍ଡୁନି ଅଙ୍କ, ଏକାକୀ ଲଢ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ରାଜ୍ୟ ରାଜନୀତି ବେଶ କିଛି ଦିନ ହେବ ସରଗରମ ଥିଲା । ଶୁଣିବାକୁ ମିଳୁଥିଲା ଉଭୟ କେନ୍ଦ୍ର ରାଜ୍ୟ ମିଶି ଚଳିତ ନିର୍ବାଚନ ଲଢ଼ିବେ । ଅର୍ଥାତ ବିଜେଡି-ବିଜେପି ମେଣ୍ଟ କରିବେ । ଭୁବନେଶ୍ବରରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଘନ ଘନ ବୈଠକ ମଧ୍ୟ ବସିଥିଲା । ଗତକାଲି ବିଜେଡି ନେତା…

ଲଘୁ ଖଣିଜ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହୃତ

ଭୁବନେଶ୍ୱର: ପାଞ୍ଚ ଦିନ ପରେ ଲଘୁ ଖଣିଜ ଦ୍ରବ୍ୟ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହାର ହୋଇଛି । ବିଭିନ୍ନ ଦାବି ନେଇ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ଆଜି ମଧ୍ୟାହ୍ନରୁ ଧର୍ମଘଟ ପ୍ରତ୍ୟାହାର ହୋଇଛି । ଏନେଇ ଖୋର୍ଦ୍ଧା ଟ୍ରକ ମାଲିକ ସଂଘ,…

କମିଲା ଏଲ୍‌ପିଜି ସିଲିଣ୍ଡର ଦର

ମହିଳା ଦିବସରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା। କମିଲା ଏଲ୍‌ପିଜି ସିଲିଣ୍ଡର ଦର। ସିଲିଣ୍ଡର ପିଛା ୧୦୦ ଟଙ୍କା ହ୍ରାସ ପାଇଛି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ତ୍ତମାନ ଏଲପିଜି ଗ୍ୟାସ ମୂଲ୍ୟରେ ୧୦୦ ଟଙ୍କା ରିହାତି ଦିଆଯିବ। ଏହି ପଦକ୍ଷେପ…

ବ୍ରାହ୍ମଣୀ ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା: ଶୌଚ ପାଇଁ ଯିବା ହେଲା କାଳ । ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର । କିଛି ସମୟ ଭିତରେ ଘଟିଗଲା ବଡ଼ ଅଘଟଣ । କେନ୍ଦ୍ରାପଡ଼ା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ହଂସୁଆ ନଦୀରେ ବାଇଧର ମଲ୍ଲିକ ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି…

କପିଳାସରେ ରାତି ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ…

ଦେଶ ଛାଡିବାକୁ ଚାହୁଁଛନ୍ତି ରାଜୀବ ଗାନ୍ଧିଙ୍କ ହତ୍ୟାକାରୀ

ଦେଶ ଛାଡିବାକୁ ଚାହୁଁଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧି ହତ୍ୟାକାଣ୍ଡ ମାମଲାର ଦୋଷୀ ଏସ୍. ନଳିନୀ। ସେ ବ୍ରିଟେନ୍‌ରେ ନିଜ ଝିଅ ସହ ମିଶି ରହିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏଥିପାଇଁ ସେ ମଡ୍ରାସ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପାସପୋର୍ଟ ପାଇବା ଉଦ୍ଦେଶ୍ୟରେ ତାଙ୍କ…