Sign in
Sign in
Recover your password.
A password will be e-mailed to you.
ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି: କଂଗ୍ରେସ ପ୍ରଭାରୀ ଅଜୟ କୁମାର
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି। ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ବୁଝାମଣା ହୋଇଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏଭଳି ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି…
ମୋଦୀଙ୍କ ବିରୋଧରେ ଆପତ୍ତିଜନକ ବୟାନ ଦେଇ ମନ୍ତ୍ରୀପଦ ହରାଇଲେ ମାଳଦ୍ବୀପର ୩ ସାଂସଦ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ମାଳଦ୍ବୀପର ୩ ମନ୍ତ୍ରୀ ନିଜର ପଦ ହରାଇଛନ୍ତି । ମାଳଦ୍ୱୀପ ସରକାର ରବିବାର ନିଜର ତିନି ଜଣ ମନ୍ତ୍ରୀଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା ତିନି ମନ୍ତ୍ରୀ…
ସ୍ପଷ୍ଟ ଅକ୍ଷରରେ ଡାକ୍ତରମାନେ ପ୍ରେସକ୍ରିପସନ୍ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ଲେଖିବାକୁ ଓଡିଶା ହାଇକୋର୍ଟଙ୍କ…
କଟକ : ସ୍ପଷ୍ଟ ଅକ୍ଷରରେ ଡାକ୍ତରମାନେ ପ୍ରେସକ୍ରିପସନ୍ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ଲେଖିବାକୁ ଓଡିଶା ହାଇକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏ ନେଇ ରାଜ୍ୟର ସମସ୍ତ ଡାକ୍ତରଖାନା, କ୍ଲିନିକ, ମେଡିକାଲ କଲେଜକୁ ନିର୍ଦ୍ଦେଶନାମା ଜାରି କରିବାକୁ…
ଦିଲ୍ଲୀରେ ୧୨ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ…
ପୁଣି ରାଜଧାନୀ ଦିଲ୍ଲୀରେ ଗଣଦୁଷ୍କର୍ମ। ଜଣେ ୧୨ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ଜଣେ ମହିଳା ପ୍ରଲୋଭନ ଦେଖାଇ ଏକ ନିର୍ଜନ ସ୍ଥାନକୁ ନେବା ପରେ ଚାରି ଜଣ ଦୁଷ୍କର୍ମ କରିଛନ୍ତି। ଏଥିରେ ଜଣେ ପୁରୁଷ ଏବଂ ଅନ୍ୟ ତିନି ଜଣ…
ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି ୪ଟି ବିରଳ କଳା ବାଘ
ଓଡ଼ିଶା ଜଙ୍ଗଲରେ ବିରଳ କଳା ବାଘ । ବାଘର ବିଭିନ୍ନ ପ୍ରଜାତି ମଧ୍ୟରେ କଳାବାଘ ବିରଳ ପ୍ରଜାତିର। ଏହି ବାଘ ଶରୀରରେ ମୋଟା ମୋଟା ବହଳ କଳାପଟି ରହିଛି । ଏହା ସଂପୂର୍ଣ୍ଣ ସ୍ୟୁଡୋ ମେଲାନିଷ୍ଟିକ ଟାଇଗର ପରିବାରର । ପ୍ରକୃତି ଆମକୁ ସବୁବେଳେ ଚମତ୍କୃତ କରିଥାଏ ।
ଓଡ଼ିଶା…
୨୦୨୪ ଲୋକସଭା ନିର୍ବାଚନ ପାଇଁ ଜାନୁଆରି ୧୩ରେ ବିହାରରୁ ପ୍ରଚାର ଅଭିଯାନ ଆରମ୍ଭ କରିପାରନ୍ତି ମୋଦୀ…
ନୂଆଦିଲ୍ଲୀ: ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରି ୧୩ ତାରିଖରେ ବିହାରର ଚମ୍ପାରଣ ଜିଲ୍ଲା ବେତିଆ ସହରର ରମଣ ମଇଦାନରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଚାର ଅଭିଯାନ ଆରମ୍ଭ କରିପାରନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ…
କମିସନରେଟ ପୋଲିସର ପୋଷ୍ଟର ପ୍ଲାନ, ଲୁଟେରାଙ୍କୁ ଧରିବାକୁ ନୂଆ ଯୋଜନା
ଭୁବନେଶ୍ଵର: ଏଣିକି ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବା ହେବ ସହଜ । ସେଥିପାଇଁ କମିଶନରେଟ ପୋଲିସର ଅଭିନବ ପ୍ରୟାସ । ରାଜଧାନୀରେ କାନ୍ଥବାଡ଼ରେ ଲଗାଗଲା ମୋଷ୍ଟ ଓ୍ବାଣ୍ଟେଡ ଲୁଟେରାଙ୍କ ପୋଷ୍ଟର । ଚୋର ତଥା କୁଖ୍ୟାତ ଲୁଟେରାଙ୍କୁ ଧରିବାକୁ ଲୋକଙ୍କ ସାହାଯ୍ୟ ଲୋଡିଛି…
ଟିଏମ୍ସି ନେତାଙ୍କୁ ଦିନ ଦ୍ୱିପହରେ ଗୁଳି କରି ହତ୍ୟା
ବିଚ୍ ରାସ୍ତାରେ ତୃଣମୂଳ କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟା। ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲ୍ଲା ବହରାମପୁରରେ ରବିବାର ଦିନ ଦ୍ୱିପହରେ ଏହି ଗୁଳିକାଣ୍ଡ ଘଟିଛି। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଯାଇଛି।
ଲୋକସଭା ନିର୍ବାଚନ ପୂର୍ବରୁ ଜଣେ ସକ୍ରିୟ ଟିଏମ୍ସି…
ଏଟିଏମ ଲୁଟ୍ ଉଦ୍ୟମ ପଣ୍ଡ, ଧରାପଡିଲେ ଦୁଇ ଲୁଟେରା
କନ୍ଧମାଳ : ଏଟିଏମ (ATM) ଲୁଟ୍ ଉଦ୍ୟମ ପଣ୍ଡ । ଧରାପଡିଲେ ଦୁଇ ଲୁଟେରା । ଫୁଲବାଣୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଥିବା ଏଟିଏମ୍ ଭାଙ୍ଗି ଲୁଟ ଉଦ୍ୟମ ବେଳେ ଦୁଇ ଲୁଟେରାଙ୍କୁ ଧରିଛି ପୋଲିସ୍ । ଉଭୟଙ୍କୁ ଅଟକ ରଖି ତଦନ୍ତ କରୁଛି ଫୁଲବାଣୀ ଟାଉନ ଥାନା ପୋଲିସ ।…
ଆବଶ୍ୟକ ପଡ଼ିଲେ କଳ୍ପନା ସୋରେନ୍ ହେବେ ମୁଖ୍ୟମନ୍ତ୍ରୀ
ଇଡି ଜାଲରେ ଛନ୍ଦି ହୋଇଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍। ସେ ଇସ୍ତଫା ଦେଇପାରନ୍ତି ବୋଲି ଆକଳନ କରାଯାଉଛି। ଏହାରି ଭିତରେ ତାଙ୍କ ପତ୍ନୀ କଳ୍ପନା ସୋରେନ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଲାଗି ରହିଥିବା ଚର୍ଚ୍ଚା ଉପରେ ବିରାମ ଲାଗିଥିଲେ…