ପୋଲିଓ ଟିକା ନେଇ ଯାଉଥିବା ପୁଲିସ ଟିମ୍‌ ଉପରେ ଆକ୍ରମଣ, ୬ ମୃତ…

ଭୟଙ୍କର ବିସ୍ଫୋରଣ। ପୋଲିଓ ଟିମ୍‌ର ସୁରକ୍ଷାରେ ଥିବା ପୁଲିସ ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୨୨ ଜଣ ଆହତ ହୋଇଛନ୍ତି। ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ପାକିସ୍ତାନ ଖୋଦ୍‌ ଆତଙ୍କବାଦୀ ଆକ୍ରମଣର ଶିକାର…

ରାଜନୀତି ମୈଦାନରେ ବି ରାଗିଗଲେ ବାଂଲାଦେଶ କ୍ୟାପ୍ଟେନ, ଫ୍ୟାନଙ୍କୁ ଚାପୁଡ଼ା ମାରିବାର ଭିଡିଓ ଭାଇରାଲ୍

ପୁଣି ବିବାଦରେ କ୍ରିକେଟର-କମ୍-ରାଜନେତା ସାକିବ ଅଲ ହାସନ। ଶାକିବ ଜଣେ ଫ୍ୟାନଙ୍କୁ ଚାପୁଡ଼ା ମାରିବାର ଭିଡିଓ ଭାଇରାଲ୍ ହେଉଛି। ପ୍ରଥମ କରି ସାଂସଦ ଭାବେ ନିର୍ବାଚିତ ହୋଇଥିବା ବାଂଲାଦେଶ କ୍ରିକେଟ ଟିମ୍ କ୍ୟାପ୍ଟେନଙ୍କ ଏପରି ବ୍ୟବାହାରକୁ ସମାଲୋଚନା…

ରାଜନଗରରେ ଘରକୁ ଘର ବୁଲିଲା ଅର୍ପଣ ରଥ ସମର୍ପଣ କଲେ ଗୁଆ ଅରୁଆ ଚାଉଳ ଗର୍ଜିଲା ହରିବୋଲ ହୁଳହୁଳି

ରାଜନଗର : ଶ୍ରୀଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସୁରକ୍ଷା ଏବଂ ପ୍ରଚାର ଓ ପ୍ରସାର ଓଡିଶା ସରକାରଙ୍କ "ଆମ ଓଡିଆ ନଵୀନ ଓଡିଶା "ଯୋଜନାର ଅନ୍ୟତମ ଅଂଶବିଶେଷ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୭ ତାରିଖ ଦିନ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ନିର୍ମିତ ଐତିହାସିକ "ଶ୍ରୀମନ୍ଦିର

ଜିଲ୍ଲା ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ମତ୍ସ୍ୟ ଅବତରଣ କେନ୍ଦ୍ର ଉଦ୍ଘାଟିତ…

ଆର,ଉଦୟଗିରି : ଗଜପତି ଜିଲ୍ଲା ମୋହନା ଅନ୍ତର୍ଗତ ହରଭଙ୍ଗୀ ଜଳଭଣ୍ଡାରରେ ନିର୍ଭର କରୁଥିବା ହରଭଙ୍ଗୀ ଆଦିବାସି ପ୍ରାଥମିକ ସମବାୟ ସମିତିର ସଭ୍ୟମାନଙ୍କ ନିମନ୍ତେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ଅବତରଣ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ

ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ୮ ମହିଳା କନଷ୍ଟେବଳ…

ପୁଣି ଖାକିରେ ଲାଗିଲା କଳଙ୍କ। ବରିଷ୍ଠ ଅଧିକାରୀଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ ତାଙ୍କ ବିଭାଗର ହିଁ ମହିଳା। ମହାରାଷ୍ଟ୍ର ପୁଲିସର ମହିଳା କର୍ମଚାରୀମାନେ ନିଜ ବିଭାଗର ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଆଣିଛନ୍ତି ଦୁଷ୍କର୍ମ ଅଭିଯୋଗ। କେବଳ ସେତିକି ନୁହେଁ…

ପୁଣି ତାମିଲନାଡୁରେ ଲଗାଣ ବର୍ଷା; ସ୍କୁଲ୍-କଲେଜ ଛୁଟି

ତାମିଲନାଡୁ ପିଛା ଛାଡୁନି ଲଗାଣ ବର୍ଷା। ପୁଣି ଅଦିନରେ ବର୍ଷା ଜାରି ରହିଛି। ଫଳରେ ରାଜ୍ୟର ଅନେକ ଜିଲ୍ଲାର ସ୍କୁଲ୍-କଲେଜକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି 9ଟି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଛି।…

ହଷ୍ଟେଲରୁ ସପ୍ତମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ରାଉରକେଲା : ରାଉରକେଲାର ଛେଣ୍ଡ ଥାନା ଅନ୍ତର୍ଗତ ‘ଅନ୍ୱେଷା’ ହଷ୍ଟେଲରୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ କୃଷ୍ଣ କୁଜୁର। ତାଙ୍କ ଘର ଗୁରୁଣ୍ଡିଆ ବ୍ଲକ୍ ସୋଲ ଗାଁରେ। ସେ ରାଉରକେଲା ସହରରେ ଥିବା ଏକ ଘରୋଇ ସ୍କୁଲରେ ପଢ଼ୁଥିଲେ। ଆଜି ସେ…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଏଏସ୍‌ଆଇ…

ଜୟପୁର: ଭିଜିଲାନ୍ସ ଜାଲରେ ପୁଲିସ ବାବୁ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଜୟପୁର ଟାଉନ ଥାନା ଏଏସଆଇ ଅନିଲ କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଗାଡି ମୁକୁଳାଇବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହି ଲାଞ୍ଚ ଟଙ୍କା ଦେବାବେଳେ ପୂର୍ବ ପ୍ରସ୍ତୁତି…

ପୂର୍ବତନ ବିଧାୟକଙ୍କୁ ଗିରଫ କଲା ଇଡି

ବେଆଇନ ଖଣି ଖନନ ଓ ଇ-ବାହନ ଦୁର୍ନୀତି ଘଟଣାରେ ଆଜି ହରିଆଣାର ପୂର୍ବତନ ବିଧାୟକ ଦିଲବାଗ ସିଂହଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଗିରଫ କରିଛି। ତାଙ୍କ ସହଯୋଗୀ କୁଲବିନ୍ଦର ସିଂହଙ୍କୁ ମଧ୍ୟ ଇଡି ସମାନ ମାମଲାରେ ବାନ୍ଧିଛି। ଜାନୁଆରୀ ୪ରୁ ବେଆଇନ ଖଣି ଖନନ…

ସଲମାନଙ୍କ ଫାର୍ମ ହାଉସରେ ପଶିବାକୁ ଚେଷ୍ଟା କରି ୨ ଗିରଫ

ବଲିଉଡ ଅଭିନେତା ସଲମାନ ଖାନ୍‌ଙ୍କୁ ଯେବେ ଠାରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗଠାରୁ ହତ୍ୟା ଧମକ ମିଳିଛି, ସେବେଠୁ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏହାରି ଭିତରେ ତାଙ୍କ ପନଭେଲ ସ୍ଥିତ ଫାର୍ମ ହାଉସକୁ ପଶିବାକୁ କିଛି ସନ୍ଦିଗ୍ଧ ବ୍ୟକ୍ତି ଚେଷ୍ଟା କରିଛନ୍ତି।…