Sign in
Sign in
Recover your password.
A password will be e-mailed to you.
ଭୁବନେଶ୍ୱରରେ ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ ଉଦ୍ଘାଟିତ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀଠାରେ ଏକ ନିଆରା ଜାତୀୟ ଭ୍ରାମ୍ୟମାଣ କଳା ପ୍ରଦର୍ଶନୀ ‘ଏକା-ଦି ୱାନ’ (EKA- The One) ଉଦ୍ଘାଟିତ ହୋଇଯାଇଛି। କଳାକାର ତଥା ସାମାଜିକ ଉଦ୍ୟୋଗୀ ଡ. ବୀଣା ଉନ୍ନିକ୍ରିଷ୍ଣନ୍ଙ୍କ ପରିକଳ୍ପନାରେ ପ୍ରସ୍ତୁତ ଏହି ତିନି!-->…
କଟକରୁ ଭୁବନେଶ୍ୱର ପ୍ରତି ଅଧ ଘଣ୍ଟାରେ ଗଡ଼ିବ ନମୋ ଟ୍ରେନ: ରେଳମନ୍ତ୍ରୀ
ଭୁବନେଶ୍ୱର : ସଂସଦରେ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ଅଧ ଘଣ୍ଟାରେ ନମୋ ଟ୍ରେନ ଚଳାଚଳ କରିବ ବୋଲି ସେ ଘୋଷଣା କରିଛନ୍ତି । ଏହି ଟ୍ରେନ ଚଳାଚଳ ହେଲେ ଦୁଇ ସହର ମଧ୍ୟରେ ଦିନକୁ ଯାତାୟାତ!-->…
ରାଜ୍ୟରେ ବଢ଼ୁଛି ତାତି; ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରୀ ସେଲସିଅସ
ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାପମାତ୍ରା । ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୪୦.୬ ଡିଗ୍ରୀ ସେଲସିଅସ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୫.୫ ଡିଗ୍ରୀ ସେଲସିଅସ ରହିଛି। କିଛି ଅଞ୍ଚଳରେ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ମଧ୍ୟରେ ରହିଥିବାରୁ!-->…
ଏସଆଇଆର ପ୍ରସଙ୍ଗରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦଳୀୟ ବିଧାୟକ। ପ୍ରଥମେ ଏସଆଇଆର ପ୍ରସଙ୍ଗରେ ଚାଲିଛି ବୈଠକ । ରାଜ୍ୟ ବିଜେପି!-->…
ବଲାଙ୍ଗିର ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
ବଲାଙ୍ଗିର: ପୁଣି କଏଦୀ ମୃତ୍ୟୁ । ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ । ୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ ଯାଇଥିଲେ ଗୋପାଳ । ବର୍ଷେ ତଳେ ଆଜୀବନ କାରାଦଣ୍ଡ ଶୁଣାଇଥିଲେ!-->…
ନିଜ ଇଚ୍ଛାରେ ଯେଉଁଠିବି ରହିପାରିବ ପ୍ରାପ୍ତବୟସ୍କ ଝିଅ: ହାଇକୋର୍ଟ
