ଭାରତ ମହାସାଗରରେ କ୍ଷେପଣାସ୍ତ୍ର ମୁତୟନ କରିବ ଭାରତ

ନୂଆଦିଲ୍ଲୀ: ଭାରତ ମହାସାଗରରେ ଚୀନ  ଓ ପାକିସ୍ତାନର ବଢୁଥିବା ଗତିବିଧି ଉପରେ ଭାରତ ତୀକ୍ଷ୍ଣ ନଜର ରଖିଛି। ଉଭୟ ଦେଶର ମୁକାବିଲା କରିବା ପାଇଁ ଭାରତୀୟ ସେନା ୫୦୦ କିଲୋମିଟର ଦୂରତା ବିଶିଷ୍ଟ ବୁଡ଼ାଜାହାଜ-ଉତକ୍ଷେପଣ କ୍ରୁଜ୍ କ୍ଷେପଣାସ୍ତ୍ର (ଏସ୍ଏଲସିଏମ୍)ର ପରୀକ୍ଷଣ କରିବାକୁ ଯାଉଛି। ଆକାଶ…

ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟୀ ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଳୀ: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟ ସହ ସିରିଜ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ । ଶେଷ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିଛି ରୋହିତ ବାହିନୀ । ୫ ୱିକେଟ ହରାଇ ୧୯୨ ରନର ବିଜୟଲକ୍ଷ୍ୟକୁ ହାସଲ କରିଛି ଭାରତ। ଦୁଇ ଯୁବ ବ୍ୟାଟର ଶୁଭମନ ଗିଲ ଓ ଧ୍ରୁବ ଜୁରେଲଙ୍କ…

ଓଡ଼ିଶା ସମେତ ଦେଶରେ ୨ ହଜାରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶବାସୀଙ୍କୁ ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି । …

ଆଦିବାସୀ ଇଲାକା କୁ ସଂଯୋଗ ହେବ ନୂଆ ରାସ୍ତା : ୭କୋଟି ୧୪ଲକ୍ଷ୍ ମଞ୍ଜୁର…

ନୟାଗଡ଼: ଉତ୍ତମ ଗମନା ଗମନସାମାଜିକ ଓ ଅର୍ଥନୈତିକ ଅଭବୃଦ୍ଧି ର ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହାକୁ ଗୁରୁତ୍ଵ ଦେଇ ଆସୁଛନ୍ତି । ଓଡ଼ଗାଁ ବ୍ଲକ ରବିଗାଡିଆ ପଞ୍ଚାୟତ ଦୋଳଗୋବିନ୍ଦ ପୁର ଠାରୁ ଢୋଲମସ୍କା…

ରାଜନଗର ଜଗନ୍ନାଥ ମନ୍ଦିର ଵଜାରରେ କ୍ୟାବିନ୍ ତାଢି ବହୁମୂଲ୍ୟର ଜିନିଷ ଚୋରୀ…

ରାଜନଗର -26.2.024 କେନ୍ଦ୍ରାପଡା ଜିଲ୍ଲା ରାଜନଗର ଵ୍ଲକ ସଦର ମହକୁମାରେ ଦିନକୁ ଦିନ ଚୋରି ସାଙ୍ଗକୁ ଚୋରା ମଦ କାରବାର ଵଜାରଠୁ ଗଳିକନ୍ଦିରେ ଖୁଲମ ଖୋଲା ବିକ୍ରି ଵଢି ଚାଲୁଥିବାରୁ କାଲି ରାତିରେ ଦୁର୍ବୃତ୍ତମାନେ ଷ୍ଟେସନାରୀ ଦୋକାନ କ୍ୟାବିନ ତାଢି ଵହୁପରିମାଣର ସମନ ଚୋରି କରିଥିବା ଥାନାରେ…

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ବର: ବରମୁଣ୍ଡା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, 5-T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌…

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା

ସମ୍ବଲପୁର  : ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଗଲା ସ୍କଲାରସିପ ଟଙ୍କା । ଆଜି ସମ୍ବଲପୁର ଗସ୍ତରେ ଆସି ଫାଇଭ ଟି ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ନୂଆ ଓ ଛାତ୍ରବୃତ୍ତିର ଶୁଭାରମ୍ଭ କରିଛନ୍ତି l ବୃତ୍ତି ବାବଦରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ…

ଆଗକୁ ନିର୍ବାଚନ, ଏହା ପୂର୍ବରୁ ସବୁ ମାମଲାର ତଦନ୍ତ ଶେଷ କର: ଡିଜିପି

ଭୁବନେଶ୍ୱର : ଆଗକୁ ନିର୍ବାଚନ । ପୋଲିସ ଉପରେ କାର୍ଯ୍ୟଚାପ ପଡ଼ିବ । ଏହା ପୂର୍ବରୁ ମାମଲାର ତଦନ୍ତ ଶେଷ କରିବାକୁ ସବୁ ଜିଲ୍ଳାର ଏସପି, ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ଏଥିସହ ସବୁ ଥାନା ଅଧିକାରୀଙ୍କୁ ଡାକି ଏ ନେଇ ଆଲୋଚନା କରିବାକୁ ପରାମର୍ଶ ଦେଇଛନ୍ତି । …

ବିଜେପିରେ ସାମିଲ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ଲୋକସଭା ନିର୍ବାଚନ ପୂର୍ବରୁ ପୁଣି କଂଗ୍ରେସକୁ ଝଟ୍‌କା। ହାତ ଛାଡିଲେ ଝାଡ଼ଖଣ୍ଡର କଂଗ୍ରେସ ସାଂସଦ ଗୀତା କୋଡା। ସେ ଆଜି ଦଳରୁ ଇସ୍ତଫା ଦେଇ ରାଞ୍ଚି ସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଗୀତା କୋଡା ହେଉଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ…