Sign in
Sign in
Recover your password.
A password will be e-mailed to you.
କ.ନୂଆଗାଁରେ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ମୁଦ୍ରଣ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବଜାର ଠାରେ ନିର୍ମାଣଧୀନ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନ ମୁଦ୍ରଣ ଉତ୍ସବ ପାଇଁ ପରିଚାଳନା କମିଟି ପକ୍ଷରୁ କଞ୍ଜାମେଣ୍ଡି ପଞ୍ଚାୟତର ବିଭିନ୍ନ ଓ୍ଵାର୍ଡରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ!-->…
୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା…
ଭୁବନେଶ୍ୱର:୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା । ଜଗନ୍ନାଥଙ୍କ ଦର୍ଶନ କରି ଶ୍ରୀକ୍ଷେତ୍ରରୁ ଗଡିବ କଂଗ୍ରେସ ବସ୍ । ରାଜ୍ୟର ସବୁ ନିର୍ବାଚନ ମଣ୍ଡଳି ବୁଲିବ ଦୁଇଟି ବସ୍ । ୪୦ରୁ ଅଧିକ ନେତା ବସ ଯୋଗେ ବିଭିନ୍ନ ନିର୍ବାଚନ ମଣ୍ଡଳିକୁ ଗସ୍ତ କରିବେ ।…
ବିଲକିସ ବାନୋ ମାମଲାରେ ‘ସୁପ୍ରିମ’ ରାୟ: ବିଜେପି ଉପରେ ବର୍ଷିଲେ ବିରୋଧୀ…
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ଗୁଜରାଟ ଦଙ୍ଗା ପୀଡ଼ିତା ବିଲକିସ ବାନୋ ମାମଲାରେ ଆଜି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧୀ ଦଳଗୁଡ଼ିକ ସ୍ୱାଗତ କରିଛନ୍ତି। ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରିବା ସହ ତାଙ୍କ ପରିବାର ସଦସ୍ୟ ଓ ଛୋଟ ଝିଅକୁ ହତ୍ୟା କରିବା ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା…
ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ
ଦେବଗଡ, ୮|୧ : ଦେବଗଡ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ସାନଡଙ୍ଗାଘାଟ ଗ୍ରାମ ନିକଟରେ ଏଭଳି ଏକ ମର୍ମନ୍ତୁତ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣାରେ ରିଆମାଳ ବ୍ଲକ ନୁଆଡିହି ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ନରେନ୍ଦ୍ର ଏକ ବାଇକ ଯୋଗେ ତାଳକୁଣ୍ଡି!-->!-->!-->…
ପଂଚମ ସର୍ବ ଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ସେମିରେ ଦେବଗଡ ପ୍ରଧାନପାଟ କ୍ଲବଦେବଗଡ଼, ୮|୧, ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ପ୍ରଧାନପାଟ କ୍ଲବ ପକ୍ଷରୁ ପଂଚମ ସର୍ବ ଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ଣ୍ଣାମେଂଟ ସୋମବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି । ରାଜ୍ୟ ତଥା ରାଜ୍ୟ ବାହାରର ୮ଟି ଦଳକୁ ନେଇ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଂଟର!-->…
ଜଟଣୀରୁ ୪୧ ଗ୍ରାମ ଓଜନର ବ୍ରାଉନସୁଗାର ଜବତ, ୨ ଗିରଫ…
ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ବ୍ରାଉନସୁଗାର ଜବତ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କ ନିକଟରୁ ୪୧ ଗ୍ରାମ ଓଜନର ବ୍ରାଉନ ସୁଗାର ଏବଂ ୪ ହଜାର ୩୭୦ ଟଙ୍କା ଜବତ ହୋଇଛି ।
ଖବର ମୁତାବକ, ବେଆଇନ ବ୍ରାଉନସୁଗାର ବିକ୍ରୟ ଅଭିଯୋଗରେ ଜଟଣୀ…
ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ…
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ । ଅଳ୍ପକେ ବାର୍ତ୍ତିଲେ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା । ପେଟ୍ରୋଲ ଢ଼ାଳିଥିବା ଯୁବକକୁ କାବୁକଲେ ପୌର କର୍ମଚାରୀ । ଅଭିଯୁକ୍ତ ଯୁବକ ଅଭିଷେକ…
‘କ୍ଲବ ଏନର୍ଜି’ ମାଧ୍ୟମରେ ବିଦ୍ୟାଳୟବ୍ୟାପୀ ସଚେତନତା ସୃଷ୍ଟି କରୁଛି ଟିପିଏସ୍ଓଡିଏଲ୍…
• ଶିକ୍ଷକମାନଙ୍କୁ ନେଇ ଶକ୍ତି ସଚେତନତା ଶିବିର ଆୟୋଜିତ
ବ୍ରହ୍ମପୁର : ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶକ୍ତି ସଂରକ୍ଷଣ ସଚେତନତା ସୃଷ୍ଟି କରାଇବା ସହ ଶକ୍ତି ଉପାଦେୟତା ସମ୍ପର୍କିତ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଟିପିଏସ୍ଓଡିଏଲ୍ (ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍)ର!-->!-->!-->!-->!-->…
ଲିଲିଗଡ ପଞ୍ଚାୟତରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…
ଆର ଉଦୟଗିରି : ଗଜପତି ଜିଲ୍ଲା ମୋହନା ବ୍ଲକର ଲିଳିଗଡ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ. କୁମାର ମଧ୍ୟ ଯୋଗ ଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିରରେ ସମୁଦାୟ ୬୫ଟି!-->…
ମୋହନାରେ ଜଗନ୍ନାଥଙ୍କ ଅର୍ପଣ ରଥଙ୍କୁ ସ୍ବାଗତ ସହ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ…
ଆର ଉଦୟଗିରି : ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ମୋହନା ବ୍ଲକ ଗସ୍ତରେ ଆସି ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରେ ଶ୍ରୀ ଜଗନ୍ନାଥଙ୍କ ଅର୍ପଣ ରଥ କୁ ସ୍ଵାଗତ କରିବା ସହ ଶୁଭାରମ୍ଭ କରିବା ସଙ୍ଗେ ଘର ଘର ବୁଲି ଚାଉଳ ଓ ଗୁଆ ମାଗିଥିଲେ। ଏହି ଶୁଭାରମ୍ଭ ସମୟରେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ!-->…