Sign in
Sign in
Recover your password.
A password will be e-mailed to you.
ସୁନାମୀ ଯୋଗୁଁ ଜାପାନର ପରମାଣୁ କେନ୍ଦ୍ରକୁ ନେଇ ଚିନ୍ତା…
ନୂଆଦିଲ୍ଲୀ: ଜାପାନରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୁରନ୍ତ ପରେ ସୁନାମି ଆସିଥିଲା, ଯାହା ଫଳରେ ସହର ଭିତରକୁ ପାଣି ପଶିଯାଇଛି। ଏହି ଘଟଣା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଲହରର ଉଚ୍ଚତା ୧.୩ ଫୁଟ ପର୍ଯ୍ୟନ୍ତ ରହିଛି। ଆଗାମୀ କିଛି ଘଣ୍ଟା ମଧ୍ୟରେ…
ପରମାଣୁ ପ୍ରତିଷ୍ଠାନର ତାଲିକା ବିନିମୟ କଲେ ଭାରତ-ପାକିସ୍ତାନ…
ନୂଆଦିଲ୍ଲୀ: ତିନି ଦଶନ୍ଧିରୁ ଅଧିକ ସମୟ ଧରି ଚାଲି ଆସିଥିବା ଏକ ଦ୍ୱିପାକ୍ଷିକ ଚୁକ୍ତି ଅନୁଯାୟୀ ଭାରତ ଏବଂ ପାକିସ୍ତାନ ସୋମବାର ସେମାନଙ୍କର ପରମାଣୁ ପ୍ରତିଷ୍ଠାନର ଏକ ତାଲିକା ଆଦାନ ପ୍ରଦାନ କରିଛନ୍ତି; ଯେଉଁଥିରେ ଉଭୟ ପକ୍ଷ ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ…
ନୂଆବର୍ଷ ପାର୍ଟି ସାରି ଫେରୁଥିବା ବେଳେ ଅଘଟଣ, ୬ ମୃତ…
ରାଞ୍ଚି : ନୂଆବର୍ଷରେ ଘଟିଲା ଅଘଟଣ। ନ୍ୟୁ-ଇୟର୍ ପାଟ ସାରି ଫେରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା କାର୍। ଡିଭାଇଡର୍ରେ ପିଟି ହୋଇ ଚାଲିଗଲା ୬ ଜଣଙ୍କ ଜୀବନ। ଝାଡ଼ଖଣ୍ଡର ଜାମଶେଦପୁରରେ ଘଟିଛି ଏଭଳି କିଛି ଦୁର୍ଘଟଣା।
ସୂଚନା ମୁତାବକ, ଜାମଶେଦପୁରର ବିଷ୍ଣୁପୁର…
କେନାଲ ନିକଟରୁ ମିଳିଲା ଅର୍ଜୁନ ପୁରଷ୍କାର ପ୍ରାପ୍ତ ଓ୍ୱେଟ୍ଲିଫ୍ଟରଙ୍କ ମୃତଦେହ
ନୂଆଦିଲ୍ଲୀ : କେନାଲ ନିକଟରୁ ମିଳିଲା ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ମୃତଦେହ। ସନ୍ଦିଗ୍ଧ ଅବସ୍ଥାରେ ୫୪ ବର୍ଷୀୟ ଡେପୁଟି ସୁପରିଟେଣ୍ତେଣ୍ଟ ଅଫ୍ ପୁଲିସ ଦଲବୀର ସିଂହ ଦେଓଲଙ୍କ ମୃତଦେହ ମିଳିଛି। ଦଳବୀର ସିଂହ ଜଣେ ଜଣାଶୁଣା ଓ୍ୱେଟ୍ଲିଫ୍ଟର୍ ମଧ୍ୟ ଥିଲେ। ତାଙ୍କୁ…
ପ୍ରଭୁ ଶ୍ରୀ ରାମଙ୍କ ନାମରେ ବିଜେପି ନିର୍ବାଚନ ଲଢୁଛି ବୋଲି କହିବା ସମ୍ପୂର୍ଣ୍ଣ ଭୁଲ : ରାମ ମନ୍ଦିର ମୁଖ୍ୟ ପୂଜକ
ଅଯୋଧ୍ୟା : ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ। ଏହି କାର୍ଯ୍ୟକ୍ରମ ପାଇଁ ଏବେ ଲୋକଙ୍କୁ ନିମନ୍ତ୍ରଣ ପଠାଯାଉଛି। ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ବଡ ବଡ ନେତା, ତଥା ଅଭିନେତାଙ୍କୁ ଆମନ୍ତ୍ରିତ କରାଯାଇଛି। ଏହାରି…
