Sign in
Sign in
Recover your password.
A password will be e-mailed to you.
ଦାୟିତ୍ବ ନେଲେ ଭାରପ୍ରାପ୍ତ ଡିଜି ଅରୁଣ ଷଡ଼ଙ୍ଗୀ
କଟକ: ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ତଥା ରାଜ୍ୟ ପୁଲିସର ସ୍ବତନ୍ତ୍ର ଡିଜି ପାହ୍ୟାର ଅଧିକାରୀ ଅରୁଣ ଷଡ଼ଙ୍ଗୀ ଆଜି କାର୍ଯ୍ୟକାରୀ ପୁଲିସ ଡିଜି ଭାବେ ଦାୟିତ୍ବ ନେଇଛନ୍ତି। ରାଜ୍ୟ ପୁଲିସ ମୁଖ୍ୟାଳୟରେ…
ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା।ଏଣେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ…
ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ…
ସଂଘର୍ଷର ଲମ୍ବା ଇତିହାସକୁ ଦୃଷ୍ଟିରେ ରଖି ଅଯୋଧ୍ୟା ମାମଲାର ନିଷ୍ପତ୍ତି ନିଆଯାଇଥିଲା : ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼
ନୂଆଦିଲ୍ଲୀ: ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ସୋମବାର (ଜାନୁଆରୀ ୧) ରାମ ମନ୍ଦିର ମାମଲାର ନିଷ୍ପତ୍ତି ଉପରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଛନ୍ତି ଯେ ଅଯୋଧ୍ୟା ମାମଲାର ବିଚାରପତିମାନେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନେଇଥିଲେ ଯେ କିଏ ରାୟ ଲେଖିଛି ତାହା…
ପ୍ରତ୍ୟାହାର ପରେ ୯୭.୩୮ ପ୍ରତିଶତ ୨୦୦୦ଟଙ୍କିଆ ନୋଟ୍ ରିଜର୍ଭ ବ୍ୟାଙ୍କକୁ ଫେରିଲା
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ସୋମବାର କହିଛି ଯେ ମେ ୧୯, ୨୦୨୩ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୩୮ ପ୍ରତିଶତ ନୋଟ ବ୍ୟାଙ୍କ୍କୁ ଫେରସ୍ତ ଆସିଯାଇଛି।
ସଦ୍ୟତମ ତଥ୍ୟରୁ ଜଣାପଡିଛି ଯେ ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟର…
ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ…
ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ ବାଂଲାଦେଶ କୋର୍ଟ…
ଢାକା: ବାଂଲାଦେଶର ନୋବେଲ ବିଜେତା ଅର୍ଥନୀତିଜ୍ଞ ଡକ୍ଟର ମହମ୍ମଦ ୟୁନୁସଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସୋମବାର ଏକ ଅଦାଲତ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୮୩ ବର୍ଷୀୟ ଅର୍ଥନୀତିଜ୍ଞ ୨୦୦୬ ମସିହାରେ ଦାରିଦ୍ର୍ୟ ବିରୋଧୀ ଅଭିଯାନ ପାଇଁ ନୋବେଲ ଶାନ୍ତି…
“ଆମ ମସଜିଦ ଆମଠାରୁ ଛଡ଼େଇ ନେବେ….ଆଶଙ୍କା ପ୍ରକାଶ କଲେ ଅସଦୁଦ୍ଦିନ ଓଓ୍ବୈସି
ନୂଆଦିଲ୍ଲୀ : ରାମ ମନ୍ଦିର ସମାରୋହ ପାଇଁ ପ୍ରସ୍ତୁତି ଏବଂ ସୁନେହରୀ ମସଜିଦକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଲ ଇଣ୍ଡିଆ ମଜଲିସ ଇତ୍ତେହାଦୁଲ ମୁସଲିମିନ (ଏଆଇଏମଆଇଏମ୍ ) ସଭାପତି ଅସଦୁଦ୍ଦିନ ଓୱେସି କହିଛନ୍ତି…
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଦିନ ମୁମ୍ବାଇରେ ଦୀପାବଳି ପାଳିବାକୁ କହିଲେ ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ…
ମୁମ୍ବାଇ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଅଯୋଧ୍ୟା ବ୍ୟତୀତ ଅନ୍ୟ ରାଜ୍ୟରେ ମଧ୍ୟ ରାମ ମନ୍ଦିରକୁ ନେଇ ବିଭିନ୍ନ ପ୍ରକାରର ଚର୍ଚ୍ଚା ହେଉଛି। ଏହି କ୍ରମରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜାନୁଆରି ୨୨ ତାରିଖରେ…
ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରକୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରକୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର। ୟୁଏପିଏ (ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ ୧୯୬୭) ଅନୁଯାୟୀ ସରକାର ତାକୁ ଆତଙ୍କବାଦୀ ଘୋଷଣା କରିଥିବା ଜଣାପଡ଼ିଛି। ଗୃହ ମନ୍ତ୍ରାଳୟ ଦ୍ବାରା ଜାରି ବିଜ୍ଞପ୍ତିରେ କୁହାଯାଇଛି…