Sign in
Sign in
Recover your password.
A password will be e-mailed to you.
ସଡକ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର…
ରାଉରକେଲା :ସୁନ୍ଦରଗଡ ଜିଲ୍ଲାର ରାଏବଗା ଥାନା ଅଧୀନରେ ଥିବା ପରତାପୁର ପଞ୍ଚାୟତ ଅନ୍ତର୍ଗତ ମୋଗୋଟଲି ଗ୍ରାମ ରାସ୍ତା ଉପରେ ଗୋଟିଏ ଗାଈକୁ ବଞ୍ଚାଇବାକୁ ଯାଇ ବାଇକ ଚାଳକ ନିଜର ଭାରସାମ୍ୟ ହରାଇ ରାସ୍ତା ଉପରେ ଛିଟିକି ପଡ଼ି ଦୁର୍ଘଟଣା ଘଟିଥିବାରୁ ଦୁଇ ଯୁବକ ଗୁରୁତର ଆହତ ହୋଇଥିଲେ ! ସ୍ଥାନୀୟ!-->…
ବାଇକ ଚୋରକୁ ଧରି ପୋଲିସ କଲା କୋର୍ଟ ଚାଲାଣ…
ରାଉରକେଲା : ସୁନ୍ଦରଗଡ ଜିଲ୍ଲାର ରାଏବଗା ଥାନା ଅଧୀନରେ ଥିବା ଗତ ୨୩/୯/୨୩ ରିଖ କାଦୋବାହାଲ ଗ୍ରାମରେ ଗଣେଶ ପୂଜାର ରାତ୍ରରେ ଯାତରା ଦେଖିବା ପାଇଁ ଝୁନୁମୁର ପଞ୍ଚାୟତ ଅନ୍ତର୍ଗତ ସାନକୁଚୁଲୁ ଗ୍ରାମର ଇନ୍ଦ୍ର ବଡ଼ାଇକଙ୍କ ପୁଅ କ୍ରୀଷ୍ଣା ବଡାଇକ ଯାତ୍ରା ଦେଖିବାକୁ ଯାଇଥିଲା ଯାତ୍ରା!-->!-->!-->!-->!-->…
ମାନସିକ ସ୍ବାସ୍ଥ୍ୟ ଓ ‘ଏଆଇ ଟୁଲ୍’ ଭାଷିଣୀ ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ବାରୋପ…
ନୂଆଦିଲ୍ଲୀ: ମାନସିକ ସ୍ବାସ୍ଥ୍ୟ ଓ ‘ଏଆଇ ଟୁଲ୍’ ଭାଷିଣୀ ଉପରେ ଆଜି ‘ମନ୍ କୀ ବାତ୍’ର ୧୦୮ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁତ୍ବାରୋପ କରିଛନ୍ତି।
ଆଜିର ଏହି କାର୍ଯ୍ୟକ୍ରମରେ ‘ଫିଟ୍ ଇଣ୍ଡିଆ ଆନ୍ଦୋଳନ’ ପ୍ରତି ଦେଶବାସୀଙ୍କ ପ୍ରତିକ୍ରିୟାକୁ…
୨୪ ଘଣ୍ଟାରେ ଦେଶରେ ୮୪୧ ନୂଆ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ: ଆଜି ଦେଶରେ ୮୪୧ଜଣ ନୂଆ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ କରାଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ୱେବ୍ସାଇଟ୍ ସୂଚନାରୁ ଜଣାପଡ଼ିଛି। ଗତ ୨୨୭ ଦିନ ବା ୭ ମାସରେ ଏହା ହେଉଛି ସର୍ବାଧିକ ସଂକ୍ରମଣ ବୃଦ୍ଧି ରିପୋର୍ଟ।
ଶନିବାର ଦିନ ସକ୍ରିୟ…
ଆଇଆଇଟି ବିଏଚ୍ୟୁ ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲା, ବନ୍ଧା ହେଲେ ୩ ଜଣ…
ଧରାପଡିଲେ ଆଇଆଇଟି ବିଏଚ୍ୟୁ ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲାର ଅଭିଯୁକ୍ତ। ୨ ମାସ ତଳେ ଆଇଆଇଟି ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ହୋଇଥିବା ଦୁଷ୍କର୍ମ ମାମଲାରେ ସମସ୍ତ ୩ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି।
