Sign in
Sign in
Recover your password.
A password will be e-mailed to you.
ନିର୍ବାଚନ ପୂର୍ବରୁ ଛତିଶଗଡ ଓ ମାଲକାନଗିରି ପୋଲିସ ମଧ୍ୟରେ ସମନ୍ଵୟ ବୈଠକ, ମାଓ ଗତିବିଧିକୁ ନେଇ ସମୀକ୍ଷା
ମାଲକାନଗିରି, ୪।୧ : ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ କରାଇବା ପାଇଁ ମାଲକାନଗିରି ଜିଲ୍ଲା ସୀମାନ୍ତରେ ଥିବା ଛତିଶଗଡ ପୋଲିସ ଏବଂ ମାଲକାନଗିରି ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତ କିଛିଦିନ ପୂର୍ବେ!-->…
ଓଡ଼ଗାଁ ଓ ତାର ଆଖପାଖ ଅଞ୍ଚଳରେ ହାତୀ ଉପଦ୍ରବ
ଓଡ଼ଗାଁ : ଦୀର୍ଘ ଦିନ ଧରି ଓଡ଼ଗାଁ ଓ ତାର ଆଖପାଖ ଅଞ୍ଚଳରେ ହତୀ ଉପଦ୍ରବ ଦେଖିବାକୁ ମିଳୁଛି। ଜଙ୍ଗଲ ର ହାତୀ ଖାଦ୍ୟ ଅନ୍ୱେଷଣ ରେ ଜନବସତି ମୁହଁ। । ଏହାଦ୍ବାରା ଓଡ଼ଗାଁ ଓ ତାର ଆଖପାଖ ଅଞ୍ଚଳରେ ଭୟ ର ବାତାବରଣ ଦେଖାଯାଇଛି। ଲୋକ ମାନଙ୍କର ଧାନ ଫସଲ ସହିତ ଅନ୍ୟାନ୍ୟ ଫସଲ କୁ ହାତୀ ଖାଇବା ଓ!-->…
ମହିଳା କୁସ୍ତି ଯୋଦ୍ଧାଙ୍କୁ ଧମକାଇ ଚୁପ୍ ରହିବାକୁ କହୁଥିଲେ ବ୍ରିଜ ଭୂଷଣ: ଦିଲ୍ଲୀ ପୁଲିସ୍…
ନୂଆଦିଲ୍ଲୀ: କୁସ୍ତି ଯୋଦ୍ଧାଙ୍କ ସଂଘର୍ଷ ସଫଳ ହେଉଥିବା ଦେଖାଯାଉଛି। କାରଣ ବିଜେପି ବାହୁବଳି ସାଂସଦ ତଥା ଭାରତୀୟ କୁସ୍ତି ସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ଭୂଷଣ ସରଣ ସିଂହଙ୍କ ବିରୋଧରେ ଦିଲ୍ଲୀ ପୁଲିସ ଶକ୍ତ ହେଉଥିବା ଦେଖିବାକୁ ମିଳୁଛି। ଦିନେ ଯେଉଁ ପୁଲିସ ବ୍ରିଜ…
ପିକଅପ ଭ୍ୟାନ ଓଲଟି ଜଣେ ମୃତ, ୧୯ ଆହତ
ସୁନ୍ଦରଗଡ଼: ସଂକୀର୍ତ୍ତନ କରିବା ପାଇଁ ଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯ ଜଣ ଆହତ ହୋଇଛନ୍ତି। ମୃତାହତମାନେ ସୁନ୍ଦରଗଡ଼ ଜିଲ୍ଲା କେନାପାଲି ଗାଁର। ମୃତକଙ୍କ ନାଁ ସୁବଳ ପଟେଲ। ତାଙ୍କୁ ୬୦ ବର୍ଷ ହୋଇଥିଲା।…
ରାଜ୍ୟରେ ୩ କୋଟି ୩୨ ଲକ୍ଷ ଭୋଟର, ତୃତୀୟ ଲିଙ୍ଗ ମତଦାତା ସଂଖ୍ୟା ୩୩୮୦: ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪କୁ ଆଖି ଆଗରେ ରଖି ଆମ ରାଜ୍ୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଗତବର୍ଷ ଅକ୍ଟୋବର ୨୭ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏସଂପର୍କରେ ଉପସ୍ଥିତ ରାଜନୈତିକ ଦଳମାନଙ୍କୁ ମୁଖ୍ୟ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ପୁରୀରେ ମୁଖ୍ୟ ଶାସନ ସଚିବ…
