ନଫେ ସିଂହ ରାଠୀ ହତ୍ୟା ମାମଲା: ପୂର୍ବତନ ବିଧାୟକଙ୍କ ସମେତ ୭ ଜଣଙ୍କ ନାଁରେ FIR

ଭାରତୀୟ ଜାତୀୟ ଲୋକ ଦଳ (INLD)ର ହରିଆଣା ମୁଖ୍ୟ ନଫେ ସିଂହ ରାଠୀଙ୍କ ହତ୍ୟା ମାମଲାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୂର୍ବତନ ବିଧାୟକଙ୍କ ସମତେ ସାତ ଜଣଙ୍କ ନାଁରେ ଏଫ୍‌ଆଇଆର୍‌ ରୁଜୁ କରିଛି। ପୁଲିସ କାର୍‌ ଚାଳକ ଓ ନଫେ ସିଂହ ରାଠୀଙ୍କ ଭଣଜା ରାକେଶ ଓରଫ ସଞ୍ଜୟଙ୍କ…

ହାଇକୋର୍ଟଙ୍କ ରାୟ; ଜ୍ଞାନବ୍ୟାପୀରେ ପୂଜା କରିପାରିବେ ହିନ୍ଦୁ

ଜ୍ଞାନବ୍ୟାପୀରେ ଜାରି ରହିବ ପୂଜାପାଠ। ହିନ୍ଦୁମାନଙ୍କୁ ପୂଜାପାଠ ଜାରି ରଖିବାକୁ ଅନୁମତି ଦେଇଛନ୍ତି ଆହ୍ଲାବାଦ ହାଇକୋର୍ଟ। ଆଜି କୋର୍ଟ ଜ୍ଞାନବ୍ୟାପୀ ମସଜିଦ ବିବାଦ ମାମଲାର ଏକ ଶୁଣାଣି କରି ମୁସଲିମ ପକ୍ଷଙ୍କ ଆବେଦନକୁ ଖାରଜ କରିଦେବା ସହ ବାରଣାସୀ କୋର୍ଟ ଦେଇଥିବା ରାୟକୁ କାଏମ ରଖିଛନ୍ତି।…

ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ବର: ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଓଡିଶା ଗସ୍ତ ବେଳେ ବିଲ୍‌ ଗେଟସ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଓଡିଶା ଆସି ସେ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ । ସୂଚନାଯୋଗ୍ୟ ଯେ,…

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ କର୍ତ୍ତୃପକ୍ଷ

କଟକ: ଚାଲିଛି ମାଟ୍ରିକ ପରୀକ୍ଷା । ଏହାରି ଭିତରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ସାମ୍ନାକୁ ଆସିଛି । ଆଜି ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଛି ପ୍ରଶ୍ନପତ୍ର । ପ୍ରଶ୍ନ ସହ ଉତ୍ତର ମଧ୍ୟ ରହିଛି । …

ଚିକିତ୍ସା ଅବହେଳା ଯୋଗୁଁ ପ୍ରସୂତିଙ୍କ ମୃତ୍ୟୁ, ମେଡିକାଲରେ ଉତ୍ତେଜନା

ଭଦ୍ରକ: ଡାକ୍ତରଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ମୁଖ୍ୟ ଚିକିତ୍ସାଳରେ । ଏହି ଘଟଣା ପରେ ମେଡିକାଲରେ‌ ଉତ୍ତେଜନା ଦେଖାଦେଇଛି । ସୂଚନା ମୁତାବକ, ଆଗରପଡା ଥାନା ଅନ୍ତର୍ଗତ ଅଣିଜ ଗାଁର ଶାନ୍ତିଲତା ଘଡେଇଙ୍କ ପ୍ରସବ…

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ; ୩ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଓସ୍ତପୁର ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣଙ୍କ ମୃତ୍ୟୁହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ବୋଲେରୋରେ ଡ୍ରାଇଭରକୁ ମିଶାଇ ମୋଟ ୭ ଜଣ ସଦସ୍ୟ ଥିଲେ । ଏଯାବତ୍…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ଯୌତୁକ ଜୁଇରେ ଆଉ ଜଣେ ବଧୂ । ଯୌତୁକ ପାଇଁ ଶାଶୁ ଘର ଲୋକେ ଜଣେ ବୋହୂକୁ ମାରି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ । ମୃତ ମହିଳାଙ୍କ ନାଁ ଝିଲି ସେଠୀ । ଅଭିଯୋଗ ଅନୁସାରେ, ସାମନ୍ତରାପୁରର ଚନ୍ଦନ ସେଠୀଙ୍କୁ ଝିଲି ଗତ ୩ ବର୍ଷ ତଳେ…

ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଷଷ୍ଠ ବାର୍ଷିକ ଉତ୍ସବ…

ଫୁଲବାଣୀ : ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଷଷ୍ଠ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ଆୟୋଜିତ ହୋଇଯାଇଛି | ପରିଚାଳନା ସମିତିର ସଭାପତି ପୁରୁଷୋତ୍ତମ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଲିଗୁଡାର ମାନ୍ୟବର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ଯୋଗଦେଇ…

ପଞ୍ଚୁଦଣ୍ଡ ପରିଚାଳନା ସମିତିର ନୂତନ କର୍ମକର୍ତ୍ତା ମନୋନୀତ…

ବାଲିଗୁଡା,୨୬/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତିର ନୂତନ କର୍ମକର୍ତ୍ତା ମନୋନୟନ ସ୍ଥାନୀୟ ମା'ପାଟଖଣ୍ଡା ମନ୍ଦିରର ସମ୍ମିଳନୀ କକ୍ଷରେ ରାଜକିଶୋର ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୨୦୨୩ ବର୍ଷ ର ଆୟ ବ୍ୟୟ ହିସାବ ସମ୍ପର୍କରେ ଆଲୋଚନା…

ଉଦ୍ଭିଦ ବିଜ୍ଞାନ ବିଭାଗର ଜାତୀୟ ଆଲୋଚନା ଚକ୍ର…

ଫୁଲବାଣୀ :କନ୍ଧମାଳ ଜିଲ୍ଲା, ଟିକାବାଲି ଏ. ଏମ. ସି.ଏସ ମହାବିଦ୍ୟାଳୟ ରେ ଉଦ୍ଭିଦ ବିଜ୍ଞାନର ଜାତୀୟ ଆଲୋଚନା ଚକ୍ର କଲେଜ ପରିଚାଳନା ପରିଷଦର ସଭାପତି ଲଳିତେନ୍ଦୁ ପ୍ରଧାନଙ୍କ ସଭାପତିତ୍ୱରେ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ଅତିଥିଙ୍କୁ ସ୍ୱାଗତ…