Sign in
Sign in
Recover your password.
A password will be e-mailed to you.
ଭାଙ୍ଗିଗଲା ମାଟି ହାଣ୍ତି, ବୁଡ଼ିଲା ଭେଳା; ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଲେ
ନୀଳଗିରି : ଡ୍ୟାମ୍ ମଝିରେ ଭାଙ୍ଗିଗଲା ମାଟି ହାଣ୍ତି, ବୁଡ଼ିଗଲା ଭେଳା। ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଲେ ୨୦ରୁ ଅଧିକ ପର୍ଯ୍ୟଟକ। ଦୀର୍ଘ ସମୟ ପରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପାଣିରୁ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲେ। ଆଜି ଅପରାହ୍ନରେ ଏପରି ଘଟଣା ବାଲେଶ୍ୱର ଜିଲ୍ଲା ନୀଳଗିରି…
୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ…
ପୁରୀ: ୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି,ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆସନ୍ତା ୧ ତାରିଖରେ ନୟାଗଡ଼…
ASI ଙ୍କ ସମେତ ୪ ପୁଲିସ୍ କର୍ମଚାରୀଙ୍କ ବଦଳି…
ଭଦ୍ରକ : ନାଇଟ୍ ପାଟ୍ରୋଲିଂ ବେଳେ ଗୋପୀନାଥ ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିବା ଅଭିଯୋଗ ଘଟଣାରେ ଭଦ୍ରକ ଜିଲ୍ଲା ଆଗରପଡ଼ା ଥାନାର ଜଣେ ଏଏସ୍ଆଇଙ୍କ ସମେତ ୪ ପୁଲିସ୍ କର୍ମଚାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ଭଦ୍ରକ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି…
ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍ପିଟାଲ୍ରେ ହେଲା ଏକୋଇଶିଆ, ଦିଆଗଲା ନାଁ
ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।
ଶିଶୁ କନ୍ୟାଟି ଏବେ ବୁର୍ଲା ବଡ଼…
ବାହାଘର ଭୋଜି ଖାଇ ଜଣେ ମୃତ, ୨୦ରୁ ଅଧିକ ଗୁରୁତର
ସୁନ୍ଦରଗଡ଼: ବାହାଘର ଭୋଜି ଖାଇ ଜଣଙ୍କର ମୃତ୍ୟୁ ହେବା ସହ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବିଷାକ୍ତ ଖାଦ୍ୟ ଖାଇ ଅସୁସ୍ଥ ହୋଇଥିବା ସନ୍ଦେହ ଉପୁଜିଛି। ସୁନ୍ଦରଗଡ଼ ସବଡ଼େଗା ବ୍ଲକ…
ଉପ ଶବ୍ଦକୁ ଲିଭାଇ ଲୋକେ କଲେ ଜିଲ୍ଲାପାଳ !
ପଦ୍ମପୁର : ଆଜି ନୂଆବର୍ଷ। ୨୦୨୩ ମସିହା ଯାଇ ୨୦୨୪ ମସିହା ପଦାର୍ପଣ କଲାଣି। ହେଲେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ବାହାରିଲା ନାହିଁ। ଯାହାକୁ ନେଇ ପଦ୍ମପୁରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପଦ୍ମପୁର ଉପ ନିର୍ବାଚନ ସମୟରେ…
ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି…
ଭୁବନେଶ୍ବର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର ମାସରେ ବିଜେଡି…
ଶ୍ରୀକ୍ଷେତ୍ରରେ ଅସମ୍ଭାଳ ଭିଡ଼
ପୁରୀ : ନୂଆ ବର୍ଷରେ ନୂଆ ରେକର୍ଡ। ଶ୍ରୀଜିଉଙ୍କୁ ଦର୍ଶନ କରିବାକୁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର। ମହାପ୍ରଭୁଙ୍କ ଦର୍ଶନରୁ ବର୍ଷର ଆରମ୍ଭ କରିବାକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।ଅପରାହ୍ନ ୫ଟା…
ସାଇବର ଅପରାଧ ରୋକିବାକୁ କମିଶନରେଟ ପୁଲିସର ମାଷ୍ଟରପ୍ଲାନ୍
ଭୁବନେଶ୍ବର : ନୂଆ ବର୍ଷ ରେ ସାଇବର ଅପରାଧ ରୋକିବାକୁ କମିଶନରେଟ ପୁଲିସ ର ନୂଆ ମାଷ୍ଟର ପ୍ଲାନ। ପୁଲିସ ସହ କାମ କରିବେ ସାଇବର ଭଲେଣ୍ଟିଅର। ବିଭିନ୍ନ ସଫ୍ଟ ୱେୟର କମ୍ପାନୀ ର ୨୫ ଜଣ ସାଇବର ଏକ୍ସପର୍ଟ ପୁଲିସ…
ଜାନୁଆରୀରେ କମିବ ଥଣ୍ଡା !
ଭୁବନେଶ୍ବର : ଜାନୁଆରୀ ୨୦୨୪ରେ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି। ସ୍ୱଭାବିକଠାରୁ ରାତିର ତାପମାତ୍ରା ଅଧିକ ରହିବାକୁ ଥିବାରୁ ଥଣ୍ଡା କମ୍ ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…