ମଡେଲ ଦିବ୍ୟା ପାହୁଜା ହତ୍ୟା ଘଟଣାରେ ଅଭିଯୁକ୍ତ ବଲରାଜ୍‌ ଗିଲ୍‌ ଗିରଫ

ନୂଆଦିଲ୍ଲୀ/ କୋଲକାତା: ମଡେଲ ଦିବ୍ୟା ପାହୁଜା ହତ୍ୟା ଘଟଣାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଘଟଣାରେ ଅନ୍ୟ ଜାଣ ଅଭିଯୁକ୍ତଙ୍କୁ ଗତକାଲି ପଶ୍ଚିମବଙ୍ଗରୁ ଗିରଫ କରାଯାଇଛି। ଏହି ହତ୍ୟା ମାମଲାରେ ପଳାତକ ଅଭିଯୁକ୍ତ ବଲରାଜ ଗିଲଙ୍କୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପଞ୍ଚ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ମୁତୟନ ହୋଇଛନ୍ତି ୪୪ ପ୍ଲାଟୁନ ଫୋର୍ସ

ପୁରୀ : ନୂଆ ଶ୍ରୀକ୍ଷେତ୍ର ଦେଖୁଛି ସାରା ବିଶ୍ବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଲୋକାର୍ପଣ ଉତ୍ସବ ପାଇଁ ସୁରକ୍ଷା ବଳୟରେ ରହିବ ପୁରୀ ସହର । ୫ ଥାକିଆ ସୁରକ୍ଷା ବ୍ୟବସ୍ଥାରେ ରହିବ ପୁରୀ…

ରାଜ୍ୟସଭା ପାଇଁ ବାଟ ପରିଷ୍କାର, ଆପ୍‌ର ୩ ନେତା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ

ରାଜ୍ୟସଭାକୁ ଗଲେ ଆପ୍‌ର ୩ ପ୍ରାର୍ଥୀ। ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇ ନ ଥିବା ବେଳେ ସେମାନେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଜଣାଯାଇଛି। ଏହି ୩ ପ୍ରାର୍ଥୀ ହେଲେ ଆଦମୀ ପାର୍ଟି ନେତା ସଞ୍ଜୟ ସିଂହ, ନାରାୟଣ ଦାସଗୁପ୍ତା ଓ ଦିଲ୍ଲୀ ମହିଳା ଆୟୋଗର…

ମଣିପୁରରେ ଥମୁନି ହିଂସା; ପିତାପୁତ୍ର ସମେତ ୪ ଜଣଙ୍କୁ ଅପହରଣ ପରେ ହତ୍ୟା

ପୁଣି ଅଶାନ୍ତ ହୋଇ ଉଠିଛି ମଣିପୁର। ହୋଇଛି ରକ୍ତପାତ । ଗଡ଼ିଛି ନିରୀହ ମୁଣ୍ଡ। ଆତଙ୍କବାଦୀମାନେ ୪ ନିରୀହ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଗତ ବୁଧବାରଠୁ ମଣିପୁରର ବିଷ୍ଣୁପୁର ଜିଲ୍ଲାର ଅକାସୋଇ ଗ୍ରାମର ୪ ଜଣ ନିଖୋଜ ଥିବା ବେଳେ ଗତକାଲି ସେମାନଙ୍କ ମୃତଦେହ ବିଷ୍ଣୁପୁର…

ଟିସୁ ପେପରରେ ଆଇଲାଇନର ଜରିଆରେ ସୂଚନା ଲେଖିଥିବା ଚିଠିକୁ ପୁଲିସ କଲା ଜବତ

ନୂଆଦିଲ୍ଲୀ: ବେଙ୍ଗାଲୁରୁର ସିଇଓ ସୂଚନା ସେଠ(ବେଙ୍ଗାଲୁରୁର ସିଇଓ) ଗୋଆରେ ନିଜର ୪ ବର୍ଷର ଶିଶୁକୁ ହତ୍ୟା କରିଥିବା ଅଭିଯୋଗ‌ରେ ପୁଲିସ ହେପାଜତରେ ରଖିଛି। ମହିଳାଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ ପୁଲିସ୍‌ ହାତରେ ପଡ଼ିଥିବା ବେଳେ ତାଙ୍କ କିଛି ସାମଗ୍ରୀରୁ ଏକ ହାତଲେଖା ଚିଠି…

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ । ବିଜେଡି ବିରୋଧରେ ମାମଲା ଗ୍ରହଣ କଲେନାହିଁ ଦିଲ୍ଲୀ ହାଇକୋର୍ଟ। ସରକାରୀ ଯୋଜନା ପ୍ରୋମୋରେ BJDର ଶଙ୍ଖ ଚିହ୍ନ ବ୍ୟବହାର ନେଇ ବିଜେଡି ବିରୋଧରେ ଅଭିଯୋଗ ହୋଇଥିଲା । ବିଜେପି ନେତା ଯତିନ ମହାନ୍ତିଙ୍କ ଆବେଦନକୁ…

ଭାରତର ଦୀର୍ଘତମ ସମୁଦ୍ର ସେତୁ ଲୋକାର୍ପିତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଟଳ ସେତୁର ଲୋକାର୍ପଣ କରିଛନ୍ତି। ଏହା ହେଉଛି ଦେଶର ଦୀର୍ଘତମ ସମୁଦ୍ର ସେତୁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାଁରେ ଏହାକୁ ନାମିତ କରାଯାଇଛି। ଏହା ମୁମ୍ବାଇ ଓ ନଭି ମୁମ୍ବାଇକୁ ସଂଯୋଗ କରୁଛି।…

‘ଆକାଶ ଏନଜି’ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର…

ବାଲେଶ୍ଵର: ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଆକାଶ ଏନଜି’ ର ସଫଳ ପରୀକ୍ଷଣ । ଆଇଟିଆର୍ ପକ୍ଷରୁ ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଦିନ ୧୦ଟା ୩୦ ମିନିଟରେ ଏହି ପରୀକ୍ଷଣ କରାଯାଇଛି । ‘ଆକାଶ ଏନଜି’ର ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର…

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଭବାନୀପାଟଣା ଠାରେ ବିଜେଡି ପକ୍ଷରୁ ଅନୁଷ୍ଠିତ ସମାବେଶ ରେ 5T ଅଧ୍ୟକ୍ଷ ଯୋଗୋଦାନ କରି ଲକୋଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ବିଜୁ ସ୍ୱାସ୍ଥ୍ୟ କାର୍ଡ ,ଲଷ୍ମୀ ବସ ଯୋଜନା ଉପରେ କହିଥିଲେ 5T…

ଚଢ଼ାଉ ପାଇଁ ଯାଇଥିବା ବେଳେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାରେ ୨ ଗିରଫ…

ପଶ୍ଚିମବଙ୍ଗର ଉତ୍ତର ୨୪ ପରଗଣା ଜିଲ୍ଲାର ସନ୍ଦେଶଖାଲୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନଙ୍କୁ ଆକ୍ରମଣ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି। ଏହି ଦୁଇ ଅଭିଯୁକ୍ତ ହେଉଛନ୍ତି ମେହବୁର ମୋଲ୍ଲାହ ଓ ସୁକଲାମ ସରକାର। ଇଡି ଟିମ୍‌କୁ ଆକ୍ରମଣ କରିବା ପରେ…