ବିଚ୍ ରାସ୍ତାରେ ଦଳିତ ମହିଳାଙ୍କୁ ପିଟିଲା ପୁଲିସ, ଭିଡିଓ ଭାଇରାଲ
ପାଟନା : ରକ୍ଷକ ସାଜିଲା ଆକ୍ରମଣକାରୀ। ଦାଦାଗିରି ଦେଖାଇଲା ପୁଲିସ। ବର୍ବରତାର ସବୁ ସୀମା ଟପିଲା। ବିଚ୍ ରାସ୍ତାରେ ଦଳିତ ମହିଳାଙ୍କୁ ପିଟିଲା। ବିହାରର ସୀତାମଢ଼ି ଅଞ୍ଚଳରେ ସର୍ବସମ୍ମୁଖରେ ଜଣେ ଦଳିତ ମହିଳାଙ୍କୁ ଜଣେ ପୁଲିସ କର୍ମଚାରୀ ମାଡ଼ ମାରିଛନ୍ତି। ଏହି ପୂରା…
ଶକ୍ତିଶାଳୀ ଭୂକମ୍ପ ପରେ ସୁନାମି, ଲୋକେ ଭୟଭୀତ
ଟୋକିଓ : ନୂଆବର୍ଷରେ ଭୟଙ୍କର ଭୂମିକମ୍ପ ଝଟ୍କାରେ ଦୋହଲିଲା ଜାପାନ। ୭.୫ ତିବ୍ରତାର ଭୂମିକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି। ଏହାରି ଭିତରେ ଜାପାନର ଉପକୂଳ ଅଞ୍ଚଳରେ ୫ ଫୁଟ ଉଚ୍ଛତାର ସୁନାମି ଲହଡି ମାଡ଼ ହୋଇଛି। ଏହାକୁ ନେଇ ଲୋକେ ଭୟଭୀତ ହୋଇପଡିଛନ୍ତି।…
କେରଳ ରାଜ୍ୟପାଳଙ୍କ କୁଶ ପୁତ୍ତଳିକା ଜାଳିବା ଅଭିଯୋଗରେ ଏସଏଫଆଇ ନେତା ଓ ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ
ନୂଆଦିଲ୍ଲୀ: ରବିବାର ସନ୍ଧ୍ୟାରେ କେରଳର ପାୟାମ୍ବାଲମ୍ ଢ଼େବଳାଭୂମିରେ ରାଜ୍ୟପାଳ ଆରିଫ ମହମ୍ମଦ ଖାଁଙ୍କ ବିଶାଳ କୁଶ ପୁତ୍ତଳିକା ଦାହ କରିବା ଅଭିଯୋଗରେ ଭାରତୀୟ ଛାତ୍ର ମହାସଂଘ (ଏସଏଫଆଇ)ର ରାଜ୍ୟ ସଭାପତି କେ…
ହେମନ୍ତ ସୋରେନଙ୍କ ପତ୍ନୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବେ କି? ବିଜେପି ସାଂସଦଙ୍କ ବଡ ବୟାନ…
ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍)ର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ବିଧାନସଭାରୁ ଇସ୍ତଫା ଦେବା ପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦାବି କରିଛନ୍ତି ଯେ ହେମନ୍ତ ସୋରେନ ଖୁବଶୀଘ୍ର ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଏବଂ ତାଙ୍କ…
ଗଳାବାଟ ଦେଇ ତିନି ଖାକି ବରର୍ଦ୍ଧି ର ଆଶୀର୍ବାଦ ରେ ଗଞ୍ଜେଇ-ବିଦେଶୀ ମଦ – କାଠ ଚୋରା ଚାଲାଣ..!
ବ୍ରହ୍ମପୁର : ରାତ୍ର ୩ ଘଣ୍ଟାରୁ ଭୋର ୫ ଟା ରେ ୫୯ ନମ୍ବର ଜାତୀୟ ରାଜପଥ ରେ ଥିବା ଗଳାବାଟ ଦେଇ ଗଞ୍ଜେଇ-ବିଦେଶୀ ମଦ -ଚୋରା କାଠ ଚାଲାଣ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଶୀତଋତୁ ଏବେ ଗଞ୍ଜେଇ-ବିଦେଶୀ ମଦ -ଚୋରା କାଠ ମାଫିଆ ଙ୍କ ପୁଷ ମାସ ପାଲଟିଛି। ୫୯ ଜାତୀୟ ରାଜପଥ ରେ ଥିବା!-->…