ମୋଦୀଙ୍କ କଥା ମାନି ଭାରତରେ ବିବାହ କରୁଛନ୍ତି ଅନନ୍ତ !

ମୁମ୍ବାଇ: ଦେଶର ସବୁଠାରୁ ବଡ ଧନୀକ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଘରେ ଖୁବ୍ ଶୀଘ୍ର ସାହାନାଇ ବାଜିବାକୁ ଯାଉଛି। କାରଣ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀ ଖୁବଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଅନନ୍ତ ତାଙ୍କ ପ୍ରେମିକା ରାଧିକା ମର୍ଚାଣ୍ଟଙ୍କ ସହ ବିବାହ…

ପ୍ରଥମ ଭାରତୀୟ ଭାବେ ସୁନୀଲ ଭାରତୀ ମିତ୍ତଲ ପାଇବେ ନାଇଟ୍‌ହୁଡ ସମ୍ମାନ

ସୁନୀଲ ଭାରତୀ ମିତ୍ତଲ କମ୍ପାନୀର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସୁନୀଲ ଭାରତୀ ମିତ୍ତଲଙ୍କୁ ନାଇଟ୍‌ହୁଡ୍‌ ସମ୍ମାନ ମିଳିବ। ସେ ପ୍ରଥମ ଭାରତୀୟ ଭାବେ ଏପରି ସମ୍ମାନ ପାଇବାକୁ ଯାଉଛନ୍ତି। ବ୍ରିଟିଶ ସରକାରଙ୍କ ସର୍ବଶ୍ରେଷ୍ଠ ସମ୍ମାନ ହେଉଛି ନାଇଟ କମାଣ୍ଡ। ଏବେ ଶ୍ରୀ ମିତ୍ତଲ ଏଥିରେ…

ଇଡିରେ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବାରିପଦା ଇଂଜିନିୟରିଂ ଜମି ମାମଲାରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅକୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକଙ୍କ ଘରେ କିଛି ଦିନ ତଳେ…

ହିମାଚଳ ପ୍ରଦେଶରେ ରାଜନୈତିକ ହଙ୍ଗାମା: ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସୁଖୁ

ହିମାଚଳ ପ୍ରଦେଶରେ ରାଜନୈତିକ ହଟଚମଟ ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀ ସୁଖୱିନ୍ଦର ସିଂ ସୁଖୁଙ୍କ ନେତୃତ୍ବ ବିରୋଧରେ ତେଜୁଛି କଂଗ୍ରେସ ଅସନ୍ତୋଷ । ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଇସ୍ତଫା ଦେବେ । ଗତ ଦୁଇଦିନ ଧରି ଚାଲିଥିବା ଚର୍ଚ୍ଚା ମଧ୍ୟରେ ନିଜ ପଦ…

୨୦୨୯ରେ ହେବ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ !

ନୂଆଦିଲ୍ଲୀ: ୨୦୨୯ ମଧ୍ୟଭାଗ ସୁଦ୍ଧା ସମ୍ବିଧାନରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଲାଗୁ କରିବା ପାଇଁ ସମ୍ବିଧାନରେ ଆବଶ୍ୟକ ଅଧ୍ୟାୟ ଯୋଡ଼ିବାକୁ ସୁପାରିଶ କରିପାରେ ବିଧି ଆୟୋଗ । ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଅନୁସାରେ ଦେଶରେ ଗୋଟିଏ ସମୟରେ ଲୋକସଭା, ରାଜ୍ୟ ବିଧାନସଭା ଏବଂ ସ୍ଥାନୀୟ…

ବଜ୍ରକାପ୍ତା ଡିଲ୍ ବେଳେ ରେଡ୍, ୬ ଜଣଙ୍କୁ ଗିରଫ କଲା ବନ ବିଭାଗ

ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି ରେଞ୍ଜ ଚଉରା ଜଙ୍ଗଲରେ ଚାଲିଥିଲା ବଜ୍ରକାପ୍ତା ଡିଲ୍ ଖବରପାଇ ମାଡିବସିଲା ବନ ବିଭାଗ । ଘଟଣାସ୍ଥଳରୁ ୧୧ କେଜିର ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବାସହ ୬ ଜଣଙ୍କୁ ଗିରଫ କରିଛି ବନବିଭାଗ । ଏହାସହ ତିନୋଟି ବାଇକ ମଧ୍ୟ ଜବତ କରିଛି । ବେଆଇନ ଭାବେ…

ରିସର୍ଟରେ ଲାଗିଲା ନିଆଁ, ବରଫ ଫିଙ୍ଗିଲେ ପର୍ଯ୍ୟଟକ

ରିସର୍ଟରେ ଲାଗିଲା ଭୟଙ୍କର ନିଆଁ। ନିଆଁ ଲିଭାଇବାକୁ ପାଣି ବଦଳରେ ବରଫ ଫିଙ୍ଗିଲେ ପର୍ଯ୍ୟଟକ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଜମ୍ମୁକଶ୍ମୀରର ଗୁଲମର୍ଗରେ। ଏହାର ଭିଡିଓରେ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଆଜି ସକାଳୁ ଗୁଲମର୍ଗର ଏକ ପ୍ରସିଦ୍ଧ ରିସର୍ଟରେ ଭୟଙ୍କର ଅଗ୍ନିକାଣ୍ଡ…

୬ ମାସରେ ୨୩୪ ନିର୍ବାଚନ ମଣ୍ଡଳୀ ବୁଲିଲା ବିଜେପି, ଶେଷ ଦିନରେ ସାମିଲ ହେଲେ ମୋଦି

ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି ତାମିଲନାଡୁରେ ଜୋରଦାର ପ୍ରଚାର କରିଛି। ଭୋଟରଙ୍କୁ ଆକୃଷ୍ଟ କରିବା ସହ ଦକ୍ଷିଣ ଭାରତରେ ନିଜର ଉପସ୍ଥିତି ଜାହିର କରିବା ପାଇଁ ଦଳ ଫୁଲଦମରେ ଲାଗି ପଡ଼ିଛି। ଏଥିପାଇଁ ବିଜେପି ୬ ମାସ ମଧ୍ୟରେ ତାମିଲନାଡୁର ସମସ୍ତ ୨୩୪ ବିଧାନସଭା ଆସନରେ ପଦଯାତ୍ରା କରିଛି। …

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାଇକ୍ରୋସଫଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାଇକ୍ରୋସଫଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍ । ନବୀନ ନିବାସରେ ଉଭୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି । ଆଜି ସକାଳୁ ମାରାଥନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପ୍ରଥମେ ବସ୍ତି ପରିଦର୍ଶନରୁ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏହାପରେ…

ଅଖିଳେଶଙ୍କୁ ସିବିଆଇ ସମନ

ଫସିଲେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ସିଂହ ଯାଦବ। ତାଙ୍କ ପାଖକୁ ସମନ ପଠାଇଲା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥ ତଥା ସିବିଆଇ। ବେଇଆନ ଖଣି ଖନନ ମାମଲାରେ ତାଙ୍କୁ ପଚରାଉଚରା କରିବା ପାଇଁ ସିବିଆଇ ସମନ ଜାରି କରିଛି। …