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀରେ ପହଞ୍ଚି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରକଳ୍ପ, ଶ୍ରୀଦାଣ୍ଡ, ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ବୁଲି ଦେଖିଛନ୍ତି। ତାଙ୍କ ସହ ଅନ୍ୟ…
ଶରଦ ପାୱାରଙ୍କ ସମ୍ପର୍କୀୟଙ୍କ ଠିକଣାରେ ପଶିଲା ଇଡି
ଏନସିପି ସୁପ୍ରିମୋ ତଥା ବରିଷ୍ଠ ରାଜନେତା ଶରଦ ପାୱାରଙ୍କ ସମ୍ପର୍କୀୟଙ୍କ ଠିକଣାରେ ଆଜି ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ପାୱାରଙ୍କ ଅଣନାତି ତଥା ବିଧାୟକ ରୋହିତ ପାୱାରଙ୍କ ମାଲିକାନାରେ ଥିବା କମ୍ପାନୀରେ ଆଜି ଇଡି ଚଢ଼ଉ କରିଛି। ୨୫ ହଜାର କୋଟି ଟଙ୍କାର…
ସ୍ତ୍ରୀକୁ କୁରାଢୀରେ ହାଣି ହତ୍ୟା କରି ସ୍ୱାମୀ ଫେରାର
ବଲାଙ୍ଗୀର: ବରମପୁରା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। କୃଷ୍ଣଚନ୍ଦ୍ର ବାଗ ନାମକ ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଅଞ୍ଜନା ବାଗଙ୍କୁ କୁରାଢୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଞ୍ଜନା ନିଜ ଘରେ ଗାଧୋଉଥିବା ବେଳେ ଏହି ଘଟଣା ଘଟିଛି।
ପାଟଣାଗଡ଼ ପୁଲିସ…
୨୦୦ ବର୍ଷ ପୁରୁଣା ଇଣ୍ଡିଆନ ମ୍ୟୁଜିୟମକୁ ବୋମା ଧମକ
ଦୀର୍ଘ ୨୦୦ ବର୍ଷ ପୁରୁଣା ତଥା କୋଲକାତାର ପ୍ରସିଦ୍ଧ ‘ଇଣ୍ଡିଆନ ମ୍ୟୁଜିୟମ’କୁ ବୋମା ଧମକ ମିଳିଛି। ଇ-ମେଲ ଯୋଗେ ଅଜଣା ଦୁର୍ବୃତ୍ତମାନେ ମ୍ୟୁଜିୟମ କର୍ତ୍ତୃପକ୍ଷଙ୍କୁ ବୋମା ବିସ୍ଫୋରଣର ଧମକ ଦେଇଛନ୍ତି। ଧମକ ମିଳିବା ପରେ କୋଲକାତା ପୁଲିସ୍ ପକ୍ଷରୁ ପୂରା ଅଞ୍ଚଳକୁ କର୍ଡନ…
ଏଥର ଯୁବ ଭୋଟର ବିଜେଡି ସପକ୍ଷରେ ଯିବେ ନାହିଁ: ଶରତ ପଟ୍ଟନାୟକ
ଭୁବନେଶ୍ବର: ରାହୁଲ ଗାନ୍ଧୀଙ୍କ ପଦଯାତ୍ରା କାର୍ଯ୍ୟକ୍ରମର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନରେ ଦଳ ସରକାରକୁ ଆସିବ। ବିଜେପି ଓ ବିଜେଡି ଲୋକଙ୍କୁ ଭୁଆଁ ବୁଲାଉଥିଲେ।…