Sign in
Sign in
Recover your password.
A password will be e-mailed to you.
ପୁଅକୁ ହତ୍ୟା କରି ନଥିବା ଦାବି କଲେ ସିଇଓ ମା’ ସୂଚନା ସେଠ୍
ବେଙ୍ଗାଲୁରୁ ଭିତ୍ତିକ ଷ୍ଟାର୍ଟଅପ୍ ସିଇଓ ସୂଚନା ସେଠ୍ ନିଜର ୪ ବର୍ଷର ପୁଅକୁ ହତ୍ୟା କରି ନଥିବା କହିଛନ୍ତି। ଗୋଆର ଗୋଟିଏ ସର୍ଭିସ ଆପାର୍ଟମେଣ୍ଟରେ ସୂଚନା ନିଜ ପୁଅକୁ ମାରିବା ପରେ ମୃତଦେହକୁ ଗୋଟିଏ…
ଚନ୍ଦ୍ରବାବୁ ନାଇଡୁଙ୍କୁ ଆଶ୍ୱସ୍ତି; ୩ଟି ମାମଲାରେ ମିଳିଲା ଆଗୁଆ ଜାମିନ
ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ୩ଟି ମାମଲାରେ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଇନର୍ ରିଙ୍ଗରୋଡ୍ (ଆଇଆରଆର) ମାମଲା,…
ସୁପର ସବ-ଜୁନିଅର କିରୋଗୀ ଓ ପୁମସି ଟାଏକୋଣ୍ଡୋ ପ୍ରତିଯୋଗିତାରେ କନ୍ଧମାଳକୁ ସ୍ଵର୍ଣ୍ଣ
ଫୁଲବାଣୀ : ଦ୍ୱିତୀୟ ରାଜ୍ୟସ୍ତରୀୟ ସୁପର ସବ ଜୁନିଅର ଓ କିରୋଗୀ ଓ ପୁମାସି ପ୍ରତିଯୋଗିତାରେ କନ୍ଧମାଳକୁ ୧ସ୍ଵର୍ଣ ପଦକ ୩ ରୋପ୍ୟ ପଦକ ଓ ୪ କାଂସ୍ୟ ପଦକ ଓଡିଶା ଟାଏକୋଣ୍ଡୋ ସଙ୍ଘ ଓ ପୁରୀ ଟାଏକୋଣ୍ଡୋ ସଙ୍ଘ ମିଳିତ ସହଯୋଗରେ ଦ୍ୱିତୀୟ ତମ ଓଡିଶା ସୁପର ସବ-ଜୁନିଅର କିରୋଗୀ ଓ ପୁମାସି!-->!-->!-->…
ଯେବେ ମନ ହେବ ସେବେ ରାମମନ୍ଦିର ଯିବି: ସଚିନ ପାଇଲଟ…
ନୂଆଦିଲ୍ଲୀ: ଜାନୁଆରୀ ୨୨ରେ ଉତ୍ତରପ୍ରଦେଶର ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମମନ୍ଦିର ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମକୁ ନେଇ ଅନେକ ଆଲୋଚନା ହେଉଛି। ଦେଶର ଜଣାଶୁଣା ବ୍ୟକ୍ତିତ୍ୱମାନଙ୍କୁ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କରାଯାଉଛି | ଏହି…
ଇତିହାସ ରଚିଲା ଏସସିବି, ପ୍ରଥମ ଥର ପାଇଁ ଅସ୍ଥିମଜ୍ଜା ଟ୍ରାନ୍ସପ୍ଲାଣ୍ଟ ସଫଳ…
କଟକ : କଟକ ଏସସିବି ମେଡିକାଲ କଲେଜରେ ପ୍ରଥମ ହାପଲୋ ଅସ୍ଥିମଜ୍ଜା ପ୍ରତିରୋପଣ ସଫଳ । ସଂପୂର୍ଣ୍ଣ ମାଗଣାରେ ଏହି ଚିକିତ୍ସା କରାଯାଇଛି । ଜଣେ ରକ୍ତ କର୍କଟ ରୋଗୀଙ୍କ ଶରୀରରେ ହାପଲୋ ପଦ୍ଧତିରେ ଅସ୍ଥିମଜ୍ଜା ପ୍ରତିରୋପଣ ହୋଇଥିବା ବେଳେ ଉଭୟ ଷ୍ଟେମ…
ବାଲି ଉଠାଣ ଉପରେ ହାଇକୋର୍ଟଙ୍କ ରହିତାଦେଶ
କଟକ : ମେସିନ ଦ୍ଵାରା ବାଲି ଉଠାଣ ଉପରେ ପୁଣି ରୋକ ଲଗାଇଲେ ହାଇକୋର୍ଟ । ଖଣି ବିଭାଗ ବିଜ୍ଞପ୍ତି ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରାଯାଇଛି । ଗତ ଡିସେମ୍ବର ୨୧ରେ ଖଣି ବିଭାଗ ପକ୍ଷରୁ ଜାରି ହୋଇଥିଲା ବିଜ୍ଞପ୍ତି। ଏଥିରେ ଆବଶ୍ୟକତା ଅନୁଯାୟୀ ମେସିନ ଦ୍ଵାରା…
ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ…
ଖୋର୍ଦ୍ଧା : ପ୍ରେମିକାକୁ ଛୁରାମାଡ଼ ଘଟଣାରେ ମାମଲା ରୁଜୁ। ଗୁରୁତର ପ୍ରେମିକାଙ୍କ ଭାଇଙ୍କ ଏତଲା ଆଧାରରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ପ୍ରେମିକକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଖୋର୍ଦ୍ଧା ବରୁଣେଇ ଶିଳ୍ପାଞ୍ଚଳରେ…
ବ୍ଲାକ୍ ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣ କାରୀକୁ ଧରିଲା ପୋଲିସ…
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ପୋଲିସ କୁ ପୁଣି ମିଳିଛି ବଡ ସଫଳତା । କଳା ପଲସର ଲୁଟେରା ସମେତ ବେଆଇନ କଫ ସିରଫ ଚାଲାଣକାରୀକୁ ଧରିଲା ପୋଲିସ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ । କଳା ପଲସର ଗାଡ଼ିରେ ଆସି ସୁନାହାର ସହ ବିଭିନ୍ନ…
ହ୍ରାସ ହେବ ରାତି ତାପମାତ୍ରା, ଆହୁରୀ ବଢିବ ଶୀତର ପ୍ରକୋପ…
ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ । ଦୀର୍ଘ ବର୍ଷର ବ୍ୟବଧାନ ପରେ ଚଳିତବର୍ଷ ପ୍ରବଳଶୀତରେ କଲବଲ ହେଉଛନ୍ତି ଓଡିଶାବାସୀ । ତେବେ ବର୍ତ୍ତମାନ ଶୀତରେ ଥରହର ହେଉଛଥିବାବେଳେ, ଆଗକୁ ରାତିର ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି…
ସମନ ଭିତରେ ସୋରେନ୍ଙ୍କ ବଡ଼ ନିର୍ଦ୍ଦେଶ, କେନ୍ଦ୍ରୀୟ ଏଜେନ୍ସିକୁ ଦିଅନି ଉତ୍ତର…
ଇଡି ଜାଲରେ ଫସିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍। ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସାତ ଥର ସମନ କରିସାରିଲାଣି। ତଥାପି ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇନାହାନ୍ତି। ଏହାରି ଭିତରେ ସେ ରାଜ୍ୟର ସବୁ ବିଭାଗକୁ ଦେଇଛନ୍ତି ଏକ ବଡ଼ ନିର୍ଦ୍ଦେଶ।…