କଟକ : ଜଣେ ପ୍ରାପ୍ତବୟସ୍କ ବ୍ୟକ୍ତି ଯଦି ସ୍ବାଧୀନ ଭାବେ ବଞ୍ଚି ରହିବାକୁ ନିଷ୍ପତ୍ତି ନିଅନ୍ତି ତେବେ ଏପରି ନିର୍ଣ୍ଣୟରେ କୌଣସି ବାଧା ନାହିଁ । ଏପରି ଝିଅଙ୍କୁ ଶ୍ଵଶୁରଘର ବା ବାପା-ମା’ଙ୍କ ପାଖରେ ରହିବାକୁ ବାଧ୍ୟ କରିବା ଭଳି ଆଇନରେ ବ୍ୟବସ୍ଥା ନାହିଁ ବୋଲି ହାଇକୋର୍ଟ କହିବା ସହ!-->…
ପୋଲିସ ପରିଚୟ ଦେଇ ଟ୍ରକରୁ ଚାନ୍ଦା ମାଗୁଥିବା ବେଳେ ଯୁବକଙ୍କୁ ବାନ୍ଧିଲା ପୋଲିସ
ବାଲେଶ୍ବର: ବନ୍ଧା ହେଲା ନକଲି ପୋଲିସ । ପୋଲିସ ପରିଚୟ ଦେଇ ଟ୍ରକରୁ ଚାନ୍ଦା ମାଗୁଥିବା ନକଲି ପୋଲିସକୁ ବାନ୍ଧିଲା ପୋଲିସ । ବାଲେଶ୍ୱର ଜିଲ୍ଲା ଖଇରା ଅଂଚଳରେ ନକଲି ପୋଲିସ କର୍ମଚାରୀ ଗିରଫ । ଗିରଫ ଯୁବକ ହେଲେ ବାଲେଶ୍ବର ଖଇରା ଥାନା ଅର୍ଜୁନପୁର ଗାଁର ମିହିରରଂଜନ ଦାସ । ସୋର!-->…
ଗରିଆପାଲି ଟ୍ରିପଲ ମର୍ଡର: ଆତ୍ମହତ୍ୟା ଉଦ୍ୟମ ବେଳେ ଅଭିଯୁକ୍ତକୁ ଉଦ୍ଧାର କଲା ପୋଲିସ
ଦେବଗଡ଼: ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଗରିଆପାଲି ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ଜୀବନ ହାରିବା ଉଦ୍ୟମ । ହତ୍ୟା ଅଭିଯୁକ୍ତ ରମେଶ ଗରିଆ ଗାଁ ପାଣି ଟାଙ୍କି ଉପରେ ବିଷପାନ କରି ଜୀବନ ହରିବାକୁ ଉଦ୍ୟମ କରିଛନ୍ତି । ଉଦ୍ଧାର ପରେ ତାଙ୍କୁ ପ୍ରଥମେ କୁଣ୍ଢେଇଗୋଳା!-->…
ପ୍ରଧାନଶିକ୍ଷକଙ୍କ ବିରୋଧରେ ସରକାରୀ ଅର୍ଥ ହଡ଼ପ ଅଭିଯୋଗ, ସ୍କୁଲ ଖାତାକୁ ଟଙ୍କା ଫେରସ୍ତ କରିବାକୁ ଅଞ୍ଚଳବାସୀଙ୍କ ଦାବି
କୋରାପୁଟ : ପ୍ରଧାନ ଶିକ୍ଷକଙ୍କ ନାଁରେ ଟଙ୍କା ହଡ଼ପ ଅଭିଯୋଗ । ୧୪ ବର୍ଷ ହେବ ଗୋଟିଏ ବିଦ୍ୟାଳୟର ଦାୟିତ୍ୱକୁ ନେଇ ଉଠିଛି ପ୍ରଶ୍ନ ? ନାରାୟଣପାଟଣା ବ୍ଳକ ଲଙ୍ଗଳବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଆସିଛି ସାଙ୍ଘାତିକ ଅଭିଯୋଗ । ଏହି ସ୍କୁଲରେ ବିଗତ ୧୪ ବର୍ଷ ହେବ ଜାମି ସତ୍ୟନାରାୟଣ!-->…
ରାଇକିଆରେ ହାତୀ ଉପଦ୍ରବ, ଦୁଇ ବୃଦ୍ଧ ମୃତ
ରାଇକିଆ: ମୟୂରଭଂଜ ରାଇକିଆରେ ପୁଣି ହାତୀ ଉପଦ୍ରବ। ଦୁଇଜଣ ବୃଦ୍ଧଙ୍କୁ ଦଳି ମାରିଦେଲା ଦନ୍ତା ହାତୀ । କନ୍ଧମାଳ ଜିଲ୍ଲା ରାଇକିଆ ଥାନା ପେଟାପାଙ୍ଗା ଡ୍ରାମ୍ବା ଜଙ୍ଗଲରେ ଏହି ଅଘଟଣ ଘଟିଛି । ଦୁଇ ବୃଦ୍ଧ ଜଙ୍ଗଲରୁ ଘରକୁ ଫେରୁଥିବା ବେଳେ ହାତୀ ଦଳି ମାରିଛି । ମୃତକମାନେ ହେଲେ ଡ୍ରାମ୍ବା!-->…