ଗିରଫ ଯୁବକମାନେ ହେଲେ କୁନାଲ ପାଣ୍ଡେ, ଆନନ୍ଦ ଓରଫ…
ଚିକିଟୀ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ଶୀତବସ୍ତ୍ର ଓ ଚାଉଳ ବଣ୍ଟନ
ଚିକିଟୀ : ଚିକିଟୀ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ତେନ୍ତୁଳିଆ ରାଧାମୋହନପୁର କୋଠଘର ଠାରେ ଶୀତବସ୍ତ୍ର ଓ ଚାଉଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଚିକିଟୀ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ କେନ୍ଦ୍ରୀୟ ପରିଷଦ ସମେତ ରାଧାମୋହନ ପୁର ଆଞ୍ଚଳିକ ପରିଷଦ!-->…
ଠକେଇର ନୂଆ ଫର୍ମୁଲା, ଗର୍ଭବତୀ କରାଇଲେ ମିଳିବ ୧୩ ଲକ୍ଷ ଟଙ୍କା…
ସାଇବର ଠକେଇ କଥା ପ୍ରାୟ ସମସ୍ତେ ଜାଣିଥିବେ। କିନ୍ତୁ ଏବେ ସାମ୍ନାକୁ ଆସିଛି ଠକେଇର ଏକ ନୂଆ ଫର୍ମୁଲା। ଯୁବକମାନଙ୍କୁ ଫସାଇବା ପାଇଁ ସାଇବର ଠକମାନେ ଆପଣାଇଛନ୍ତି ନୂଆ ଫଣ୍ଡା। ମହିଳାଙ୍କୁ ଗର୍ଭବତୀ କରାଇବାକୁ ଯୁବକଙ୍କୁ ଲକ୍ଷ ଲକ୍ଷ ଟଙ୍କାର କରୁଥିଲେ ଅଫର। ବିହାରରୁ…
୨୦୨୪ରେ ଆଉ ୩ଟି ‘ସ୍ପାଇ ସାଟେଲାଇଟ୍’ ଛାଡ଼ିବା ଓ ଆଣବିକ ଶକ୍ତି ବୃଦ୍ଧି ପାଇଁ ପ୍ରତିଜ୍ଞା କଲେ କିମ୍ ଜୋଙ୍ଗ୍ ଉନ୍
ପ୍ୟୋଙ୍ଗ୍ୟାଙ୍ଗ୍: ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଛନ୍ତି ବୋଲି ‘ୱାର୍କର୍ ପାର୍ଟି ଅଫ୍ କୋରିଆ’ର ବର୍ଷାନ୍ତ ସମ୍ମିଳନୀରେ ଉତ୍ତର କୋରିଆର ନେତା କିମ୍ ଜୋଙ୍ଗ୍ ଉନ୍ ସ୍ପଷ୍ଟ କରି କହିବା ସହିତ ନବବର୍ଷରେ ଆଉ ୩ଟି ସାଟେଲାଇଟ୍ ଉତ୍କ୍ଷେପଣ କରିବା ଓ ଆଣବିକ…
ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼…
ସୁନ୍ଦରଗଡ଼ : ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଡ୍ରାଇଭର ଭର୍ତ୍ତି। ସୁନ୍ଦରଗଡ଼ କୁତ୍ରା ଥାନା କିରିଙ୍ଗସିରାରେ ହୋଇଛି ଗୁଳିମାଡ଼। ପିକଅପ ଭ୍ୟାନ ଚଳାଇ ସୁବାସ ନାୟକ ନାମକ ଯୁବକ ଯାଉଥିବା ବେଳେ ତାଙ୍କ ଉପରେ ଫାୟାରିଂ…
ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାର ମୁକ୍ତ ଓ ସମୃଦ୍ଧଶୀଳ ଓଡ଼ିଶା ଗଠନ ହେଉଛି ନୂତନ ବର୍ଷର ଆହ୍ୱାନ: ବିଜେପି
ଭୁବନେଶ୍ୱର: ସରିଲା ବର୍ଷ ୨୦୨୩ । ରାତି ପାହିଲେ ଇଂରାଜୀ ନୂଆବର୍ଷ-୨୦୨୪ । ଏନେଇ ସମଗ୍ର ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।
ଏହି ଅବସରରେ ମନମୋହନ ସାମଲ…